-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଭର୍ଚୁଆଲ ମୋଡ ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

30-Mar-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ  ଶ୍ରୀନିବାସ କଲ୍ୟାଣ ମଣ୍ଡପ ଠାରେ ଭର୍ଚୁଆଲ ମୋଡ ମାଧ୍ୟମରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଳାହାଣ୍ଡି ଜିଲ୍ଲାରେ ଆସି ହିତାଧିକାରୀଙ୍କୁ ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କାର୍ଯ୍ୟକ୍ରମ କୁ ସିଧା ପ୍ରସାରଣ କରାଯାଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍ତୋଦୋୟ ଗୃହ ଯୋଜନା ରେ ଡାବୁଗାଁ ବ୍ଲକର ୧୨ ଟି ପଞ୍ଚାୟତ ରୁ ୬୬ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ବ୍ଲକ ର ୧୨ ଗୋଟି ପଞ୍ଚାୟତ ରୁ ପ୍ରାୟ ୧୦୦୦ ରୁ ଉର୍ଦ୍ଧ ମହିଳା ଏବଂ ସାଧାରଣ ଲୋକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଙ୍କ ଅଭିଭାଷଣ ଏବଂ କାର୍ଯ୍ୟକ୍ରମ କୁ ଆଭାସି ମାଧ୍ୟମରେ ଦେଖିଥିଲେ । ଓଡିଶା ସରକାରଙ୍କ ପକ୍ଷରୁ 3ବର୍ଷରେ ୭୫୫୦ କୋଟି ଏହି ଅନ୍ତୋଦୟ ଗୃହ ନିର୍ମାଣ କାର୍ଯ୍ୟ ପାଇଁ ବିନିଯୋଗ ହେବାକୁ ଥିବା ବେଳେ ଗରିବ ହିତାଧିକାରୀ ଏହି ଯୋଜନାରେ ସାମିଲ ହେବାକୁ ସରକାର ଘୋଷଣା କରିଛନ୍ତି । ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଜିଲା ପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ସମସ୍ତ ସରପଞ୍ଚ, ସମିତି ସଭ୍ୟା ସଭ୍ୟ, ସମସ୍ତ କନିଷ୍ଠ ଯନ୍ତ୍ରୀ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏସିଡିଓ, ଜିଆରସ, ସିଆରପି, ଏମବିକେ, ଅଙ୍ଗନୱାଡି କର୍ମୀ ଓ ଜନସାଧାରଣ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like