-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||     

HOME   ଜିଲ୍ଲା

ବୌଦ୍ଧ- ଜଗତି ହାଇସ୍କୁଲକୁୁ ବ୍ଲକ ମନିଟରିଂ ଟିମ୍‌ର ପରିଦର୍ଶନ

18-Jan-2021



ବୌଦ୍ଧ, (ମନୋରଂଜନ ମିଶ୍ର)- କୋଭିଡ କଟକଣା ଯୋଗୁଁ ଦୀର୍ଘ ମାସ ହେଲା ବନ୍ଦ ରହିଥିବା ଗୁଡିକ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗତ ୮ ତାରିଖରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ନେଇ ଖୋଲା ଯାଇଛି । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷଣ ଗତିବିଧି ତଥା କୋଭିଡ ନିୟମ ପାଳନର ତଦାରଖ ପାଇଁ ପ୍ରତି ବ୍ଲକରେ ମନିଟରିଂ ଟିମ୍ ଗଠନ କରା୍‌ାଇଛି । ବୌଦ୍ଧ ବ୍ଲକ ଦାୟିତ୍ୱରେ ଥିବା ବିଇଓ ଧୃବଚରଣ ଘିବେଲାଙ୍କ ନେତୃତ୍ୱରେ ସହବିଇଓ  କମଳାକାନ୍ତ ଦଳବେହେରା, ସିଆର୍‌ସିସି ରାଜକୁମାର ପ୍ରଧାନ ବୌଦ୍ଧ ବ୍ଲକର ଜଗତି ହାଇସ୍କୁଲ ପରିଦର୍ଶନ କରିଥିଲେ । ଟିମର ସଦସ୍ୟ ମାନେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ରୁଟିନ. ପାଠ୍ୟ ଖସଡା, ସ୍କିମ୍ ଓ ଲେସନ ଡାଏରୀ ସଂପର୍କରେ ଆଲୋଚନା କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026

You Might Also Like