-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ଇତିହାସ ବିଭାଗରେ ପାଠଚକ୍ର - ପ୍ରାଚୀନ ଭାରତ ଶକ୍ଷାର ଅଭିକେନ୍ଦ୍ର ଥିଲା

29-Mar-2025



ବୀରମହାରାଜପୁର,(  ବିନୋଦ ପାଣ୍ଡେ ): ପ୍ରାଚୀନ ଭାରତରେ ନାଳନ୍ଦା ବିଶ୍ୱବିଦ୍ୟାଳୟ ଶିକ୍ଷାର ପ୍ରାଣକେନ୍ଦ୍ର ଥିଲା। ସେଠାରେ ଦଶହଜାରରୁ ଉର୍ଦ୍ଧ୍ଵ ଛାତ୍ର ଅଧ୍ୟୟନରତ ଥିଲେ। ଦେଶୀୟ ଛାତ୍ରମାନଙ୍କ ବ୍ୟତୀତଜାପାନ,ଚୀନ,କାମ୍ବୋଡିଆ,ଫିଲିପାଇନସ୍ ପ୍ରଭୃତି ଦେଶରୁ ଛାତ୍ରମାନେ ଜ୍ଞାନ ଆହରଣ କରିବାକୁ ଆସୁଥିଲେ।ନାଳନ୍ଦା ତତ୍କାଳୀନ ସମୟର ସର୍ବ ବୃହତ୍ ଆବାସିକ ବିଦ୍ୟାଳୟ ଏହା ଅସ୍ଵୀକାର କରାଯାଇ ନପାରେ । ବୀରମହାରାଜପୁର ମହାବିଦ୍ୟାଳୟ ଇତିହାସ ବିଭାଗ ପକ୍ଷରୁ ଆୟୋଜିତ "Nalanda: An Epitome of Indian Educational System" ଶୀର୍ଷିକ ଆଲୋଚନାଚକ୍ରରେ ନିମନ୍ତ୍ରିତ ଅତିଥିଗଣ ମତବ୍ୟକ୍ତ କରିଛନ୍ତି। ଅନୁଷ୍ଠିତ ହୋଇଥିବା

ଏହି ଆଲୋଚନାଚକ୍ରରେ ଅଧ୍ୟକ୍ଷ ଡ.ହିମାଂଶୁ ଶେଖର ପାଢ଼ୀ ଅଧ୍ୟକ୍ଷତା କରିଥିବାବେଳେ ଶିକ୍ଷା ବିଭାଗର ଅଧ୍ୟାପକ ଡ.ଶିଶିର ବଣିଆ ମୁଖ୍ୟଅତିଥି ତଥା ବିଷୟ ବିଷାରଦ ଭାବରେ ଯୋଗଦେଇଥିଲେ। ଅଧ୍ୟାପକ ସତ୍ୟ ନାରାୟଣ ଦାଶ , ଅଧ୍ୟାପିକା ଡ. ବନ୍ଦିତା ବିଶ୍ୱାଳ ପ୍ରସଙ୍ଗ ଭିତ୍ତିକ ବକ୍ତବ୍ୟ ରଖିଥିଲେ। ଅଧ୍ୟାପିକା ଯାମିନୀ ଦାଶ, ଅଧ୍ୟାପକ ସ୍ମୃତିରଞ୍ଜନ ଭରାସାଗର , ପ୍ରଭାତ ପୁରୋହିତ ପ୍ରମୁଖ ଆଲୋଚନା କରିଥିଲେ। ଛାତ୍ରୀ ସୃତି ଭରାସାଗର, ବାସନ୍ତି ଭୋଇ, ସରିତା ଭୋଇ ପ୍ରମୁଖ ପ୍ରବନ୍ଧ ଉପସ୍ଥାପନା କରିଥିଲେ।ଏହି ଅବସରରେ ଯୁକ୍ତତିନି ଶେଷବର୍ଷ ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ସୋନାଲି ମେହେର , ଲକ୍ଷ୍ମୀ ଦେହୁରୀ ଓ ସଲୋନୀ ପଧାନ ବିଦାୟକାଳିନୀ ବକ୍ତବ୍ୟ ରଖିଥିଲେ । ଛାତ୍ରୀ ଶାଶ୍ଵତୀ ପଣ୍ଡା ସଭା ପରିଚାଳନା, ଓ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like