-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||     

HOME   ଜିଲ୍ଲା

ଭଜବଳପୁର ସରକାରୀ ଉପ୍ରା ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ

30-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )

 ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଭଜବଳପୁର  ସରକାରୀ ଉ. ପ୍ରା ବିଦ୍ୟାଳୟ ଶିକ୍ଷା ବର୍ଷ ୨୦୨୪-୨୫ ର ବାର୍ଷିକ ଉତ୍ସବ  ମହାସମାରୋହରେ ପାଳନ  ହୋଇଯାଇଛି |ପ୍ରଧାନ ଶିକ୍ଷୟିତ୍ରୀ କାଞ୍ଚନ ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା  ସଭାକାର୍ଯ୍ୟ ରେ ମୁଖ୍ୟ ଅତିଥି ଭାବରେ ସିଆରସିସି ରାଜେନ୍ଦ୍ର ଜଗଦଲା
 ଯୋଗଦେଇ ଶିଶୁମାନଙ୍କର ସର୍ବାଙ୍ଗୀନ ବିକାଶ ର ମନ୍ତ୍ରପ୍ରଦାନ କରି  ସୁ ନାଗରିକ ହେବାପାଇଁ ପ୍ରେରଣା ଦେଇଥିଲେ ସେ ଏହି ଅବସରରେ ଅଭିଭାବକ ମାନଙ୍କର ସହଯୋଗିତା କୁ ମଧ୍ୟ ଭୂୟସୀ ପ୍ରଶଂସା କରିଥିଲେ |ଶିକ୍ଷକ ବ୍ୟୋମକେଶ ତ୍ରିପାଠୀ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ସଶିକ୍ଷକ ଜଗନ୍ନାଥ ପାଣିଗ୍ରାହୀ ଓ ଶିକ୍ଷୟିତ୍ରୀ ଟୁନି ଦାଶ  ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା  ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା ପରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଯାହାକି ଉପସ୍ଥିତ ସମସ୍ତ ଅଭିଭାବକ , ଅଭିଭାବିକା ଓ ଦର୍ଶକ  ମନଭରି ଉପଭୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026

You Might Also Like