-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଓକିଲ ସଂଘର ନିର୍ବାଚନ ରେ ପ୍ରତାପ ସଭାପତି, ଗଦାଧର ସମ୍ପଦକ ଭାବରେ ନିର୍ବାଚିତ

29-Mar-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ   ହୋଇଯାଇଛି। ସଭାପତି ଭାବରେ ଜୁନିଅର ଆଇନଜୀବୀ ପ୍ରତାପ କୁମାର ପୁରୋହିତ ନିର୍ବାଚିତ ହୋଇଛନ୍ତି । ଆଜି ଦିନ ୯  ଟା ଠାରୁ ମଧ୍ୟାହ୍ନ ୩ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହୋଇଥିଲା। ଅପରାହ୍ନ ୪ଟା ରେ ଭୋଟ ଗଣତି ହୋଇ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସୁଦ୍ଧ ନାରାୟଣ  ସାହୁ ସଂଘର ନିର୍ବାଚନ ଫଳାଫଳ ଘୋଷଣା କରିଛନ୍ତି। ସୋନପୁର ବାର ଏସୋସିଏସନ ନିର୍ବାଚନରେ 213 ଜଣ ଓକିଲ ଆଜି ନିଜ ନିଜ ମତାଦାନ ପ୍ରଦାନ କରିଛନ୍ତି। ପ୍ରତାପ କୁମାର ପୁରୋହିତ ୧୧୭ ଟି ଭୋଟ ପାଇ ସଭାପତି ଭାବେ ନିର୍ବାଚିତ ହୋଇଥିବାବେଳେ ପୂର୍ବରୁ ଅନେକ ଥର ସଭାପତି ଭାବେ ନିର୍ବାଚିତ ହୋଇଥିବା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ  ବିଧାନ ଚନ୍ଦ୍ର ପାଣଗ୍ରାହୀ ୯୩ ଟି ଭୋଟ ପାଇଛନ୍ତି। ୦୩ ଟି ଭୋଟ ନାକଚ ହୋଇଯାଇଛି । ୧୧୦ଟି ଭୋଟ ପାଇ ସମ୍ପାଦକ ଭାବେ ଗଦାଧର  ନେଗି ନିର୍ବାଚିତ ହୋଇଥିବା ବେଳେ  ସଂଘ ର ଉପ ସଭାପତି ଭାବେ ଦଶରଥ   ମିଶ୍ର  ୧୨୦ ଟି ଭୋଟ ପାଇ ନିର୍ବାଚିତ  ହୋଇଛନ୍ତି l   ପ୍ରୀୟଜିତ୍ ମିଶ୍ର ସହ ସମ୍ପାଦକ ଲାଇବ୍ରେରୀ ଭାବେ  ୧୪୬ ଟି ଭୋଟ ପାଇ ନିର୍ବାଚିତ ହୋଇଛନ୍ତି । ପୂର୍ବରୁ ସହ ସଂପାଦିକା ଭାବରେ ପ୍ରଣତି କୁମ୍ଭାର ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଥିଲେ ।  କାର୍ଯ୍ୟ ନିର୍ବାହୀ ସଦସ୍ୟ ଭାବରେ ଓଁକାର ପ୍ରଧାନ,ଦାସ ଦିପ୍ତ ମହାପାତ୍ର, ଶମ୍ଭୁ ପ୍ରସାଦ ବିଶି, ଓ ସନ୍ତୋଷ କୁମାର ନନ୍ଦ ମନୋନୀତ ହୋଇଛନ୍ତି। ।ସେହିପରି ସହ ନିର୍ବାଚନ ଅଧିକାରୀ ବୃନ୍ଦାବନ ମିଶ୍ର ,ଓ ଦୁଃଖୀ ରାମ ବାଘ ଆଜି ନିର୍ବାଚନ କାର୍ଯ୍ୟ ନିର୍ବାହ କରିଥିଲେ । ଛବିଳ ମହାକୁଡ ଓ ଦାମୋଦର ଦାସ ସହଯୋଗ କରିଥିଲେ । ଚଳିତ ବର୍ଷ ନିର୍ବାଚନରେ ଜଣେ ଯୁବ  ସଭାପତି ନିର୍ବାଚିତ ହୋଇଥିବାରୁ ଜିଲ୍ଲା ଓକିଲ ଙ୍କ ମହଲରେ ଆନନ୍ଦ ଖେଳି ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026

You Might Also Like