-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରାୟଗଡା ଜିଲ୍ଲାରେ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ

30-Mar-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ପଡିଆ ଠାରେ ରବିବାର ଦିନ ଅନ୍ତୋଦୟ ଗୃହ ଯୋଜନା ନାମକ ନୂତନ ଯୋଜନାର ଶୁଭାରମ୍ଭ ହୋଇଛି।  ଏହା ସହିତ କଳାହାଣ୍ଡିରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ଏହି ଯୋଜନାର ସିଧାପ୍ରସାରଣ କରାଯାଇଥିଲା । ଜିଲ୍ଲାପାଳ ପାରୁଲ ପଟାୱରୀ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଶୁଭାରମ୍ଭ କରିଥିଲେ । କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଶଙ୍କର ଉଲ୍ଲାକା, ରାୟଗଡ଼ା ବିଧାୟକ ଶ୍ରୀଯୁକ୍ତ ଆପାଲାସ୍ଵାମୀ କାଡ୍ରାକା, ରାୟଗଡ ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଟୁନୀ ହୁଇକା, ସରପଞ୍ଚ,  ସମିତି ସଭ୍ଯ ସଭ୍ୟା, ଜିଲ୍ଲା ପରିଷଦ  ସଭ୍ଯ ସଭ୍ୟା ପ୍ରମୁଖ ଯୋଗ ଦେଇଥିଲେ ।

   ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ ଓ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ଶୁଭାରମ୍ଭ ପରେ ରାୟଗଡା ବ୍ଳକର ତିନିଜଣ ଦିବ୍ୟାଙ୍ଗ , ତିନିଜଣ ନିର୍ଭରଶୀଳ ନାବାଳକ ଥିବା ବିଧବା,ତିନି ଜଣ  ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ ଏବଂ ଜଣେ ଅନ୍ଯାନ୍ଯ ବର୍ଗର ଯୋଗ୍ଯ ବୃଦ୍ଧ ମହିଳା ଏପରି ଦଶ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।
      ଜିଲ୍ଲାପାଳ ନିଜ ବକ୍ତବ୍ଯରେ ୨୭୮୫ ଜଣଙ୍କୁ ନୂତନ ଗହ ନିର୍ମାଣ ନିମନ୍ତେ ବିଭିନ୍ନ ବ୍ଲକ ସଦରମହକୁମାରେ କାର୍ଯ୍ୟାଦେଶ  ବଣ୍ଟନ କରାଯିବା ବିଷୟ ପ୍ରକାଶ କରିଥିଲେ । ସେଥିମଧ୍ୟରୁ ବିଷମକଟକ ୩୨୦, ଚନ୍ଦ୍ରପୁର ରେ ୧୨୬, ଗୁଡାରି ୧୫୫, ଗୁଣୁପୁର ୩୨୬, କେ ସିଂହପୁରରେ ୧୮୫, କାଶିପୁର ୩୭୦, କୋଲନରା ୨୬୯, ମୁନିଗୁଡା ୨୨୫, ପଦ୍ମପୁର ୧୯୯, ରାମନାଗୁଡ଼ା ୧୯୦ ଓ ରାୟଗଡା ବ୍ଲକରେ ୪୨୦ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । 
       ସେଥିମଧ୍ୟରୁ ଦିବ୍ୟାଙ୍ଗ  ୧୧୫୨ ଜଣ, ନାବାଳକ ଥିବା

ବିଧବା ୮୫୮ ଜଣ, ୧୮ ଜଣ ଗୁରୁତ୍ବର ରୋଗରେ ପିଡିତ, ତିନିଜଣ ଯୋଦ୍ଧା ବା ଦେଶ ଭକ୍ତ,  ଜଙ୍ଗଲ ଅଧିକାର ଆଇନ ହିତାଧିକାରୀ ୨୯୩ ଏବଂ ପ୍ରକୃତ  ଯୋଗ୍ୟ ପରିବାର ୩୫୫ ଜଣ ଅନ୍ତର୍ଭୁକ୍ତ।  
  ମୁଖ୍ଯ  ଉନ୍ନୟନ ଅଧିକାରୀ, ଅକ୍ଷ୍ୟକ୍ଷ କୁମାର ଖେମୁଣ୍ଡୁ ଉଦ୍ଦେଶ୍ଯ ଜ୍ଞାପନ କରି ହିତାଧିକାରୀ ତିନି କିସ୍ତିରେ ମୋଟ ୧୨୦୦୦୦ ଟଙ୍କା ଘରପିଛା ମଞ୍ଜୁର କରାଯାଇଥିବା ଏବଂ ଚାରି ମାସ  ଅବା ଛଅ  ମାସ ମଧ୍ୟରେ କାର୍ଯ୍ୟ ସଂପୂର୍ଣ୍ଣ କଲେ ୨୦୦୦୦ ଅବା ୧୦୦୦୦ ଅତିରିକ୍ତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ବୋଲି କହିଥିଲେ । ରାୟଗଡ ବିଡିଓ ସୁଜିତ ମିଶ୍ର  ଧନ୍ୟବାଦ ଅର୍ପଣ କରିଥିଲେ ଓ ଶିକ୍ଷକ ନୀଳାଞ୍ଚଳ ମିଶ୍ର  କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ରାୟଗଡ ଜିଲ୍ଲା ପରଷଦ ଓ ପଞ୍ଚାୟତ ସମିତିର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like