-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଟିକାବାଲିରେ ଅନ୍ତ୍ୟାେଦୟ ଗୃହ ଯୋଜନା ଶୁଭାରମ୍ଭ

31-Mar-2025



ଟିକାବାଲି (ରାଜକିଶୋର ପ୍ରଧାନ): ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗର, ଓଡ଼ିଶା ସରକାରଙ୍କ ଜରିଆରେ କନ୍ଧମାଳ ଜିଲ୍ଲା ଟିକାବାଲି ହାଇସ୍କୁଲ ଖେଳ ପଡିଆ ଠାରେ ବ୍ଲକ ସ୍ତରୀୟ  ଅନ୍ତ୍ୟାେଦୟ ଗୃହ ଯୋଜନା ମାନୀୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  କରକମଳରେ ସିଧା ସଳଖ ଏଲିଡି ସ୍କ୍ରୀନ ମାଧ୍ୟମରେ ଶୁଭାରମ୍ଭ ହେଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସମିତି ଅଧ୍ୟକ୍ଷ ଦିଲ୍ଲୀପ କୁମାର କହଁର, ସମ୍ମାନିତ ଅତିଥି ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାରାୟଣ ଦିକ୍ଷୀତ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ସୁନିଲ୍ କୁମାର ମଲ୍ଲିକ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରୁଦ୍ର ନାରାୟଣ ମାଝୀ, ସହକାରୀ କନିଷ୍ଠଯନ୍ତ୍ରୀ ଭଜରାମ ବେହେରା , ଗ୍ରାମୀଣ ଆବାସ ବିଭାଗ ବ୍ଲକ୍ ସଂଜଯୋକ  ଅର୍ଜୁନ ନାୟକ, ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ସାରଙ୍ଗଧର କହଁର,  ସାଂସଦ ପ୍ରତିନିଧି ଜିତେନ୍ଦ୍ର ଡାକୁଆ, ସମେତ ଟିକାବାଲି ବ୍ଲକ୍ ର ୧୧ ଗୋଟି ପଞ୍ଚାୟତରୁ ଆସିଥିବା  ସରପଞ୍ଚ, ସମିତି ସଭ୍ୟ ସଭ୍ୟା, ଉପସ୍ଥିତ ରହି  ଅନ୍ତ୍ୟାେଦୟ ଗୃହ ଯୋଜନା ଶୁଭାରମ୍ଭ ହୋଇଥିଲ। ସରକାରଙ୍କ ନିୟମା ବଳି ଅନୁଯାୟୀ ପ୍ରାକୃତିକ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟରେ ଅଥବା ହାତୀ ଉପଦ୍ରବରେ ସମ୍ପୁର୍ଣ୍ଣ ଭୀଷଣ ଭାବରେ ପ୍ରଭାବିତ ପରିବାର, ସରକାର ପ୍ରକଳ୍ପ ନିମନ୍ତେ ସ୍ଥାନାନ୍ତରିତ , ସ୍ଥାନାନ୍ତରିକୁ ତ, ଆବଶ୍ୟକ କରୁଥିବା ସଂରକ୍ଷଣ ଅଞ୍ଚଳରେ ବସବାସ କରୁଥିବା ପରିବାର  , ମୁଖ୍ୟ ଉପାର୍ଜନ କାରୀ ଅତି କମ୍ ରେ ୪୦% ଶାରୀରିକ ଭିନ୍ନକ୍ଷମ ଥିବା ପରିବାର , ନାବାଳକ ସନ୍ତାନ ଥିବା ବିଧବା ମହିଳା ପରିବାର , ମୁଖ୍ୟ ନିମ୍ନଲିଖିତ ଗୁରୁତ୍ୱର ରୋଗରେ ଆକ୍ରାନ୍ତ ଥିବା ପରିବାର, ତଥା  କ୍ୟାନ୍ସର, କୁଷ୍ଠ ରୋଗ , ଦୃଷ୍ଟି ହିନ , ମୁକ୍ତ ଗୋତି ଶ୍ରମିକ, ଶହୀଦ ପରିବାର, ଜାତୀୟ ପୁରସ୍କାର, ଜାତୀୟ ଏବଂ ଆନ୍ତର୍ଜାତିକ ସ୍ତରର କ୍ରୀଡ଼ାବିତ୍ , ଜଙ୍ଗଲ ଅଧିକାର ଆଇନ (FRA) ତୁରନ୍ତ ଗୃହ ଆବଶ୍ୟ କରୁଥିବା ପରିବାର ଲୋକଙ୍କୁ ଆଜି ୧୬୨ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରା ଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଏ ମ୍ବିକେ , ସି ଆର୍ ପି , ସ୍ଵୟଂସହାୟକ ଗୋଷ୍ଠୀଗୃପ୍ ମାଁ ଏବଂ ସମସ୍ତ ବ୍ଲକ୍ କର୍ମକର୍ତ୍ତା ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like