-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଅଭିମନ୍ୟୁ ସାମନ୍ତସିଂହାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା କାର୍ଯକ୍ରମ

30-Mar-2025



ବରୀ(ରଞ୍ଜିତ ମହାନ୍ତି):  ଅଭିମନ୍ୟୁ ସାମନ୍ତସିଂହାର ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ‘ସମାଜ ସେବା ଦ୍ଵାରା ବ୍ୟକ୍ତିତ୍ବର ବିକାଶ‘ ଶୀର୍ଷକ ଆଲୋଚନା ଚକ୍ର ବିଦ୍ୟାଳୟର ଅଧକ୍ଷ ତ. ଜିତେନ୍ଦ୍ର କୁମାର ଦାସଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଜାତୀୟ ସେବା ଯୋଜନା ସଂଯୋଜକ ଡ଼ ବିଶ୍ଵ ମୋହନ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ର, ଛାତ୍ରୀମାନେ କିଭଳି ନିଜର ପାଠପଢ଼ା ସହିତ ଜାତୀୟ ସେବା ଯୋଜନା ଦ୍ୱାରା ପରିଚାଳିତ ବିଭିନ୍ନ ଗଠନମୂଳକ କାର୍ଯ୍ୟରେ ଅଂଶଗ୍ରହଣ କରି ଭବିଷ୍ୟତରେ ରେ ଏକ ସଫଳ ମଣିଷ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସମ୍ମାନ୍ନିତ ଅତିଥ୍ ଭାବରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଅଜୟ ଚନ୍ଦ୍ର ସା ସାହୁ, ସମ ସମାଜସେବୀ ନିମାଇଁ ରାୟ, ଅଧ୍ୟାପକ ନିମାଇଁ ଚରଣ ଲେଙ୍କା, କୁଞ୍ଜବିହାରୀ ରାୟ ପ୍ରମୁଖ ଅଂଶଗ୍ରହଣ କରି ନିଜ ନିଜର ମତ ରଖୁଥିଲେ ଥିଲେ କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନାର ଅଧିକାରୀ ପ୍ରଦୀପ କୁମାର ମୁଦୁଲି ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶତାଧ‌ିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like