-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିଶ୍ଵହିନ୍ଦୁ ପରିଷଦର ବିଭାଗ ବୈଠକ

28-Mar-2025



ରାୟଗଡା (ସୁନୀତା ଷଡଙ୍ଗୀ):  ରାୟଗଡ଼ ସହରସ୍ଥିତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର ସମ୍ମିଳନୀ କକ୍ଷରେ ବିଶ୍ବହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ବିଭାଗ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ବୈଠକରେ କେନ୍ଦ୍ରୀୟ ବେଦ ବିଦ୍ୟାଳୟ ପ୍ରମୁଖ ହରି ଶଙ୍କରଜୀ, ପଶ୍ଚିମ ପ୍ରାନ୍ତ ସଂପାଦକ ଭକ୍ତ ଚରଣ ସାହୂ, ସତ୍ୟ ନାରାୟଣ ଥାନାପତି, ପଶ୍ଚିମ ପ୍ରାନ୍ତ ଧର୍ମାଚାର୍ଯ୍ୟ ସମ୍ପର୍କ ପ୍ରମୁଖ ସୁଦର୍ଶନ ବାବା, ବିଶ୍ବ ହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ସଭାପତି ପ୍ରଫୁଲ୍ଲ କୁମାର ପାତ୍ର, ବିଶ୍ବ କଲ୍ୟାଣ ସାଧନା ସମିତି ଜଗିଶ୍ରୀ ଚୈତନ୍ୟ ରାମଜୀ ଙ୍କ ସମେତ ସ୍ଵାମୀ ବିବେକାନନ୍ଦ ବିଦ୍ୟା ମନ୍ଦିର  ମୁଖ୍ୟ ପରିଚାଳନା ନିର୍ଦ୍ଧେଶକ ପ୍ରମୁଖ ଉପସ୍ଥିତ ଥିଲେ। 
ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବିଶ୍ବ ହିନ୍ଦୁ ପରିଷଦ ସଂଘଠନର ଅଭିବୃଦ୍ଧି ଓ ଜିଲ୍ଲାରେ ସଂଗଠନକୁ ସଂଘଠୀତ କରିବା, ଦେଶ ହିତରେ ରାଜ୍ୟର ସ୍ବାର୍ଥ ପାଇଁ ଓ ନିଜ ନିଜ ପ୍ରାନ୍ତରେ ମନ୍ଦିର ମଠର ବିକାଶ କରିବା ନିମନ୍ତେ ଆଗକୁ ବଢିଵା। ସେ ନେଇ ଏକ ପ୍ରକାର ବିସ୍ତୃତ ଆଲୋଚନା ହୋଇଥିଲା।  ଜିଲ୍ଲାରେ ସଂଘଠନକୁ ମଜବୁତ କରିବା ସହ କାର୍ଯ୍ଯକର୍ତ୍ତା ମାନଙ୍କ ଉତ୍ସାହ ବଢ଼ାଇବା ନିମନ୍ତେ, ଜିଲ୍ଲା କାର୍ଯ୍ୟ ସମିତିର ଘୋଷଣା କରାଯାଇଅଛି। ଆଗାମୀ ଦିନରେ ସଂଗଠନର କାର୍ଯ୍ୟକୁ ପଂଚାୟତ ଓ ଗ୍ରାମ ସ୍ତରରେ ପହଞ୍ଚାଇବା ସହ ବିଶ୍ବହିନ୍ଦୁ ପରିଷଦର ରାଷ୍ଟ୍ରୀୟ ଭାବନା ଜାଗ୍ରତ କରିବା ମୁଖ୍ୟ ଉଦ୍ଧେଶ୍ୟ ରହିବ। ଏହି ପରିପେକ୍ଷୀରେ ମାତୃଶକ୍ତି ପ୍ରଶିକ୍ଷଣ ଶିବିର ଆଗାମୀ ଜୁନ୍ ୧୨ ତାରିଖରୁ ୧୪ ତାରିଖ ପର୍ୟ୍ୟନ୍ତ କରାଯିବ। ସେହିପରି ବଜରଙ୍ଗ ଦଳର ପ୍ରଶିକ୍ଷଣ ଶିବିର ଜୁନ୍ ମାସ ୩ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ କରାଯିବ। ଜିଲ୍ଲାରେ ଚାଲିଥିବା ସତସଙ୍ଗ ପ୍ରଶିକ୍ଷଣ ଶିବିର ଆଗାମୀ ଜୁନ୍ ୨ ତାରିଖରୁ ୩ତାରିଖ ରେ କରାଯିବା ନେଇ ସୁଚନା ଦେଇଛନ୍ତି। ମେ ମାସ ୨୦ ତାରିଖରୁ ୩୦ ତାରିଖ ବିଶ୍ବ ହିନ୍ଦୁ ପରିଷଦର କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବ। ସେହିଭଳି ଦୁର୍ଗା ବାହିନୀର ମେ ମାସ ୬ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ସମ୍ବଲପୁର ରେ କରାଯିବା ନେଇ ଆଲୋଚନା ଓ ନିଷ୍ପତି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like