-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ମୃତ୍ୟୁ ପରେ ସର୍ବାଙ୍ଗ ଦାନ କରିବେ ଚର୍ଚ୍ଚିତ ମହିଳା ଚାଷୀ ରାମବାଇ

29-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମ ର ଚର୍ଚ୍ଚିତ ମହିଳା ଚାଷୀ ରାମବାଇ ଦାସ ଏବେ ପୁଣି ଚର୍ଚ୍ଚାରେ। ଏକଦା ମହିଳା ଚାଷୀ ଭାବେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଦିଲ୍ଲୀରେ ସମ୍ମାନିତ ହୋଇଥିଲେ ରାମବାଇ।ଗରୀବ ପରିବାରରେ ଜନ୍ମ ହୋଇଥିବା ରାମବାଇ ପିଲା ଦିନରୁ ସଂଘର୍ଷମୟ ଜୀବନ ଯାପନ କରିଥିଲେ । ତାଙ୍କ ବୈବାହିକ ଜୀବନ ମଧ୍ୟ ଥିଲା ଦୁଃଖମୟ । ସ୍ୱାମୀଙ୍କୁ ଖୁବ କମ ବୟସରେ ହରାଇଥିଲେ ରାମବାଇ।ରାମବାଇଙ୍କ ଉପରେ ଏକ ମାତ୍ର ଝିଅ ଓ ବୁଢ଼ୀ ମାଆ ସହିତ ପରିବାର ପୋଷଣର ଦାୟିତ୍ୱ ନ୍ୟସ୍ତ l ନିଜସ୍ୱ କିଛି ସମ୍ପତ୍ତି ନଥିବାରୁ ଅନ୍ୟମାନଙ୍କ ଜମିରେ ଭାଗ ଚାଷ କରି ପରିବାର ପ୍ରତିପୋଷଣ କରନ୍ତି। ସମାଜ ପାଇଁ କିଛି କରିବା ର ନିଶା ସବୁବେଳେ ରାମ ବାଇ ଙ୍କୁ ବିଚଳିତ କରିବା ସହ ବରିଷ୍ଠ ସାମ୍ବାଦିକ ତଥା  ଜୁହାର ପରିବାର ସମ୍ବଲପୁର ର  ସଂଯୋଜକ ଶ୍ରୀ ପ୍ରଫୁଲ୍ଲ କୁମାର ଦାଶ ଙ୍କ ପରିବାର ର ପାଞ୍ଚ ଜଣ ସଦସ୍ୟ ସଦସ୍ୟା ସର୍ବାଙ୍ଗ ଦାନ କରିବା ତାଙ୍କୁ ପ୍ରେରଣା ଦେଇ ଥିଲା। ମୃତ୍ୟୁ ପରେ ନିଜର ସର୍ବାଙ୍ଗ ଦାନ ପାଇଁ ବରଗଡ଼ ର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ସହିତ ଯୋଗାଯୋଗ କରନ୍ତି ରାମ ବାଇ ଦାସ। ସର୍ବାଙ୍ଗ ଦାନ ପାଇଁ ଆବଶ୍ୟକ ଚୁକ୍ତି ପତ୍ର କୁ ନିଷ୍ଠା ପରିବାର ଦ୍ଵାରା ପ୍ରସ୍ତୁତ ପରେ ସ୍ବାକ୍ଷର କରିବା ସହ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୂର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ANATOMY)କୁ ନିଷ୍ଠା ପରିବାର ର ମହିଳା ଶାଖା ର ସଂଯୋଜିକା ତ୍ରିପୁରା ସୂହୁଲା ଓ ସକ୍ରୀୟ ସଦସ୍ୟା ସୁତପା ଗଡତିଆ ଙ୍କ ସହ ଯାଇ ନିଜର ଚୁକ୍ତି ପତ୍ର କୁ ପ୍ରଦାନ କରିଥିଲେ ରାମ ବାଇ। ମୃତ୍ୟୁ ପରେ ଶରୀର ପୋଡ଼ି ପାଉଁଶ ହୋଇ ଯିବା ଅପେକ୍ଷା ତାଙ୍କ ଆଖି ରେ ଦୁଇ ଜଣ ଏ ରଙ୍ଗୀନ ଦୁନିଆ ଦେଖି ପାରିବେ ତା ସହ ମେଡିକାଲ ଛାତ୍ର ଛାତ୍ରୀ ମାନେ ତାଙ୍କ ଶରୀର ରେ ପାଠ ପଢି ପାରିବେ ସେଥିପାଇଁ ସେ ବହୁତ ଖୁସୀ ଅନୁଭବ କରିବା ସହ ଏ ଭଳି ମହତ କାମ ରେ ତାଙ୍କୁ ସଗାଯୋଗ କରିଥିବାରୁ ସେ ନିଷ୍ଠା ପରିବାର କୁ ବହୁତ ବହୁତ ଧନ୍ୟବାଦ ଜ୍ଞାପନ କରିଥିଲେ।ଏଭଳି ମହତ ଚିନ୍ତା ଥିବା ମହିଳା ଚାଷୀ ରାମ ବାଇ ଦାସ ଏକ ବଡ ଉଦାହରଣ ସୃଷ୍ଟି କରିବା ସହ ଅନେକ ଙ୍କ ପାଇଁ ପ୍ରେରଣା ଯୋଗାଇଛନ୍ତି ବୋଲି ନିଷ୍ଠା ପରିବାର ର ଉପଦେଷ୍ଟା ସଚି ପଣ୍ଡା ଓ ଅଶ୍ୱିନୀ ତ୍ରିପାଠୀ ଭୂୟସୀ ପ୍ରଶଂସା କରିବା ସହ ନିଷ୍ଠା ପରିବାର ତରଫ ରୁ ବହୁତ ବହୁତ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like