-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ର ପ୍ରସ୍ତୁତି ବୈଠକ

31-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟ ସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ତରଫରୁ ସଂଘର ରାଜ୍ୟ ସଭାପତି  ବିଶ୍ୱରଞ୍ଜନ ଦାସଙ୍କର ନିର୍ଦ୍ଦେଶ କ୍ରମେ  ଚଳିତ ବର୍ଷର  +୨ ପରୀକ୍ଷା ଖାତାର ମୂଲ୍ୟାଙ୍କନ ବର୍ଜନ କରି ଅନିର୍ଦିଷ୍ଟ କାଳ ପାଇଁ ଗାନ୍ଧୀ ମାର୍ଗ ରେ ଧାରଣା ଦେବାପାଇଁ  ସୁବର୍ଣ୍ଣପୁର ଜିଲ୍ଲା ସଂଘର ସଭାପତି ଉଦ୍ଧବ ପଧାନଙ୍କ ନେତୃତରେ ସୁବର୍ଣ୍ଣପୁରର ରାମେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆଗାମୀ ତା ୨ତାରିଖ ରେ  ଭୁବନେଶ୍ଵରରେ ହେବାକୁ ଥିବା ମହାସମାବେଶରେ ୦୧-୦୬-୨୦୦୮ ରୁ ୦୧-୦୬-୨୦୧୮ ମସିହା ମଧ୍ୟରେ ପରିଚାଳନା କମିଟି ଦ୍ଵାରା ନିଯୁକ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ଅନୁଦାନ ପରିସରଭୁକ୍ତ କରିବା ନିମନ୍ତେ ସଂଘ ତରଫରୁ ଉକ୍ତ ସମାବେଶରେ ଅଧିକ ରୁ ଅଧିକ ସଂଖ୍ୟକ ଯୋଗଦାନ କରି ମହାସମାବେଶକୁ ସଫଳ କରିବା ପାଇଁ  ନିଷ୍ପତି ନିଆଯାଇଛି ।ଏଥି ପାଇଁ ଯାହା ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ ରାଜ୍ୟ ସରକାର ହିଁ ଦାୟୀ ରହିବେ ବୋଲି ସେ ପ୍ରକାଶ କରିଛନ୍ତି।ଏହି ବୈଠକ ରେ ବିନିକା ଖଣ୍ଡ ସଂଯୋଜକ ବିଶ୍ୱନାଥ ମିଶ୍ର, ବୀରମହାରାଜପୁର ଖଣ୍ଡ ସଂଯୋଜିକା ସନ୍ତୋଷିନୀ ନାୟକ, ଅଧ୍ୟାପକ ବlଳମକୁନ୍ଦ ବାରିକ,ନିଶାନ୍ତ କୁମାର ମହାନ୍ତି,ସଞ୍ଜୟ ପଧାନ, ମାଧବ ପଧାନ,ପୁସ୍ତମ ମେହେର, ଝଲକ କୁମାର ମିଶ୍ର, ରୋହିତ ଧରୁଆ,ଶରତ କୁମାର କହଁର, ଭୁବନେଶ୍ୱର ସାହୁ, ମାନସ ନାୟକ, ଅଧ୍ୟାପିକା ସନ୍ଧ୍ୟାରାଣୀ ଗୁରୁ ସମେତ ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଏବଂ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like