-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ହିନ୍ଦୁ ମହାସଂଘ ପ୍ରତିଷ୍ଠା ଦିବସ ଅବସରରେ ଗୋଶାଳା ଶୁଭାରମ୍ଭ

30-Mar-2025



(ମିହିର ଶଙ୍କର ପାତ୍ର,)
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ବିରିଶୋଲା ଶିବ ମନ୍ଦିର ରେ  ରାଷ୍ଟ୍ରୀୟ ନବବର୍ଷ ତଥା ହିନ୍ଦୁ ମହାସଂଘ ପ୍ରତିଷ୍ଠା ଦିବସ ପାଳନ କରା ଯାଇଛି।  ଏହି ଅବସରରେ ଅନାଦି ବାବା ଙ୍କ ତତ୍ବାବଧାନରେ, ଆଦି ମାତା ଗୋ ମନ୍ଦିର ର ଶୁଭାରମ୍ଭ ହୋଇଯାଇଛି। ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟନ୍ତ କୁମାର ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ସୌଭାଗ୍ୟ ବାବା, ଯଦୁମଣି ବାବା, ବିଶ୍ବହିନ୍ଦୁ ପରିଷଦ ନବରଙ୍ଗପୁର ଜିଲ୍ଲା କାର୍ଯ୍ୟକାରୀ ସଭାପତି ସୁନିଲ୍ ବେହେରା, ସଂଯୋଜକ ନରସିଂହ ତ୍ରିପାଠୀ, ଅବିଭକ୍ତ କୋରାପୁଟ ଜିଲ୍ଲା ସଭାପତି ଜଗନ୍ନାଥ ଶତପଥୀ ଯୋଗଦାନ କରିଥିଲେ। ରାଜ୍ୟ ସାଧାରଣ ସମ୍ପାଦକ ଉମାକାନ୍ତ ବିଷୟୀ, ଉପ ସଭାପତି ସୁରଥ ଜେନା, ପ୍ରବକ୍ତା ଶ୍ୟାମସୁନ୍ଦର କବିରାଜ, ଆଇନ୍ ପରାମର୍ଶଦାତା ମିହିର ଶଙ୍କର ପାତ୍ର, ନବରଙ୍ଗପୁର ଜିଲ୍ଲା ସଭାପତି ରାଜେନ୍ଦ୍ର ନେଗୀ, ପାପଡାହାଣ୍ଡି ବ୍ଲକ ସଭାପତି ଭବାନୀ ଶଙ୍କର ବିଷୟୀ , ଜିଲ୍ଲା ଯୁବ ହିନ୍ଦୁ ମହାସଂଘ ସଭାପତି ନିର୍ମଳ ବିଷୟୀ, ମିଡ଼ିଆ ସଂଯୋଜକ ମହେନ୍ଦ୍ର ପାତ୍ର, ସାମାଜିକ ଗଣମାଧ୍ୟମ ପ୍ରଭାରୀ ଗୋରା ହରିଜନ, ଜୟ ସେନ ନାଗେଶ, ବିପିନ୍ ଭୁକ୍ତା , ଜଳନ୍ଧର ସିଂ, ଜଗନ୍ନାଥ ମେହେର ପ୍ରମୁଖ ଉପସ୍ଥିତ ଥିଲେ।  ଗୋ ପୂଜନ ସହ ଗୋଶାଳା ସ୍ଥାପନ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like