-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ ଦିବସ ପାଳନ ପାଇଁ ନିମନ୍ତ୍ରଣ ପତ୍ର ବଣ୍ଟନ

30-Mar-2025



ବେଲପଡା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲାର ବେଲପଡା ବ୍ଲକ ଅଧିନସ୍ଥ ପଣ୍ଡରିଯୋର ଗ୍ରାମପଞ୍ଚାୟତ ଅନ୍ତର୍ଗତ ସରକାରୀ ୟୁ ପି ସ୍କୁଲ, ବିଛୁବାହଲି ତରଫରୁ ବିଦ୍ୟାଳୟ ଅଧିନସ୍ଥ ଗ୍ରାମ ଓ ପଡ଼ା ଗୁଡିକରେ ଶିକ୍ଷା ସଚେତନତା ପାଇଁ, ଆଗାମୀ ଶିକ୍ଷା ବର୍ଷ ରେ ବିଦ୍ୟାରମ୍ଭ କରିବାକୁ ମନୋନୀତ ଶିକ୍ଷାର୍ଥୀ ମାନଙ୍କ ଅଭିଭାବକ ମାନଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଭେଟି ଆଗାମୀ ଏପ୍ରିଲ ୨ରେ ବିଦ୍ୟାଳୟରେ ହେବାକୁ ସ୍ଥିରୀକୃତ "ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ ଦିବସ "ପାଳନ ନିମନ୍ତେ ରାଜ୍ୟ ସରକାରଙ୍କର ନିମନ୍ତ୍ରଣପତ୍ର ବଣ୍ଟନ କରାଯାଇଛି I ସୂଚନା ଯୋଗ୍ୟ ଯେ ନୂତନ ଶିକ୍ଷା ନୀତି ପ୍ରଣୟନ କରାଯିବା ପରେ

ସମଗ୍ର ରାଜ୍ୟରେ ୫ବର୍ଷ ପୂରଣ କରିଥିବା ପିଲାଙ୍କୁ ଶିଶୁ ବାଟିକା ଏବଂ ୬ବର୍ଷ ପୂରଣ କରିଥିବା ପିଲାଙ୍କୁ ପ୍ରଥମ ଶ୍ରେଣୀ ରେ ପ୍ରବେଶ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ଆୟୋଜନ କରାଯାଇଛି I ଅଞ୍ଚଳରେ ଯୋଗ୍ୟ ବିବେଚିତ ଶିଶୁ ବାଟିକା ଏବଂ ପ୍ରଥମ ଶ୍ରେଣୀ ରେ ନାମ ଲେଖା ପାଇଁ ଯଥାକ୍ରମେ ୪୧ଏବଂ ୧୭ ଜଣ ଶିକ୍ଷାର୍ଥୀ ଏବଂ ଅଭିଭାବକଙ୍କୁ ବିଦ୍ୟାଳୟ ତରଫରୁ ନିମନ୍ତ୍ରଣପତ୍ର ବଣ୍ଟନ କରାଯାଇଛି I ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ଜ୍ୟୋତିର୍ମୟ ନାଗ, ପାହାନ୍ତ କୁମ୍ଭାର I ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ୱାର୍ଡ ମେମ୍ବର, ସ୍ଥାନୀୟ ଅଙ୍ଗନବାଡି କର୍ମୀ ଏବଂ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ବିଦ୍ୟାଳୟର ଏତାଦୃଶ୍ୟ କାର୍ଯ୍ୟର ବେଶ୍ ପ୍ରଶଂସା କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like