-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଓସମେ ଓ ଜିଲ୍ଲା ଶିଳ୍ପ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଗୁଣବତ୍ତା ଯାତ୍ରା ଏବଂ କ୍ଷମତା ନିର୍ମାଣ ସଚେତନତା କାର୍ଯ୍ୟକ୍ରମ

28-Mar-2025




ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ସ୍ଥିତ ହୋଟେଲ ପାର୍କ ଲେଣ୍ଡରେ ଓସମେ ଓ ଜିଲ୍ଲା ଶିଳ୍ପ କେନ୍ଦ୍ର ବଲାଙ୍ଗୀରର ମିଳିତ ଆନୁକୂଲ୍ୟରେ ଗୁଣବତ୍ତା ଯାତ୍ରା ଏବଂ କ୍ଷମତା ନିର୍ମାଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ଶିବିରରେ  ଶିଳ୍ପାଦ୍ୟୋଗୀ ଅନୁଷ୍ଠାନ ଓଏସମେ ସଭାପତି ପ୍ରକାଶ କୁମାର ନେପାକ, ସମ୍ପାଦକ ଦେବଜ୍ୟୋତି ପୁରୋହିତ, ଜେନେରାଲ ମେନେଜର, ଜିଲ୍ଲା ଶିଳ୍ପ କେନ୍ଦ୍ର ବିଷ୍ଣୁ ପ୍ରସାଦ ଦାସ, ସନ ସାଇନ୍ ଇଣ୍ଡିଆ ତଥା ଏନ.ଏ.ବି.ଏଲ ପ୍ରତିନିଧି ସରୋଜ କୁମାର ନନ୍ଦ, ଲିଡ ବ୍ୟାଙ୍କ ମ୍ୟାନେଜେର ପ୍ରଶାନ୍ତ କୁମାର ବେହେରା, ଦୀପା ଅନୁଷ୍ଠାନର ସଂକେତ ତ୍ରିପାଠୀ,  ଓଏଏସମେ କର୍ମକର୍ତ୍ତା ଶିଧେଶ୍ୱର ମିଶ୍ର ପ୍ରମୁଖ ଅତିଥି ରୂପେ ଯୋଗଦାନ କରି ଗୁଣ ବତ୍ତା ଯାତ୍ରା ଏବଂ କ୍ଷମତା ନିର୍ମାଣ ସଚେତନତା ଶିବିରରେ ଉଦବୋଧନ ଦେଇ ନୂତନ ଦକ୍ଷତା ଅର୍ଜନ, ଯାନ୍ତ୍ରିକତା ଅପଗ୍ରେଡ଼ ଏବଂ ଉତ୍ପାଦନ ପ୍ରକ୍ରିୟା ରେ ଉନ୍ନତି ତଥା ବଜାରରେ ଆଧିପତ୍ୟ ଏବଂ ଗ୍ରାହକଙ୍କ ଭରସା ବଢେଇବା ପାଇଁ ଉଚ୍ଚ ଗୁଣବତ୍ତା ମାନ ରଖିବା ପାଇଁ  ପ୍ରଶିକ୍ଷଣ ଦେଇଥିଲେ l ଓଏସମେ ସଭାପତି ପ୍ରକାଶ ନେପାକ ଓଏସମେ,ଏମ ଏସ ଏମ ଇ ଏବଂ ଏସ ଏଚ ଜି ମାନଙ୍କୁ ନୀତିଗତ ସମର୍ଥନ, ଶିକ୍ଷା ଏବଂ ପ୍ରଶିକ୍ଷଣ ଏବଂ ଅର୍ଥନୈତିକ ଆସ୍ଥା ଦେବାପାଇଁ କର୍ତ୍ତବ୍ୟରତ ବୋଲି ପ୍ରକାଶ କରିଛନ୍ତି l 
ଓଏସମେ ସମ୍ପାଦକ ଦେବଜ୍ୟୋତି ପୁରୋହିତ ଏହି ସଂସ୍ଥା ଦୀର୍ଘ 36 ବର୍ଷ ଧରି ସମସ୍ତ ଶିଳ୍ପଦ୍ୟୋଗୀ, ଏସ ଏଚ ଜି ଏବଂ ଉଦ୍ୟୋଗୀ ମାନଙ୍କୁ ସମସ୍ତ ସାହାଯ୍ୟ ସହଯୋଗ କରି ଆସିଛି ଏବଂ ଭବିଷ୍ୟତ ରେ କରିବ l ଜି ଏମ ଡି ଆଇ ସି ଦାସ ବାବୁ ଶିଳ୍ପ ପ୍ରତିଷ୍ଠା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ ଏବଂ ଦକ୍ଷତା ନିର୍ମାଣ ଉପରେ ପ୍ରଶିକ୍ଷଣ କରିଥିଲେ l ଲିଡ ବ୍ୟାଙ୍କ ମ୍ୟାନେଜେର ପ୍ରଶାନ୍ତ ବେହେରା ଶିଳ୍ପ ସନ୍ଥା ଓ ଉଦ୍ୟୋଗୀ ମାନଙ୍କୁ ବ୍ୟାଙ୍କ 
ମାନଙ୍କ ସହାୟତା ତଥା ବିଭିନ୍ନ ଯୋଜନା ବିଷୟରେ ସୂଚନା ଦେଇଥିଲେ l ସନ ଶାଇନ ଇଣ୍ଡିଆ ତଥା ଏନ ଏ ବି ଏଲ ପ୍ରତିନିଧି ସରୋଜ କୁମାର ନନ୍ଦ ଗୁଣବତ୍ତା ଯାତ୍ରାର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରି  ଶିଳ୍ପ ଅନୁଷ୍ଠାନ ପାଇଁ ଜେଡ ସାର୍ଟିଫିକେଟ ନିୟମାବଳୀର ପ୍ରଶିକ୍ଷଣ କରିଥିଲେ l ଶିଳ୍ପଦ୍ୟୋଗୀ ତ୍ରିଲୋକନାଥ ଜୈନ ଓ କାଁହୁ ଚରଣ ସାହୁଙ୍କୁ ସଫଳ ଉଦ୍ୟୋଗୀ ପାଇଁ ସମ୍ମାନିତ କରାଯାଇଥିଲା l
ଓସମେ କର୍ମ କର୍ତ୍ତା ଆଶିଷ ହୋତା ଏହି ଶିବିରକୁ ସଂଯୋଜନା କରିଥିଲେ l ବଲାଙ୍ଗୀର ଶାଖା ଉପସଭାପତି ସବ୍ୟସାଚୀ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଶିବିରକୁ ଆୟୋଜନ କରିବାରେ ଜିଲ୍ଲା ଶିଳ୍ପ କେନ୍ଦ୍ର ସହକାରୀ ଅଧିକାରୀ ନିରୋଜ ରଞ୍ଜନ ପାଣିଗ୍ରାହୀ,ଦୀପା ଟିମ,ଓ଼ଏସ ମେ କୋଷାଧକ୍ଷ ଆଲୋକ ମହାନ୍ତି,ନିହାର ରଞ୍ଜନ ସ୍ୱାଇଁ, ମେହତାବ ଆଲାମ , ସନ୍ତୋଷ ପଧାନ, ମିଥୁନ ପଟ୍ଟନାୟକ, କୁନୁ ପତ ପାତ୍ର,ଭିକି ଅଗ୍ରୱାଲ, ରବି ରଞ୍ଜନ ପୂଜାରୀ, ବୁଲୁ ପୁରୋହିତ ଏହି  ଶିବିର ଆୟୋଜନରେ ସହାୟତା କରିଥିଲେ l ଓଏସମେ କର୍ମ କର୍ତ୍ତା ନିହାର ରଞ୍ଜନ ସ୍ୱାଇଁ  ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l ବଲାଙ୍ଗୀର ଜିଲ୍ଲା ସମସ୍ତ  ଶିଳ୍ପ ଅନୁଷ୍ଠାନ ସ୍ୱୟଂ ସହାୟିକା ସଂଘ ଉଦ୍ୟୋଗୀ ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like