-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ରାଷ୍ଟ୍ରୀୟ ନବବର୍ଷ ପାଳନ ସହ ୩୧ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ ପାଳିତ।

30-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ରାଷ୍ଟ୍ରୀୟ ନବବର୍ଷ ପାଳନ ସହ ୩୧ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ ଭାରତୀୟ ଶିକ୍ଷା ସଂସ୍କୃତି ଓ ପରମ୍ପରାର ପ୍ରଚାର ଓ ପ୍ରସାରରେ ସତ୍ତ୍ୱେ ସଂଲଗ୍ନ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ସୋନପୁରର ପ୍ରାଙ୍ଗଣରେ ରାଷ୍ଟ୍ରୀୟ ନବବର୍ଷ ଚୈତ୍ର ଶୁକ୍ଳ ପ୍ରତିପଦାର ପାବନ ଅବସରରେ ୩୧ କୁଣ୍ଡୀୟ ବିଶ୍ୱଶାନ୍ତି ମହାଯଜ୍ଞ ସମାରୋହରେ ପାଳିତ ହୋଇଯାଇଛି । ସର୍ବପ୍ରଥମେ ଘଣ୍ଟ ,ଶଙ୍ଖ, ମୃଦଙ୍ଗଧୂନୀ ଓ ହୁଳହୁଳି ସହିତ ସୋନପୁର ସହରର ବାଲାଜୀ ମନ୍ଦିରରୁ କଳସ ଶୋଭାଯାତ୍ରା ଆରମ୍ଭ ହୋଇଥିଲା । ଏହି ଦିବ୍ୟ କାର୍ଯ୍ୟକ୍ରମ ପୁରୀ ରାମଜୀ ମଠର ମହନ୍ତ ପୂଜ୍ୟ ଶ୍ରୀ ଶ୍ରୀ ବଂଶୀଧର ମହାରାଜ ଜୀଙ୍କର ପାବନ ସାନ୍ନିଧ୍ୟ ଏବଂ ନବପ୍ରଭାବ ବୈଦିକ ଗୁରୁକୁଳର ଅଧ୍ୟକ୍ଷ ଆଚାର୍ଯ୍ୟ ବୃହସ୍ପତିଙ୍କ ବ୍ରହ୍ମତ୍ଵରେ ସମ୍ପନ୍ନ ହୋଇ ପାରିଲା । ଗୁରୁକୂଳର ବ୍ରହ୍ମଚାରୀ ମାନେ ବିଶୁଦ୍ଧ ମନ୍ତ୍ର ଉଚ୍ଚାରଣ କରିଥିଲେ । ଗୁରୁଜୀ/ଗୁରୁମା ଏବଂ ଅଭିଭାବକ ମାନଙ୍କ ସହଯୋଗରେ ସତାଧିକ ଯଜ୍ଞପ୍ରେମୀ ଶ୍ରଦ୍ଧାଳୁ ଭକ୍ତବୃନ୍ଦ ଆହୁତି ପ୍ରଦାନ ପୂର୍ବକ ନବବର୍ଷ ପାଳନ ଓ ବିଶ୍ୱଶାନ୍ତିର କାମନା କରିଥିଲେ । ଅନେକ ସାଧୁସନ୍ଥ ବିଦ୍ଵାନ ମନିଷି ସହରର ଗଣମାନ୍ୟ ସଜ୍ଜନ ମଣ୍ଡଳୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମହାଯଜ୍ଞର ପୂର୍ଣ୍ଣାହୁତି ପରେ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ବିଦ୍ୟାଳୟର ଉପ-ସଭାପତି ଡଃ ଗୀତାଞ୍ଜଳି ମିଶ୍ର ,ସଂପାଦକ ଡଃ କୈଳାସ ଚାନ୍ଦ , ସହ-ସଂପାଦକ ଶ୍ରୀ ଘନଶ୍ୟାମ ମିଶ୍ର,କୋଷାଧ୍ୟକ୍ଷ ଶ୍ରୀ ବନମାଳୀ ପଣ୍ଡା, ଡଃ ଦେବେନ୍ଦ୍ର ପଧାନ, ଡଃ ସୌରଭ ରଂଜନ ଖମାରୀ, ଶ୍ରୀ ଶିବ ପାତ୍ର, ଶ୍ରୀ ରାଜେନ୍ଦ୍ର ନାଏକ, ଶ୍ରୀ ପ୍ରମୋଦ ମହାପାତ୍ର, ଶ୍ରୀ ପ୍ରଦୀପ ପୁରୋହିତ ଇତ୍ୟାଦି ମହାନୁଭବ ମଞ୍ଚାସିନ ଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାସ ଚନ୍ଦ୍ର ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଏବଂ ସାମୂହିକ ପ୍ରସାଦ ସେବନ ସହିତ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like