-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସଂସ୍କାର ଇଣ୍ଟରନ୍ୟାସନାଲ ସ୍କୁଲର ଚେୟାରମ୍ୟାନଙ୍କୁ " ସମାଜ ଗୌରବ ସମ୍ମାନ"

30-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଓଡ଼ିଶା ମାରୱାଡ଼ି ୟୁବା ମଞ୍ଚ ଦ୍ଵାରା ଅଖିଳଭାରତୀୟ ମାରୱାଡ଼ି ୟୁବା ମଞ୍ଚର ତ୍ରୟୋଦଶତମ ପ୍ରାନ୍ତୀୟ ଅଧିବେଶନର ଆୟୋଜନ କରାଯାଇ ଥିଲା । ଏହି ଅଧିବେଶନରେ ବରଗଡ଼ ନିବାସୀ ସଂସ୍କାର ଇଣ୍ଟରନ୍ୟାସନାଲ  ସ୍କୁଲର ଚେୟାରମ୍ୟାନ ତଥା ସମାଜ ସେବୀ ଶ୍ରୀଯୁକ୍ତ ସୁମନ ସାୱାଡ଼ିଆଙ୍କୁ ସମାଜ ସେବା ଏବଂ ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ଓ ଅବିସ୍ମରଣୀୟ ଯୋଗଦାନ ହେତୁ  " ସମାଜ ଗୌରବ ସମ୍ମାନ" ଦ୍ଵାରା ସମ୍ମାନିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅଖିଳଭାରତୀୟ ମାରୱାଡ଼ି ୟୁବା ମଞ୍ଚର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ସୁରେଶ ଜେନ, ସମ୍ମାନିତ ଅତିଥି ଶ୍ରୀ ଗୋବିନ୍ଦ ରାମ ଅଗ୍ରୱାଲ ,( ପ୍ରାନ୍ତୀୟ ଅଧ୍ୟକ୍ଷ, ଅଖିଳଭାରତୀୟ ମାରୱାଡ଼ି ୟୁବା ମଞ୍ଚ) ପ୍ରାନ୍ତୀୟ ଅଧ୍ୟକ୍ଷ ଶ୍ରୀ ପରାଗ ଅଗ୍ରୱାଲ , ପ୍ରାନ୍ତୀୟ ମହମନ୍ତ୍ରୀ ଶ୍ରୀ ପ୍ରତୀକ ଅଗ୍ରୱାଲଙ୍କ ସମେତ ପ୍ରାୟ ୭୦୦ ଜଣ ଉପସ୍ଥିତ ଥିଲେ । ଶ୍ରୀ ସୁମନ ସାୱାଡ଼ିଆ ବ୍ୟବସାୟ , ଶିକ୍ଷା ଓ ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନକାରୀ ଭାବରେ ପରିଚିତ ଅଟନ୍ତି । ସେ ବରଗଡ଼ରେ ସଂସ୍କାର ଇଣ୍ଟରନ୍ୟାସନାଲ  ସ୍କୁଲ(ବୋର୍ଡିଙ୍ଗ) ର ସ୍ଥାପନା କରି ଶିକ୍ଷା କ୍ଷେତ୍ରରେ ଏକ ନୂତନ ଦିଗ ସ୍ଥାପନ କରିବା ଉତ୍କୃଷ୍ଟ ଗୁଣବତ୍ତା ପୂର୍ଣ୍ଣ ଶିକ୍ଷା ପ୍ରଦାନ ସହ ବିଦ୍ୟାର୍ଥୀ ମାନଙ୍କୁ ନୈତିକ ମୂଲ୍ୟବୋଧ ଏବଂ ବାସ୍ତବିକ ଜୀବନମୂଲ୍ୟ ଆଧାରିତ ଶିକ୍ଷା ପ୍ରଦାନ କରିଛନ୍ତି । ସି. ବି. ଏସ. ଇ ସହ ସମ୍ବନ୍ଧିତ ଥିବା ଏହି ସ୍କୁଲ ପୂର୍ବ ଭାରତର ଛାତ୍ରଛାତ୍ରମାନଙ୍କୁ ଆକର୍ଷିତ କରିବା ସହ ଟାଇମସ୍ ବିଜନେସ ଗ୍ରୁପ ଦ୍ଵାରା ପଶ୍ଚିମ ଓଡ଼ିଶାର ସର୍ବଶ୍ରେଷ୍ଠ ବୋର୍ଡିଙ୍ଗ ସ୍କୁଲ ଭାବରେ ଗୌରବ ଅର୍ଜନ କରିସାରିଛି । ଏଥି ସହିତ ଶ୍ରୀଯୁକ୍ତ ସୁମନ ସାୱାଡ଼ିଆ ମାରୱାଡ଼ି ୟୁବା ମଞ୍ଚର ସଂସ୍ଥାପକ ସଦସ୍ୟ, ରୋଟାରୀ କ୍ଲବ ଅଫ ବରଗଡ଼ ସେଣ୍ଟ୍ରାଲ ର ସଂସ୍ଥାପକ ସଦସ୍ୟ ଏବଂ ପୂର୍ବତନ ଅଧ୍ୟକ୍ଷ ରହିସାରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like