-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||     

HOME   ଜିଲ୍ଲା

କଳା, ସାହିତ୍ଯ, ସଂସ୍କୃତି ମିଳନର ପର୍ବ ଉଦନ୍ତୀ ମହୋତ୍ସବ ଉଦଘାଟିତ

28-Mar-2025



ସିନାପାଲି(ପରମେଶ୍ଵର ମେହେର): ନୂଆପଡ଼ା ଜିଲ୍ଲା ସିନାପାଲି ଠାରେ କଳା, ସାହିତ୍ଯ, ସଂସ୍କୃତିର ମିଳନର ପର୍ବ ଉଦନ୍ତୀ ମହୋତ୍ସବର ବିଂଶତମ ସଂସ୍କରଣ ଉଦଘାଟିତ ହୋଇ ଯାଇଛି l ଆଜି ଅପରାହ୍ଣରେ ସ୍ଥାନୀୟ ଦୁର୍ଗା ମନ୍ଦିରରୁ ମଶାଲ ଶୋଭାଯାତ୍ରା ବାହାରି ମହୋତ୍ସବ ପଡ଼ିଆରେ ପହଞ୍ଚିଲା ପରେ ସନ୍ଧ୍ୟାରେ ନୂଆପଡ଼ା ଜିଲ୍ଲାପାଲ ମଧୁସୂଦନ ଦାସ ଏହାର ଉଦଘାଟନ ଘୋଷଣା କରିଥିଲେ l  ମହୋତ୍ସବ ସଭାପତି ବୈଷ୍ଣବ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ 
 

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ  ଖଡିଆଳ ଡିଏଫଓ ଆଜୀଜ୍ ଖାଁ, ସିନାପାଲି ବ୍ଲକ ର ଦୁଇ ଜିଲ୍ଲା ପରିଷଦ ସଦସ୍ଯା ଆଶା ଜୈନ, ପୁଷ୍ପାଞ୍ଜଳି ଗୁଆଲ, ସ୍ଥାନୀୟ ସମିତି ସଭ୍ୟ ମନୀଷ କୁମାର ପଟେଲ, ସରପଞ୍ଚ ସୁନୀତା ମେହେର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ l ପରେ ଶଶୀଭୂଷଣ ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାନ୍ଧ୍ୟକାଳୀନ ସଭାରେ   ମୁଖ୍ୟ ଅତିଥି ଭାବରେ ସିନାପାଲି ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ

 

ଓ ସମ୍ମାନିତ ଅତିଥି ଭାବରେ ବିଇଓ ଯତିଂଦ୍ର କୁମାର ସେଠ ଯୋଗଦେଇ ଥିଲେ l  ଗୌତମ ମେହେର ଅତିଥି ମାନଂକୁ ମଞ୍ଚକୁ ଆମନ୍ତ୍ରଣ କରିଥିବାବେଳେ ରବୀନ୍ଦ୍ର ନାଥ ଯୋଷୀ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ l ଚୂଡ଼ାମଣି ମେହେରଙ୍କ ନିର୍ଦ୍ଦେଶନା ଓ ଏସଏସକେପିର ସହଯୋଗରେ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ  କରିଥିଲେ ାନୀଲାଂଚଳ ମେହେର ବିବରଣୀ ପାଠ କରିଥିଲେ l ଏହି ଅବସରରେ ସିନାପାଲି ବ୍ଲକର ପ୍ରଥମ ଓଏଏସ ହୃଦାନନ୍ଦ ମାଝୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଏହାକୁ ଶିବପ୍ରସାଦ ମେହେର ପରିଚାଳନା କରିଥିଲେ l ସନ୍ତୋଷ ବାଗ ମାନପତ୍ର ପଠନ କରିଥିଲେ ା ହରେକୃଷ୍ଣ ମେହେର ପୁରସ୍କାର ବିତରଣ ପରିଚାଳନା କରିଥିଲେ l ଶେଷରେ ଦିବ୍ଯରଂଜନ ନାଏକ ଧନ୍ଯବାଦ ଦେଇଥିଲେ l ଏହି ଉପଲକ୍ଷେ ସିନାପାଲିର ବିଭିନ୍ନ ଛକରେ ସେଓ ଖିଆ, ଝୋଟି, ହୁଳହୁଳି ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଶୋଭାଯାତ୍ରାରେ ପାରମ୍ଫରିକ ସାଂସ୍କୃତିକ ଦଳ ଗୁଡ଼ିକ ଭାଗ ନେଇଥିବା ବେଳେ ମହୋତ୍ସବ ମଂଚରେ ଜିଲ୍ଲା ଓ ଜିଲ୍ଲା ବାହାରର ସୁନାମଧନ୍ଯ ସାଂସ୍କୃତିକ ଦଳ ମାନଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026

You Might Also Like