-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ତୃତୀୟ ଦ୍ଵୀ ଦିବସୀୟ ଅଙ୍ଗ ମହୋତ୍ସବ ଅନୁଷ୍ଠିତ

29-Mar-2025



ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ଅଗ୍ରଣୀ ନାଟ୍ୟ ସଂସ୍ଥା ଲୁ ଆନୁକୁଲ୍ୟରେ ଗତ ୨୭ ଓ ୨୮ ଦୁଇ ଦିନ ଧରି ସ୍ଥାନୀୟ ଲୁ  ନାଟ୍ୟଶ୍ରମ ପରିସରରେ ଦ୍ଵୀ-ଦିବସୀୟ ଅଙ୍ଗ ମହୋତ୍ସବ-୨୦୨୫ ମହା ସମାରୋହରେ ଅନୁଷ୍ଠିତ ହୋଇ ଯାଇଅଛି।ପ୍ରଥମ ଦିବସରେ ବରିଷ୍ଠ ଆଇନଜୀବୀ ଗୌନ୍ତିଆ କୁମାର ସାହୁ, ମାଁ ସମଲେଇ ଙ୍କ ଠାରେ ଦୀପ ପ୍ରଜ୍ବଳନ ପୂର୍ବକ ମହୋତ୍ସବର ଉଦ୍ଘାଟନ କରିଥିଲେ। ଲୁ ନାଟ୍ୟ ଅନୁଷ୍ଠାନର ସଭାପତି ମେଜର ଚିତ୍ତରଞ୍ଜନ ଦାସ ସ୍ବାଗତ ଭାଷଣ ପ୍ରଦାନ କରି ଥିବା ବେଳେ ସମ୍ପାଦକ ପ୍ରଫେସର କେଶ ରଞ୍ଜନ ପ୍ରଧାନ ବିଶ୍ଵ ନାଟ୍ୟ ଦିବସ ଅବସରରେ ସମ୍ବଲପୁରୀ ଭାଷାରେ ଅନୁଦିତ ବାର୍ତ୍ତା ପଠନ କରିଥିଲେ। ସମ୍ମାନିତ ଅତିଥି ଭାବେ ଶ୍ରୀ ଭଗବାନ ଜୀ ସ୍ଵକୀୟ ମତ ପ୍ରଦାନ କରିଥିଲେ। ନବ ପ୍ରଭାତ  ସ୍ୱ ଜ୍ୟୋତି କନ୍ୟା ଗୁରୁକୁଳ ର କନ୍ୟା ମାନଙ୍କର ବେଦ ଧ୍ବନୀ ସମଗ୍ର ପରିବେଶକୁ ଭାବମୟ କରି ଦେଇଥିଲା।  କେଶ ରଞ୍ଜନ ପ୍ରଧାନ ଙ୍କ ରଚିତ ଓ ନିର୍ଦ୍ଦେଶିତ ଅଦ୍ଭୁତ ପର୍ବତ ନାଟକ ସେମାନଙ୍କ ଦ୍ଵାରା ପରିବେଷିତ ହୋଇ ବେଶ୍ ଚର୍ଚ୍ଚିତ ହୋଇଥିଲା। ମନୋରଞ୍ଜନ ସିଂ ବରିହା ଓ ଦିଲ୍ଲୀପ ଦେବତା ସେମାନଙ୍କୁ ପ୍ରଶଂସାପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ଜଗନ୍ନାଥ ସେଟ ଙ୍କ ଦ୍ଵାରା ରଚିତ ଓ ନିର୍ଦ୍ଦେଶିତ ନାଟକ ଆଦମ୍ ଖୋର୍ ଲୁ ନାଟ୍ୟ ସଂସ୍ଥାର କଳାକାର ମାନଙ୍କର ଦ୍ଵାରା ପରିବେଷିତ ହୋଇ ବେଶ୍ ଦର୍ଶକ ସ୍ଵୀକୃତି ହାସଲ କରିଥିଲା। ଜୟ ନାରାୟଣ ତ୍ରିପାଠୀ ଓ ଚନ୍ଦ୍ର ଶେଖର ପୁରୋହିତ କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ନାଟ୍ୟକାର ଅଶୋକ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ। 
ଶେଷ ଦିବସରେ ପୂର୍ବତନ ଶିକ୍ଷକ ତାରା ଚାନ୍ଦ ସାହୁ ଅତିଥି ଭାବେ ଯୋଗଦାନ କରି ଥିଲେ।

ଏହି ଅବସରରେ କେଶ ରଞ୍ଜନ ପ୍ରଧାନ ଙ୍କ ରଚିତ ଘେଁସ ଜମିଦାରଙ୍କ ଉପରେ ଆଧାରିତ ନାଟକ "ଘାଟି" ଦୟାସାଗର ଧରୁଆ ଙ୍କ ନିର୍ଦ୍ଦେଶନାରେ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ମାନଙ୍କ ଦ୍ଵାରା ଅଭିନୀତ ହୋଇ ଉଚ୍ଚ ପ୍ରଶଂସିତ ହୋଇ ଥିଲା। ଅଧ୍ୟାପକ ସୁଶାନ୍ତ ମିଶ୍ର ଓ ପୂର୍ବତନ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପ୍ରିତମ ମେହେର କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଡକ୍ଟର ସରୋଜ ନାୟକ, ଡକ୍ଟର ସମୀର ମେହେର, କୁଞ୍ଜ ବିହାରୀ ସରାଫ ଓ ଶେଷଦେବ ମେହେର ପ୍ରମୁଖ ନାଟକ ଉପରେ ସମୀକ୍ଷା କରିଥିଲେ। ମହୋତ୍ସବର ଶେଷରେ ଅଶୋକ ବହିଦାର ଙ୍କ ରଚିତ ଓ ନିର୍ଦ୍ଦେଶିତ ନାଟକ "ତୋର ପାର କେ ମୋର ପାହା" ଅବର୍ଣ୍ଣିଗୁଣା ର କଳାକାରଙ୍କ ଦ୍ଵାରା ପରିବେଷିତ ହୋଇ ଦର୍ଶକ ମାନଙ୍କର ହୃଦୟକୁ ଛୁଇଁ ପାରିଥିଲା । ଅଞ୍ଚଳ କଲେଜ ର ଅଧ୍ୟକ୍ଷ ଡକ୍ଟର ଲଳିତ ମୋହନ ପଣ୍ଡା ଓ ମହୁଲପାଲି ଗୌନ୍ତିଆ ଝସ କେତନ ସାହୁ କଳାକାର ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ରମେଶ ଗୁର୍ଲାଙ୍କ ସଂଗୀତ ନିର୍ଦ୍ଦେଶନାରେ ନାଟକ ଗୁଡ଼ିକ ବେଶ୍ ଉପଭୋଗ୍ୟ ହୋଇ ଥିଲା। ସମଗ୍ର କାର୍ଯକ୍ରମକୁ ଲୁ ଏବଂ ଅବର୍ଣ୍ଣିଗୁଣା ର ସଦସ୍ୟ ମାନେ ପରିଚାଳନା ରେ ସହଯୋଗ କରି ମହୋତ୍ସବକୁ ସଫଳତା ଶିର୍ଷରେ ପହଞ୍ଚାଇ ପାରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like