-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଆନ୍ତଃ ରାଜ୍ଯସ୍ତରୀୟ ରେଡକ୍ରସ ଶିବିରରେ ବରଗଡ ଜିଲ୍ଲା ଛାତ୍ରଛାତ୍ରୀଙ୍କ ସଫଳତା

29-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଭାରତୀୟ ରେଡକ୍ରସ ସୋସାଇଟିର ଓଡ଼ିଶା ରାଜ୍ୟ ଶାଖା ଆନୁକୁଲ୍ୟରେ ଜାତୀୟସ୍ତରୀୟ ଜୁନିଅର୍ ରେଡକ୍ରସର ଶିକ୍ଷା ତଥା ତାଲିମ ଶିବିର ନୀଳାଚଳ ପଲିଟେକନିକ ,ଶିଖରଚଣ୍ଡୀ,ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଥିଲା । ଏହି ଶିବିର ମାର୍ଚ୍ଚ ୨୪  ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା।ଶିବିରରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ,ତାମିଲନାଡୁ, ତେଲେଙ୍ଗାନା,ମଣିପୁର, ଉତ୍ତରପ୍ରଦେଶ,ପଞ୍ଜାବରୁ ୨୪୫ ଜଣ ଜୁନିଅର୍ ଏବଂ    କାଉନସେଲର ଯୋଗ ଦେଇଥିଲେ। ଏହି ଶିବିରକୁ ବରଗଡ଼ ଜିଲ୍ଲା ତରଫରୁ ୬ ଜଣ ଜୁନିଅର୍ ଯେପରି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, କେଶାଇପାଲିରୁ ଲୋପାମୁଦ୍ରା ସାହୁ, ସରକାରୀ ଉଚ୍ଚ ପ୍ରାଥମିକ ଵିଦ୍ୟାଳୟ ଟି. ଗଣ୍ଡପାଳିରୁ ଲିପି ସାହୁ,  ଦିଶlଶ୍ରୀ ସାହୁ, ଦମୟନ୍ତୀ ସେଠ୍,ପ୍ରେମଶିଲ  ସେଠ୍, ଅନନ୍ୟl ସାହୁଙ୍କ ସହ ଜିଲ୍ଲା ଜୁନିଅର୍  ରେଡକ୍ରସ ଅଧିକାରୀ ହେମନ୍ତ କୁମାର ସାମଲ ,ଜିଲ୍ଲାର ରେଡକ୍ରସ ସାଧନକର୍ମୀ  ଡ    ଡିଲେଶ୍ୱର ସାହୁ , ଜ୍ୟୋତ୍ସ୍ନା ମହାନନ୍ଦ ଯୋଗ ଦେଇଥିଲେ ।ଏହି ଶିବିରରେ  ଜୁନିଅର୍ ମାନଙ୍କୁ ବିଭିନ୍ନ ବିଷୟରେ ଯେପରି ରେଡକ୍ରସ୍ ଇତିହାସ,ରକ୍ତଦାନ , ଜଳବାୟୁ ପରିବର୍ତ୍ତନ, ପ୍ରାଥମିକ ସହାୟତା,ସଡ଼କ ସୁରକ୍ଷା,ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା,ନିଶା ନିବାରଣ ଓ ତମାଖୁମୁକ୍ତ ସମାଜ, ଏଚ୍ ଆଇ ଭି   ଏଡ଼ସ, ସାଇବର ସଚେତନତା ଉପରେ ତାଲିମ ଦିଆଯାଇଥିଲା। ଶିବିରର ଦ୍ଵିତୀୟ ଏବଂ ତୃତୀୟ ଦିବସରେ ଜୁନିଅର ତଥା ସାଧନକର୍ମୀମାନଙ୍କୁ କୋଣାର୍କ, ପୁରୀ ଜଗନ୍ନାଥ ମନ୍ଦିର, ଧଉଳିଗିରି ତଥା ନନ୍ଦନକାନନକୁ ପରିଦର୍ଶନ ପାଇଁ ମଧ୍ୟ ନିଆଯାଇଥିଲା। ଶିବିରରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଥିଲା। ରେଡକ୍ରସ୍  ଉପରେ ଆଧାରିତ ଇଂରାଜୀ ପ୍ରବନ୍ଧ ପ୍ରତିଯୋଗିତାରେ  ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କେଶାଇପାଲି ସରକାରୀ ଉଚ୍ଚ ବିଦ୍ୟାଳୟର  ଛାତ୍ରୀ ଲୋପାମୁଦ୍ରା ସାହୁ ଦ୍ୱିତୀୟ ସ୍ଥାନ ଅଧିକାର କରି ସମଗ୍ର ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ତାଙ୍କର  ଏହି ସଫଳତା ପାଇଁ  ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ବିଶ୍ଵନାଥ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ ,ଜିଲ୍ଲା ଶାରିରୀକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସୁଦୀପ୍ତ କୁମାର ନାୟକ, ରେଡକ୍ରସ୍  ସାଧନକର୍ମୀ ଧର୍ମରାଜ ପ୍ରଧାନ,ମନୋଜ କୁମାର ସାହୁ,ଦ୍ଵାଦଶ କୁମାର ପ୍ରଧାନ, ମହେନ୍ଦ୍ର ଆଚାର୍ଯ୍ୟ, ସେବବିନିମୟୀଯୁକ୍ତl ବାରିକ,ଶୁଭଶ୍ରୀ ଭୋଇ,ମନୋହର ଦାଶଙ୍କ ସହ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ତରଫରୁ ଶୁଭେଚ୍ଛାର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like