-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ଦିବଙ୍ଗତ ଆତ୍ମା ଙ୍କ ଉଦ୍ଦ୍ୟେଶରେ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ସ୍ମୁତି ସଭା

29-Mar-2025



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲା ଲେଖକ ପରିଷଦ ତରଫରୁ ଦିବଂଗତ କବି, କଳାକାର,ନାଟ୍ୟ ନିର୍ଦ୍ଦେଶକ ଙ୍କ ଅକାଳ ବିଯୋଗରେ ଏକ ସ୍ମୁତି ସଭା ସ୍ଥାନୀୟ ଷ୍ଟୁଡେଣ୍ଟ୍ ବୁକ୍ ଷ୍ଟୋର ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅମର ଆତ୍ମା ମାନଙ୍କ ତିରୋଧାନ ରେ କବି ତଥା କଳାକାର ମହଲ ରେ ଶୋକ ର ଛାୟା ଖେଳି ଯାଇଛି।ସେମାନେ ହେଲେ କବି ତଥା ଲେଖକ ସ୍ବର୍ଗତ ରମାକାନ୍ତ ରଥ,ଆକାଶବାଣୀ ଗୀତିକାର ତଥା ବିଭିନ୍ନ ପୌର ପରିଷଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ସ୍ବର୍ଗତ ଲିଙ୍ଗରାଜ ଚିନ୍ଦା,ଚଳଚ୍ଚିତ୍ର ଅଭିନେତା ତଥା ଶିକ୍ଷ୍ୟା ବିଭାଗରେ କାର୍ଯ୍ୟରତ ଥିବା ସ୍ବର୍ଗତ ଗୋବର୍ଦ୍ଧନ ଭୋଇ,ନାଟ୍ୟ ନିର୍ଦ୍ଦେଶକ ତଥା ନାଟ୍ୟ ଅଭିନେତା ସ୍ବର୍ଗତ ବ୍ରଜ ମୋହନ ମିଶ୍ର।ସଭିଏଁ କିଛି ବ୍ୟବଧାନ ରେ ଇହଧାମ ତ୍ୟାଗ କରିଛନ୍ତି।ଚାରିଜଣ ବିଦ୍ୱାନ ଙ୍କ ଅକାଳ ବିୟୋଗ ରେ ମର୍ମାହତ।ତାଙ୍କ ସ୍ଥାନ କେହି ନେଇ ପାରିବେ ନାହିଁ।ଜିଲ୍ଲା ଲେଖକ୍ ପରିଷଦ ପକ୍ଷରୁ ଦିବଂଗତ ମାନଙ୍କ ସ୍ମୁତି ଚାରଣ କରାଯାଇଥିଲା।ସ୍ମୁତି ସଭା ଆରମ୍ଭ ପୂର୍ବରୁ ଚାରି ଜଣ ଦିବଂଗତଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା।ଜିଲ୍ଲା ଲେଖକ ପରିଷଦର ସମ୍ପାଦକ

କପିଳେଶ୍ୱର ଖମାରୀ ସଂଯୋଜନା କରିଥିଲେ ପରିଷଦର ସଭାପତି ବିଶିଷ୍ଟ ଗାଳ୍ପିକ ମଳୟ ମିଶ୍ର,ନାଟ୍ୟ ଅଭିନେତା ତଥା ଲେଖକ ବିଜୟ ତ୍ରିପାଠୀ,ପରିଷଦର କୋଷାଧ୍ୟକ୍ଷ ଅଜିତ ମହାନ୍ତି,ଉପସଭାପତି ମୁରଲିଧାରି ପତି,ପରିଷଦର ପୂର୍ବତନ ସମ୍ପାଦକ କୃଷ୍ଣ ଚନ୍ଦ୍ର ବାରିକ,ଗିରିଜା ଶଙ୍କର ରଥ,କବି ରତ୍ନମୟ ତ୍ରିପାଠୀ,ପରିଷଦ ର ସହ ସମ୍ପାଦକ ରଘୁ ନନ୍ଦନ ସିଂହ, ଯୁଗ୍ମ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜି,ପରିଷଦର ସଭ୍ୟ ଧୀରେନ୍ଦ୍ର ସିଂଦେଓ ପ୍ରମୁଖ ଦିବଂଗତ ମାନଙ୍କ ସ୍ମୁତି ଚାରଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like