-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ତରଭା: ସରଗଜ ଗ୍ରାମରେ ସାଂସ୍କୃତିକ ଓ ସମାଜିକ ଅନୁଷ୍ଠାନ ଭୂମିକା ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ

28-Mar-2025



ତରଭା:  ବିଶ୍ଵ ନାଟ୍ୟ ଦିବସରେ ଅବସରରେ ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ "ଭୂମିକା" ତରଫରୁ ଗ୍ରାମାଞ୍ଚଳର ନାଟ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲାର ତରଭା ନିକଟସ୍ଥ ସରଗଜ ଗ୍ରାମରେ ପାଳିତ ହୋଇଛି। ଅଜିର କାର୍ଯ୍ୟକ୍ରମରେ ବାବାଜୀ ମନହିରା ଙ୍କୁ 
ନାଟ୍ୟାଚାର୍ଯ୍ୟ ସମ୍ମାନ ରେ ସମ୍ମାନିତ କରାଯାଇଛି, ଭୂମିକା ର ସଭାପତି ଶ୍ରୀ ବିରେନ୍ଦ୍ର କୁମାର ବଞ୍ଛୋର ,ଉପଦେଷ୍ଟା ନାଟ୍ୟ ଭୁଷଣ ଜଗଦାନନ୍ଦ ଛୁରିଆ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ମାନିତ କରିଛନ୍ତି। ଏହି କାର୍ଯ୍ୟକ୍ରମ ରେ ବରିଷ୍ଠ କଳାକାର ମାନଙ୍କ ମଧ୍ୟ ରେ ଅବଦୁଲ ଜମାଲ ଖାଁ, ସୁଧାଂଶୁ ଶେଖର ପଟ୍ଟନାୟକ, ମଧୁ ନାୟକ, ବିଜୟ ତ୍ରିପାଠୀ, ରାମଚନ୍ଦ୍ର ସାହୁ, ଚିତ୍ତରଞ୍ଜନ ଦାଶ, ମହେନ୍ଦ୍ର ମଲ୍ଲିକ,ଗୋପାଳ ମିଶ୍ର, ପ୍ରିୟ ରଞ୍ଜନ ବହିଦାର, ରାଜୀବ ଲୋଚନ ଆଚାର୍ଯ୍ୟ , ଧର୍ମେନ୍ଦ୍ର ପ୍ରସାଦ ନନ୍ଦ, ଋଦ୍ରଦେବ ପ୍ରଧାନ, ଶିରିଶ ଚନ୍ଦ୍ର ହୋତା, ରାମଚନ୍ଦ୍ର ମିଶ୍ର, ଅମରେନ୍ଦ୍ର ମିଶ୍ର, କୃଷ୍ନଚନ୍ଦ୍ର ମହାପାତ୍ର, ଶକ୍ତିଦତ୍ତ ମିଶ୍ର, ନୟନ ମହାନ୍ତି, ରଶ୍ମିରଞ୍ଜନ ବକ୍ସି, ରଞ୍ଜନ ବିଶ୍ଵାଳ, ସୋମ ନାୟକ ଓ ବିଷ୍ଣୁ କୁମାର ବେଜ୍ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଓ କଳାକାର ଙ୍କ ମନୋବଳ କୁ ଦ୍ଵିଗୁଣିତ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like