-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ଶିକ୍ଷା ବିଭାଗରେ ପାଠଚକ୍ର -ସହିଦ ଭଗତ ସିଂହ ଏକ ନାମ ନୁହନ୍ତି: ସେ ଏକ ବିପ୍ଳବ

30-Mar-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସହିଦ ଭଗତ ସିଂ କେବଳ ଗୋଟେ ନାମ ନୁହେଁ ସେ ହେଉଛନ୍ତି ଏକ ବିପ୍ଳବ।ସେ ନିଜର ଜନ୍ମଭୂମି ପାଇଁ ହସି ହସି  ଜୀବନ ଦେଇଥିଲେ।ତାଙ୍କର ବ୍ୟକ୍ତିତ୍ବ ଏବଂ ଆଦର୍ଶ ସାଂପ୍ରତିକ ଛାତ୍ରଛାତ୍ରୀ ପାଇଁ ପ୍ରେରଣାଦାୟୀ ।ବୀରମହାରାଜପୁର ମହାବିଦ୍ୟାଳୟ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ  ଶୀର୍ଷିକ ଆଲୋଚନାଚକ୍ରରେ ନିମନ୍ତ୍ରିତ ଅତିଥିଗଣ ମତବ୍ୟକ୍ତ କରିଛନ୍ତି। ଉକ୍ତ ଆଲୋଚନାଚକ୍ରରେ ଅଧ୍ୟକ୍ଷ ଡ.ହିମାଂଶୁ ଶେଖର ପାଢ଼ୀ ଅଧ୍ୟକ୍ଷତା କରିଥିବାବେଳେ ଇଂରାଜୀ  ବିଭାଗର ଅଧ୍ୟାପକ ବିଜୟ କୁମାର ପୁରୋହିତ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ଅଧାପକ ବିଜୟ କୁମାର ପଧାନ ସ୍ୱାଗତ ଅଭିଭାଷଣ ଦେଇଥିଲେ। ଅଧ୍ୟାପିକା ଡ. ବନ୍ଦିତା ବିଶ୍ୱାଳ, ହରପ୍ରିୟା ମହାପାତ୍ର, ଯାମିନୀ ଦାଶ , ସୁପ୍ରଭା ନନ୍ଦ ଅଧ୍ୟାପକ  ଡ.ଶିଶିର ବଣିଆ,ସ୍ମୃତିରଞ୍ଜନ ଭରାସାଗର , ପ୍ରଭାତ କୁମାର ପୁରୋହିତ  ପ୍ରମୁଖ ଆଲୋଚନା କରିଥିଲେ। ଏହି ଅବସରରେ ଯୁକ୍ତତିନି ଶେଷବର୍ଷ ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଛାତ୍ରୀ ସୁପ୍ରଭା ନାଏକ ଓ ଗୀତାଞ୍ଜଳୀ କନୱାର  ସଭା ପରିଚାଳନା କରିଥିଲେ । ଅଧ୍ୟାପକ ଡ.ଶିଶିର ବଣିଆ ଧନ୍ୟବାଦ ପ୍ରସ୍ତାବ ଆଗତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like