-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଫାଇଲେରିଆ ମୂଳ ଉତ୍ପାଟନ ପାଇଁ ରାତିରେ ସଂଗ୍ରାମ ଜାରି

30-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଚିକିତ୍ସାଳୟର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା.ସୁଶାନ୍ତ ମେହେରଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ବିଜେପୁର ବ୍ଲକ ଅନ୍ତର୍ଗତ ଅର୍ଡା ଗ୍ରାମରେ ପ୍ରାକ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ,ରାତ୍ର ସମୟରେ ରକ୍ତ ନମୁନା ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଫାଇଲେରିଆ ନିରାକରଣ ନିମିତ୍ତ ବହୁବର୍ଷ ହେଲା ସମଗ୍ର ବରଗଡ଼ ଜିଲ୍ଲାରେ ସାମୁହିକ ରକ୍ତ ନମୁନା ସଂଗ୍ରହ ସାଙ୍ଗକୁ ଔଷଧ ସେବନ କାର୍ଯ୍ୟକ୍ରମ ଚାଲି ଆସୁଛି। ଚଳିତ ବର୍ଷ ମଧ୍ୟ ସାମୁହିକ ଔଷଧ ସେବନ ପୂର୍ବରୁ ରାତ୍ର ସମୟରେ ରକ୍ତ ନମୁନା ସଂଗ୍ରହ କରିବାର ରୋଡମେପ ପ୍ରସ୍ତୁତ କରାଯାଇଛି। ଏହି ଆଧାରରେ ବିଜେପୁର ବ୍ଲକରେ ସର୍ବମୋଟ ଚାରୋଟି ସ୍ଥାନ ଯଥାକ୍ରମେ ବିଜେପୁର,ଅର୍ଡା ବାଉଁଶପଲା ଏବଂ ପଡ଼ା ଠାରେ ପର୍ଯ୍ୟାୟ କ୍ରମେ ନାଇଟ ବ୍ଲଡ଼ ସର୍ଭେ କରିବାର ଯୋଜନା ରହିଛି ବୋଲି ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ ଆମ ବରଗଡ଼ ପ୍ରତିନିଧିଙ୍କୁ ଜଣାଇଛନ୍ତି।ଯୋଜନା ମୁତାବକ ତା୨୯.୦୩.୨୦୨୫ରିଖ ଅର୍ଡା ଗ୍ରାମରେ ସର୍ବମୋଟ ୩୦୦ ଜଣଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଅଛି। ପରବର୍ତ୍ତୀ ସମୟରେ ଅର୍ଥାତ୍ ତା୩୧.୦୩.୨୦୨୫ରିଖରେ ନିକଟସ୍ଥ ବାଉଁଶପଲା ଗ୍ରାମ ଠାରେ ତା୦୧.୦୪.୨୦୨୫ରିଖ ବିଜେପୁର ସହରରେ,ତା୦୨.୦୪.୨୦୨୫ରିଖ ପଡ଼ା ଗ୍ରାମରେ ଫାଇଲେରିଆ ରୋଗ ନିରାକରଣ ପାଇଁ  ରାତ୍ର ସମୟରେ ରକ୍ତ ନମୁନା ସଂଗ୍ରହ କରାଯିବ ବୋଲି ସି.ଏଚ.ସି ପକ୍ଷରୁ କୁହା ଯାଇଅଛି।ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବା ପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆହ୍ବାନ କରା ଯାଉଅଛି।ଅର୍ଡା ଗ୍ରାମରେ ଅନୁଷ୍ଠିତ ହୋଇଥିବା ରାତ୍ରୀ ରକ୍ତ ନମୁନା ସଂଗ୍ରହ ପରିପ୍ରେକ୍ଷୀରେ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ ଲୋକ ମାନଙ୍କୁ  ସମ୍ପର୍ଣ୍ଣ ସହଯୋଗ ତଥା ସମସ୍ତ ହିତାଧିକାରୀ ମାନଙ୍କ ରକ୍ତ ନମୁନା ସଂଗ୍ରହ କରିବାରେ ଉତ୍ସାହିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ପକ୍ଷରୁ ସୁପରଭାଇଜର ରଞ୍ଜିତ ବେହେରା,ଅମିତ କୁମାର ସାହୁ,କୁମର ସାହୁ,ଲେବରୋଟାରୀ ଟେକନିସିଆନ ପ୍ରଦୀପ ରାଉତ,ସିଏଚଓ ଉମାକାନ୍ତ ସାହୁ, ମହିଳା ସ୍ୱାସ୍ଥ୍ୟ କର୍ମୀ ସୁବଳୟା ସା, ଆଶାକର୍ମୀ ମିନାକ୍ଷୀ ନନ୍ଦ, ଅଙ୍ଗନବାଡ଼ି କର୍ମୀ ପାର୍ବତୀ କୁମ୍ଭାର,ହେଲପର ବିକାସିନୀ ଅମରୀ ଏବଂ ମୁକ୍ତା ପଟେଲ ଉପସ୍ଥିତ ରହି ସକ୍ରିୟ ଭାବେ ସହଯୋଗ କରିଥିଲେ।ଶେଷରେ ଡ଼ା.ମେହେର କାର୍ଯ୍ୟରତ ସମସ୍ତ କର୍ମୀ ତଥା ଗ୍ରାମବାସୀଙ୍କୁ  ସହଯୋଗ ପାଇଁ  ସାଧୁବାଦ୍ ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like