-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||     

HOME   ଜିଲ୍ଲା

ଟିକିରାପଡାକୁ ରାଜସ୍ବ ଗ୍ରାମର ମାନ୍ୟତା ପାଇଁ ଦାବିପତ୍ର

30-Mar-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ ସୁବଳୟା  ପଞ୍ଚାୟତ ଅନ୍ତର୍ଗତ ଟିକିରାପଡାକୁ ଏକ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ ପାଇଁ  ସ୍ଥାନୀୟ ବିଧାୟକ ଇଂ ରଘୁନାଥ ଜଗଦଲା ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପ୍ରକାଶ ଥାଉକି ସୁବଳୟା ରାଜସ୍ବ ଗ୍ରାମଠାରୁ ଟିକିରାପଡାଟି ପ୍ରାୟ ଦୁଇ କିଲୋମିଟର ଦୂରରେ ଅବସ୍ଥିତ ଓ ତିନୋଟି ଓ୍ବାର୍ଡ ବିଶିଷ୍ଟ ଏହି ପଡାରେ ପ୍ରାୟ ଛଅ ହଜାର ଲୋକ ବାସ କରନ୍ତି। ଏତେ ଜନସଂଖ୍ୟା ବିଶିଷ୍ଟ ଏହି ପଡାଟି ଆଜି ପର୍ଯ୍ୟନ୍ତ ଏକ ରାଜସ୍ବ ଗ୍ରାମର ମାନ୍ୟତା ପାଇ ନଥିବାରୁ ତଦନୁରୂପ ସରକାରୀ ସହାୟତା ଆଦିରୁ ସବୁବେଳେ ବଞ୍ଚିତ ଓ ଚିର ଅବହେଳିତ ହୋଇ ରହିଛି। ଦୀର୍ଘ ଦିନର ଦାବି ସତ୍ତ୍ବେ ଏହା ଆଜି ପର୍ଯ୍ୟନ୍ତ ଏକ ରାଜସ୍ବ ଗ୍ରାମର ମାନ୍ୟତା ପାଇ ପାରୁନାହିଁ। ଗତ ଶନିବାର ଦିନ ଗ୍ରାମବାସୀଙ୍କ ତରଫରୁ ଧ୍ରୁବ ମେହେର ଓ ମୁରଲି ମେହେରଙ୍କ ନେତୃତ୍ବରେ ଏକ ପ୍ରତିନିଧିଦଳ ଭୁବନେଶ୍ବର ଯାଇ ମାନ୍ୟବର ବିଧାୟକଙ୍କୁ ଏ ସଂପର୍କିତ ଏକ ଦାବିପତ୍ର ଦେଇଥିବା ବେଳେ ଆଜି ମାନ୍ୟବର ବିଧାୟକ ରାଜସ୍ବ ମନ୍ତ୍ରୀଙ୍କୁ ଭେଟି ଟିକିରାପଡାକୁ ଏକ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରିବାକୁ ଦାବି କରିଥିଲେ। ଆଗାମୀ ଦିନରେ ଟିକିରାପଡା ନିଶ୍ଚିତ ଏକ ରାଜସ୍ବ ଗ୍ରାମର ମାନ୍ୟତା ପାଇବ ବୋଲି ମନ୍ତ୍ରୀଙ୍କ ଠାରୁ ଦୃଢ ପ୍ରତିଶୃତି ମିଳିବା ପରେ ଟିକିରାପଡା ବାସୀ ବେଶ ଖୁସି ଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026

You Might Also Like