-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ରାୟଗଡ଼: ଜିଲ୍ଲାସ୍ତରୀୟ ଶହିଦ ଲକ୍ଷ୍ମଣ ନାୟକଙ୍କ ୮୩ତମ ଶ୍ରାଦ୍ଧ ଦିବସ ପାଳିତ

29-Mar-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ)- ରାୟଗଡ଼ ଜିଲ୍ଲା ସ୍ତରୀୟ ଶହିଦ ଲକ୍ଷ୍ମଣ ନାୟକଙ୍କ  ୮୩ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି | ରାୟଗଡ଼ କୋରାପୁଟ ଜାତୀୟ ରାଜ ମାର୍ଗ ଶାସ୍ତ୍ରୀନଗର ଠାରେ ଅବସ୍ଥାପିତ ସହିଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ରାୟଗଡ଼, ନବୀନ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ  ବେଳେ , ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ରାୟାଗଡ଼,ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ଅକ୍ଷ କୁମାର

ଖେମୁଣ୍ଡୁ,ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ  ପ୍ରଶାସକ ଶ୍ରୀ ଚନ୍ଦ୍ର କାନ୍ତ ନାୟକ,ପୌର ନିର୍ବାହୀ ଅଧିକାରୀ  କୁଳଦୀପ କୁମାର,, ଗୋଷ୍ଠୀ ଶିକ୍ଷା ଅଧିକାରୀ ରାୟଗଡ,  ସୁଦୀପ୍ତ କୁମାର ଦାଶ,ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର ଆଦି ଯୋଗଦାନ କରିଥିଲେ l
    ବରିଷ୍ଠ ନାଗରିକ କଲ୍ୟାଣ ସଂଘର ସଭାପତି ଶ୍ରୀ ବିନୋଦ କୁମାର ପଣ୍ଡା, ରାୟଗଡ ଅଟୋନମସ ମହାବିଦ୍ୟାଳୟର ଅଧ୍ୟକ୍ଷl ଡ଼ଃ ବବିଳତା ସରାଫ,ଶିକ୍ଷକ ରାଧାକାନ୍ତ ରାଉତ ଆଦି ନିଜର ବକ୍ତବ୍ୟରେ  ସହୀଦ ଲକ୍ଷ୍ମଣ ନାୟକଙ୍କ ଅତୁଳନୀୟ  ଅବଦାନ ଓ ସଂଗ୍ରାମ  ଜୀବନ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ  l 
ଏହି କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜଳନ୍ଧର ପୂଷିକା,ବରିଷ୍ଠ ନାଗରିକ ସତ୍ୟବାଦୀ ପାତି,

ଶଙ୍କର୍ଷଣ ମଙ୍ଗରାଜ, ବରିଷ୍ଠ ନାଗରିକ ସଂଘର ଓ ୱାକର୍ଷ କ୍ଲବର ସଦସ୍ୟମlନେ,ଆର ଏସ ଇ ଡବ୍ଲୁ ସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶହକାରୀ ଶିକ୍ଷକ ଶିକ୍ଷୟତ୍ରୀ, ଶlସ୍ତ୍ରୀ ନଗର ଉଚ୍ଚ ପ୍ରାଥମିକ ବୁଦ୍ୟାଳୟର ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଗଣମାଧ୍ୟମ ପ୍ରତନିଧି,ସହିଦ ଲକ୍ଷ୍ମଣ ନାୟକ ଯୁବକ ସଂଘର ସଭାପତି ଦୋରା କାଣ୍ଡଗୋରିଓ ସାଥି ଯୁବକ ମାନେ  ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ  l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ, ରାଜସ୍ୱ ସହାୟକ ଭବାନୀ ଶବର,ଗ୍ରନ୍ଥା ଗାରିକ ଡ଼ମ୍ବରୁଧର ପଣ୍ଡା,ବରିଷ୍ଠ କ୍ଷିପ୍ର ଲେଖିକା କୁମୁଦିନୀ ମିଶଲ,ସଂଚାଲକ ସମ୍ରାଟ ସାହୁ,ସୁବାଷ କେରେକେଟା ଗ୍ରନ୍ଥାଗାରିକ , ରାଜରନ୍ଦ୍ର ଦୋରା,ଯୋଗଦାନ କରିଥିଲେ l ଶସ୍ତ୍ରୀନଗର ଓ଼ ଆର.ଏସ.ଇ.ଡବ୍ଲୁ.ସି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବକ୍ତୃତା ପ୍ରତଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା   |  ଶେଷରେ  ସୂଚନା ଓ ଲୋକ ସମ୍ପର୍କ ଉପନିର୍ଦ୍ଦେଶକ  ଶ୍ରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like