-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ରେ ଅନ୍ତୋର୍ଦୟ ଗୃହ ଯୋଜନା ର ଶୁଭାରମ୍ଭ

30-Mar-2025



ଲୋଇସିଂହା, (ବିନୋଦ ଦୀପ) ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଙ୍କ କରକମଳ ରେ ଅନ୍ତ ଦୋୟ ଗୃହ ଯୋଜନା ର ଶୁଭାରମ୍ଭ କଳାହାଣ୍ଡି ଜିଲ୍ଲାର ଭବାନୀ ପାଟଣା ର ରିଶିଦା ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ କୁ ଲୋକଙ୍କ ପାଖକୁ ପହଞ୍ଚାଇବା ପାଇଁ ଲୋଇସିଂହା ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମ ର ଭରଚୁଆଲ ମୋଡ଼ ରେ ସିଧାପ୍ରସାରଣ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିଲା l ଆଜିର ଏହି କାର୍ଯ୍ୟକ୍ରମକୁ ଭରଚୁଆଲ ମାଧ୍ୟମରେ ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସରକାର ଙ୍କ ଏହା ଏକ ସଫଳ ପ୍ରୟାସ ବୋଲି କୁହାଯିବ l ବ୍ଲକ୍ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ତତ୍ତ୍ଵାବଧାନରେ ହଜାର ହଜାର ସଂଖ୍ୟାରେ ସୁଭଦ୍ରା ମା ମାନେ ଉପସ୍ଥିତ ହୋଇଥିବା ଦେଖିବାକୁ ମିଳିଥିଲା l କାର୍ଯ୍ୟକ୍ରମ ତି ସରପଞ୍ଚ ନବ ନାଏକ ଙ୍କ ତତ୍ୱାବଧାନ ରେ ହୋଇଥିବା ବେଳେ ଜିପିଓ କିଶୋର ଚନ୍ଦ୍ର ମାନସିଂହ, ବିପିସି କ୍ରିଷ୍ଣାମୟୀ ଛତ୍ରିଆ ଙ୍କ ଉପସ୍ଥିତି ରେ ମିଶନ୍ ଶକ୍ତି ର ସମସ୍ତ କାର୍ଯ୍ୟକର୍ତ୍ତା ମଧ୍ୟ ଥିଲେ।

ପରିଚାଳନା କରିଥିଲେ ପିଇଓ ଭିକାରିଚରଣ କର୍ମୀ ଏହାସହ ବ୍ଲକ୍  ମାନ୍ୟବର ସ୍ବାସ୍ଥ୍ୟ ମନ୍ତ୍ରୀ ଙ୍କ ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ ଓ ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ ଏହାସହ ବ୍ଲକ୍ ର ସମସ୍ତ ବିଭାଗର ଅଧିକାରୀ ମଧ୍ୟ ସକ୍ରିୟ ଭାବରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। ସମସ୍ତ ପଞ୍ଚାୟତ ର ସରପଞ୍ଚ ସଭ୍ୟ, ସଭ୍ୟା ମଧ୍ୟ କାର୍ଯକ୍ରମ ରେ ଯୋଗ ଦେଇଥିଲେ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ମଧ୍ୟ ସହସ୍ରାଧିକ ସଂଖ୍ୟାରେ ମହିଳା ମାନେ ଉପସ୍ଥିତ ରହି କାର୍ଯକ୍ରମ ରେ ଯୋଗ ଦେଇ ଖୁସି ବ୍ୟକ୍ତ କରିଥିଲେ। ଓଡ଼ିଶା ସରକାର ଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପଞ୍ଚାୟତ ସମିତି ଲୋଇସିଂହା ବ୍ଲକ୍ ରେ ମଧ୍ୟ ଏହି କାର୍ଯକ୍ରମ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।  ପ୍ରଥମ ପର୍ଯ୍ୟାୟରେ ବ୍ଲକ୍ ର 187 ଜଣ ହିତାଧିକାରୀ ଙ୍କୁ ଚିହ୍ନଟ କରି ଆଜି ସେମାନଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ସମସ୍ତ ଜନ ପ୍ରତିନିଧି ମାନେ  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like