-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ରାଷ୍ଟ୍ରୀୟ ନବବର୍ଷ ପାଳନ

30-Mar-2025



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଜିଲ୍ଲା ସୋନପୁରରେ ରାଷ୍ଟ୍ରୀୟ ନବବର୍ଷ ପାଳନ ସମାରୋହ ସମିତି ସୁବର୍ଣ୍ଣପୁରର ଜିଲ୍ଲା ସଂଯୋଜକ ଦୀପକ ମହାପାତ୍ରଙ୍କ ପ୍ରୟାସରେ ସୋନପୁର ରାୟାଲ ପଡ଼ିଆ ନିକଟ ବାଲାଜୀ ମନ୍ଦିର ପରିସରରେ ମହାସମାରୋହରେ ପାଳନ ହୋଇଛି। ଏହି ବିଶେଷ କାର୍ଯ୍ୟକ୍ରମରେ ସଂଘର ଅତିଥି ଭାବରେ ଡଃ ଅରୁଣ କୁମାର ରଥ ତଥା ଅବସରପ୍ରାପ୍ତ ଇଞ୍ଜିନିୟର ମୁରଲୀ ବେହେରା ସମ୍ବଲପୁର ମହାନଗର କୁଟୁମ୍ବପ୍ରୋବଧନ ପ୍ରମୁଖ ମୁଖ୍ୟ ବକ୍ତା ସହିତ ଆର ଏସ ଏସ ର ଜିଲ୍ଲା ସଂଘଚାଲକ ଦିଲ୍ଲୀପ କୁମାର ତ୍ରିପାଠୀ, ସହଜିଲ୍ଲା ସଂଘଚାଲକ୍ ଯାୟଦ୍ରଥ ଜଗଦଲ୍ଳା, ନଗର ସଂଘଚାଳକ ଶିବ ପ୍ରସାଦ ପତ୍ର ଅନ୍ୟତମ ଅତିଥି ଭାବରେ ଉପସ୍ଥିତ ରହି ଅତି ସୁନ୍ଦର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଥମେ ସଂଘର ପ୍ରତିଷ୍ଠାତାଙ୍କ ଡାକ୍ତର ସ୍ବର୍ଗତ କେଶବ ବଳିରାମ ହେଡଗାୱାରଙ୍କ ଜନ୍ମ ଦିନରେ ଆଦ୍ୟ ସରସଂଘ ଚାଳକ ପ୍ରଣାମ ଦିଆ ଯାଇଥିଲା ତାପରେ ଦୀପ ପ୍ରଜ୍ଵଳନ ହେଲାପରେ, ସଞ୍ଜୟ ମହାପାତ୍ର ଅତିଥି ପରିଚୟ କରିଥିଲେ, ଅଚ୍ୟୁତାନନ୍ଦ ମହାନ୍ତି ସାମୁହିକ ଗୀତ ଗାଇଥିଲେ, ଜଳଦେବ ବରିହା ବ୍ୟକ୍ତିଗତ ଗୀତ ଗାଇଥିଲେ। ବୌଦ୍ଧିକ କାର୍ଯ୍ୟକ୍ରମ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ, ମେଜିକ ସୋ, ବିଶେଷ ଭାବରେ ଦିବ୍ୟଙ୍ଗ ଭଉଣୀ ମାନଙ୍କ ଗୀତ ଅତି ହୃଦୟ ସ୍ଵପ୍ସି ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଳ୍ଲା ସହ ମାରୁୱାଡ଼ି ଯୁବା ମଞ୍ଚର କାର୍ଯ୍ୟକର୍ତ୍ତା, ଗୋପଳିଜି ଯୋଗଳୟ, ପତାଞ୍ଜଳି ଯୋଗାଳୟ ର କାର୍ଯ୍ୟକର୍ତ୍ତା ସମେତ ଯୋଗ ଦେଇଥିଲେ ଏହା ସହ ସଂଘର ଜିଲ୍ଲା ପ୍ରଚାର ପ୍ରମୁଖ ରଶ୍ମୀ ରଞ୍ଜନ ଦାସ, ଜିଲ୍ଲା ବୌଦ୍ଧିକ ପ୍ରମୁଖ ନାରାୟଣ ସାହୁ, ଜିଲ୍ଲା ସମ୍ପର୍କ ପ୍ରମୁଖ ରାଜେନ୍ଦ୍ର ନାୟକ, ନଗର ପ୍ରଚାର ପ୍ରମୁଖ ରାଜେଶ୍ ସିଂ ସହ ସଞ୍ଜୟ ମହାପାତ୍ର ସହ ବୀର ଶିବାଜୀ ପ୍ରଭାତ ଶାଖାର ମୁଖ୍ୟ ଶିକ୍ଷକ କେଦାର ଦାସ ସମେତ ଅନେକ ସ୍ୱୟଂ ସେବକ ସହୋଯୋଗ କରି ୪୦୦ରୁ ଅଧିକ ସଂଘ ଶୁଭେଛୁ ରହି କାର୍ଯ୍ୟକ୍ରମ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like