-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ କବି ସଙ୍ଗମ ବରଗଡ଼ ନଗର ଶାଖା ଆନୁକୁଲ୍ୟରେ ଭାରତୀୟ ନବ ବର୍ଷ ପାଳିତ

30-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ହିନ୍ଦୀ ବିଭାଗ ଠାରେ ରାଷ୍ଟ୍ରୀୟ କବି ସଙ୍ଗମ ବରଗଡ଼ ନଗର ଶାଖା ର ଅଧ୍ୟକ୍ଷ ଅଭିଜିତ ପ୍ରତିହାର୍ ଙ୍କ ଅଧ୍ୟକ୍ଷତା ରେ ଶନିବାର ଭାରତୀୟ ନବ ବର୍ଷ ମହା ସମାରୋହ ରେ ପାଳିତ ହୋଇ ଯାଇଛି । ବରଗଡ଼ ଶିଶୁ କଲ୍ୟାଣ ପରିଚାଳନା ସମିତି ର ସଦସ୍ୟା ରାଧା ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତୀୟ ଶିକ୍ଷା ସାହିତ୍ୟ ସଂସ୍କୃତି ଓ ପରମ୍ପରା ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା କରି ଭାରତୀୟ ସଂସ୍କୃତି ପ୍ରତି ରୁଚି ଜାଗରଣ ର ଆବଶ୍ୟକତା ରହିଛି ବୋଲି ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ଭାବେ ଉପଦେଷ୍ଟା ସର୍ଦ୍ଦାର ପ୍ରିତମ ସିଂ ,ମହାମନ୍ତ୍ରୀ ଖୁସବୁ ଶର୍ମା ପ୍ରମୁଖ ଯୋଗ ଦେଇ ଭାରତୀୟ ନବ ବର୍ଷ ପାଳନ ର ମହତ୍ତ୍ଵ ସମ୍ବନ୍ଧ ରେ ଆଲୋଚନା କରିଥିଲେ । ଗୋପବନ୍ଧୁ ପୁରୋହିତ ଙ୍କ ସଂଯୋଜନା ରେ ଅନୁଷ୍ଟିତ ପ୍ରଥମ ଅଧିବେଶନ ରେ ତରଣୀ ସେନ ଗୁରୁ ସ୍ଵାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ବରିଷ୍ଟ ସଦସ୍ୟ ସଦାଶିବ କର ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି ଅବସର ରେ  ଆଦ୍ୟାଶା ପାଣିଗ୍ରାହୀ ଓ ସୁପ୍ରିତି ଭୋଇ ଙ୍କ ସଂଯୋଜନା ରେ ଦ୍ବିତୀୟ ଅଧିବେଶନ ର କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିଲା 
ସୁପ୍ରଭା ସାମଲ,ପୁଷ୍ପାଞ୍ଜଳି ପଣ୍ଡା,ନୁରାବତୀ ସାହୁ,ରାଧାରାଣୀ ପଟ୍ଟନାୟକ,କବିତା ରଥ,ସୁଜାତା ପଣ୍ଡା,ଶ୍ରଦ୍ଧାଞ୍ଜଳୀ ତ୍ରିପାଠୀ,ଅନୀମା ଚକ୍ରବର୍ତ୍ତୀ,ଗୌରୀ ଶଙ୍କର ପଣ୍ଡା ଡ଼ ଡୋଳା ମଣି ସତପଥି,ପ୍ରଦୀପ ମିଶ୍ରଙ୍କ ସମେତ ଶିଶୁ ଲେଖିକା ଅନନ୍ୟା ଦାସ,ଅନାମିକା ଦାଶ ଅନ୍ୱେଷା ଦାଶ ,ବୈଷ୍ଣବୀ ପ୍ରଧାନ
ପ୍ରମୁଖ ଉପସ୍ଥିତ ରହି କବିତା ପାଠ କରିଥିଲେ ।କାର୍ଯ୍ୟକ୍ରମ ରେ ବରିଷ୍ଟ ନାଗରିକ ସଂଘ ସମ୍ପାଦକ ଗୋବିନ୍ଦ ଦାସ ଉପାଧ୍ୟକ୍ଷ ନିର୍ମଳ କର ,ବରଗଡ଼ ମହିଳା ସମିତି ପୂର୍ବତନ ଅଧ୍ୟକ୍ଷା ହର୍ଜିନ୍ଦର୍ କୌର ଓ ପୂର୍ବତନ ପ୍ରଧାନ ଶିକ୍ଷକ ଗୌରୀ ଶଙ୍କର ପଣ୍ଡା ପ୍ରମୁଖ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ପରିଶେଷରେ କବୟିତ୍ରୀ ସୁପ୍ରଭା ସାମଲ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like