-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ରାଜ୍ୟ

ବୁଗୁଡ଼ା ଠାରେ ଓଡ଼ିଶା ବ୍ରାହ୍ମଣ ସମିତି ର ବିଶାଳ ସମାବେଶ

17-Jan-2021



ଗଞ୍ଜାମ, (ଦୀପକ କୁମାର ଷଡଙ୍ଗୀ): ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଳକରେ ଓଡିଶା ବ୍ରାହ୍ମଣ ସମିତି ତରଫରୁ ବିଶାଳ ବ୍ରାହ୍ମଣ ସମାବେଶ କରାଯାଇଥିଲା l ଓଡ଼ିଶା ବ୍ରାହ୍ମଣ ସମିତି ର ସଭାପତି ପ୍ରାଚାର୍ଯ୍ୟ ମନୋଜ ପାଣିଗ୍ରାହୀଙ୍କ ତତ୍ବାବଧାନରେ ବୁଗୁଡା ବ୍ଳକ ସଭାପତି କାଳୀଚରଣ ମିଶ୍ର, ଉପସଭାପତି ଦୁର୍ଗାମାଧବ ପାଣୀ, ମୁଖ୍ୟ ଉପଦେଷ୍ଟା ପଣ୍ଡିତ ଅନନ୍ତ କର ଙ୍କ ସମେତ ବୁଗୁଡା ବ୍ଳକ, ପୋଲସରା,ଜଗନ୍ନାଥ ପ୍ରସାଦ ,ସୋରଡା ବ୍ଳକ ରୁ ବ୍ରାହ୍ମଣ ଦେବତା ମାନେ ବହୁସଂଖ୍ଯାରେ ଯୋଗଦାନ କରିଥିଲେ ।ବ୍ରାହ୍ମଣ ଦେବତା ମାନଙ୍କୁ ସଦସ୍ୟ ସାଟିଫିକେଟ, ଆଇଡେଣ୍ଟ୍ କାର୍ଡ ,ଓଡିଶା ବ୍ରାହ୍ମଣ ସମିତି ଦିନ ପଞ୍ଜିକା ପ୍ରଦାନ କରାଯାଇ ନାମ ପଞ୍ଜିକୃତ କରାଯାଇଥିଲା । ଉକ୍ତ ବୈଠକରେ ଓଡିଶା ବ୍ରାହ୍ମଣ ସମିତି ବୁଗୁଡା ବ୍ଳକ ର ପଣ୍ଡିତ ଅନନ୍ତ କର ସଭାପତିତ୍ବ କରିଥିଲେ l ବୁଗୁଡା ବ୍ଳକ ସଭାପତି ପଣ୍ଡିତ କାଳୀଚରଣ ମିଶ୍ର  ଶେଷରେ ସମସ୍ତ ବ୍ରାହ୍ମଣ ଦେବତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ମଞ୍ଚାସୀନ ଓଡିଶା ବ୍ରାହ୍ମଣ ସମିତି ସଭାପତି, ସଂଯୋଜକ,ଉପସଭାପତି, ମୁଖ୍ୟ ଉପଦେଷ୍ଟା, ଉପଦେଷ୍ଟା ପ୍ରଭୃତି ବ୍ରାହ୍ମଣ ଜାତି ର କଲ୍ଯାଣ ନିମନ୍ତେ ବକ୍ତବ୍ଯ ପ୍ରଦାନ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like