-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ବିଜେପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫଳ ପ୍ରକାଶିତ

30-Mar-2025




                         
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଇନଜୀବୀ ପୂର୍ଣ୍ଣ ଚନ୍ଦ୍ର ପାଇକ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ଅରବିନ୍ଦ ପଧାନ, ସମ୍ପାଦକ ଭାବେ ପ୍ରଶାନ୍ତ ପଧାନ, ସହ ସମ୍ପାଦକ ଭାବେ ସମୀର କୁମାର ସାହୁ ଏବଂ କୋଷାଧ୍ୟକ୍ଷ ପଦବୀରେ ସୁଶାନ୍ତ ସାହୁ ନିର୍ବାଚିତ ହୋଇଛନ୍ତି। ତତ୍ ସଙ୍ଗେ ସଙ୍ଗେ ବରିଷ୍ଠ ଆଇନଜୀବି ଲୋକନାଥ ମହାପାତ୍ର, ଲାଲବିହାରୀ ସାହୁ ଏବଂ ସୁଶାନ୍ତ ବାରିକ କାର୍ଯ୍ୟକାରିଣୀ କମିଟି ସଭ୍ୟ ଭାବେ ନିର୍ବାଚିତ ହୋଇଥିବା ଜଣାପଡ଼ିଛି। ନିର୍ବାଚିତ ପରେ ସଭାପତି ଶ୍ରୀଯୁକ୍ତ ପାଇକ ବିଜେପୁର ବାର ଏସୋସିଏସନ ର ମର୍ଯ୍ୟାଦା ବଢ଼ାଇବା ସହ ଓକିଲ ମାନଙ୍କ ନ୍ୟାର୍ଯ୍ୟ ଅଧିକାର ଓ ବାର ର ଉନ୍ନତି ଏବଂ ଅଞ୍ଚଳର ସମସ୍ୟାକୁ ଓକିଲ ସଂଘ ସଦା ସର୍ବଦା କାର୍ଯ୍ୟ କରିବ ବୋଲି ପ୍ରକାଶ କରିଛନ୍ତି । ଏହା ସହ ଲୋକ ମାନେ କିଭଳି ଭାବରେ  ଉପଯୁକ୍ତ ନ୍ୟାୟ ପାଇପାରିବେ ସେଥି ପ୍ରତି ଓକିଲ ସଂଘ ଯତ୍ନବାନ ରହିବ ବୋଲି  କହିଛନ୍ତି । ତେବେ ନବନିର୍ବାଚିତ ସଦସ୍ୟ ମାନଙ୍କୁ ସମସ୍ତ ଓକିଲ,ବୁଦ୍ଧିଜୀବୀ ଏବଂ ବିଭିନ୍ନ ମହଲରୁ ଅଭିନନ୍ଦନ ସହ ଶୁଭେଚ୍ଛା ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like