-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବନଦୁର୍ଗା ମନ୍ଦିର ରେ ବାସନ୍ତିକ ଦୁର୍ଗୋତ୍ସବ

30-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା  ପଦ୍ମପୁର ବଡ଼ବନ୍ଧ ସ୍ଥିତ ବନଦୁର୍ଗା ମନ୍ଦିର ଠାରୁ କର୍ତ୍ତା ମନୋରଞ୍ଜନ ସାହୁ ତାଙ୍କ ଧର୍ମପତ୍ନୀ ଦିବ୍ୟାଭାରତି ସାହୁ ଙ୍କ ସମେତ ମୁଖ୍ୟ ପଣ୍ଡିତ ରଘୁନାଥ ତ୍ରିପାଠୀ ଙ୍କ ମନ୍ତ୍ର ଉଚ୍ଚାରଣ ସହିତ ଶଙ୍ଖୁଆ ରାଜିନ ମହାପାତ୍ର ଙ୍କ ଶଙ୍ଖ ନାଦରେ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଥିଲା ।ବାସନ୍ତିକ ଦୁର୍ଗୋତ୍ସବ ର ପ୍ରଥମ ଦିନରେ କଳସାଧିବାସ ସହ ମାଁ ଶୈଳପୁତ୍ରୀ ଙ୍କ ପୂଜା ଅନୁଷ୍ଠିତ ହୁଏ ।
ବାସନ୍ତିକ ଦୁର୍ଗାପୂଜା ହେଉଛି ପ୍ରଥମ ଦୁର୍ଗାପୂଜା,ରାଜା ସୁରଥ ଓ ସମାଧି ବୈଶ ଚୈତ୍ର ମାସରେ ପ୍ରଥମକରି ଦୁର୍ଗାପୂଜା ଆରମ୍ଭ କରିଥିବାର ମାର୍କଣ୍ଡେୟ ପୁରାଣ ରୁ ସୂଚନା ମିଳେ ।
ବାସନ୍ତିକ ଦୁର୍ଗାପୂଜା ରେ ନବରାତ୍ର ବିଧାନ ରହିଅଛି।ନ ଦିନରେ ମାଁ ଭଗବତୀ ନଅ ଗୋଟି ବେଶ ରେ ଭକ୍ତମାନଙ୍କୁ କୃପା ପ୍ରଦାନ କରି ଥାଆନ୍ତି ।

ପ୍ରଥମମ୍ ଶୈଳପୁତ୍ରୀ, ଦ୍ୱିତୀୟମ୍ ବ୍ରହ୍ମଚାରିଣୀ ,ତୃତୀୟମ୍ ଚନ୍ଦ୍ର ଘଣ୍ଟୋତି,ଚତୁର୍ଥମ୍ କୁଷ୍ମାଣ୍ଡତି, ପଞ୍ଚମମ୍ ସ୍କନ୍ଧମାତାତି , ଷଷ୍ଠମମ୍ କାତ୍ୟାୟାନୀତିତ, ସପ୍ତମମ୍ କାଳରାତ୍ରିତି,  ଅଷ୍ଟମମ୍ ମହାଗୋୖରୀତି, ନବମମ୍ ସିଦ୍ଧିଦାତ୍ରିତି ନବଦୁର୍ଗା ପ୍ରର୍କୀତତେୟ । ଏହି ଅବସରରେ ଚଣ୍ଡିପାଠକ ଗିରିଶ ଚନ୍ଦ୍ର ହୋତା,ଅଶୋକ ପଣ୍ଡା,ଦେବେନ୍ଦ୍ର ତ୍ରିପାଠୀ, ରାଜେଶ ନନ୍ଦ,ବନଦୁର୍ଗା ମନ୍ଦିର ପୂଜକ ପ୍ରଶାନ୍ତ କୁମାର ପଣ୍ଡା (ସୁରୁ), ଲକ୍ଷ୍ମୀ ମନ୍ଦିର ପୂଜକ ଉଦୟ ନନ୍ଦ, ଗୌରାଙ୍ଗ ବାରିକ ସମେତ ମନ୍ଦିର ସଭାପତି ଡ଼. ପ୍ରଭାତ ନାରାୟଣ ତ୍ରିପାଠୀ,  ସମ୍ପାଦକ ଗୋପାଳ ଚନ୍ଦ୍ର ଭୋଇ, କୋଷାଧକ୍ଷ୍ୟ ଅନିଲ କୁମାର ବେହେରା, ମନ୍ଦିର କର୍ମକର୍ତା ସୁଶାନ୍ତ ପଧାନ, ଗଜାନନ ଶର୍ମା,ପ୍ରତାପ ମିଶ୍ର, ଗଜାନନ ଅଗ୍ରୱାଲ, ଉମେଶ ଚନ୍ଦ୍ର ସାହୁ,ବିଷ୍ଣୁ ଥପା, ନାରାୟଣ ଭୋଇ, ବୁଧୁ ସାହୁ, ସରୋଜ ଯୋଶୀ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ସଫଳତା ପୂର୍ବକ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like