-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସାରସ୍ୱତ ସାଧକ ମାନଭଞ୍ଜନ ପ୍ରଧାନ ଜୟନ୍ତୀ

31-Mar-2025



ପଦ୍ମପୁର (ପ୍ରେରଣା ଖବର )
ପଦ୍ମପୁର ସହର ଉପକଣ୍ଠସ୍ଥ 
ଲୁ ନାଟକ ଆଶ୍ରମ, ମହୁଲପାଲି  ଠାରେ ଗତ ୩୦.୦୩.୨୫ ଦିନ ସାରସ୍ୱତ ସାଧକ ତଥା ସଂସ୍କୃତି ଉପାସକ ସ୍ୱର୍ଗତ ଡ. ମାନଭଞ୍ଜନ ଜୟନ୍ତୀ ପାଳିତ ହୋଇଯାଇଛି। ଏ ଉପଲକ୍ଷେ ବ୍ୟଂଗକବି ମନୋରଞ୍ଜନ ସାହୁଙ୍କ  ସଭାପତିତ୍ବରେ ଅନୁଷ୍ଠିତ ଏକ ଭବ୍ୟ ସମାବେଶରେ   ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ। ନାଟ୍ୟକାର କେଶରଞ୍ଜନ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ଏ ସଭାରେ ସହରର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ସ୍ୱର୍ଗତ ପ୍ରଧାନଙ୍କ ବ୍ୟକ୍ତିତ୍ୱର ବହୁବିଧ ଦିଗର ଆଲୋକପାତ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ଏ ଅବସରରେ ସ୍ୱର୍ଗତ ମାନଭଞ୍ଜନ ପ୍ରଧାନଙ୍କ ଲିଖିତ ଓ ଗୁରୁ ପ୍ରକାଶନୀ ଦ୍ଵାରା ପ୍ରକାଶିତ ପୁସ୍ତକ ବୋଡ଼ାସମ୍ବର ସାହିତ୍ୟାକାଶର ସପ୍ତର୍ଷିମଣ୍ଡଳ ଓ ଧ୍ରୁବତାରା ଉନ୍ମୋଚିତ ହୋଇଥିଲା। ଏ ପୁସ୍ତକର ସମୀକ୍ଷା କରି ଡ.  ଦ୍ବାରିକାନାଥ ନାୟକ ଏ ମହାର୍ଘ ରଚନା ବଳରେ ବୋଡାସମ୍ବର ଅଂଚଳର ଯଥାର୍ଥ ସାରସ୍ୱତ ଆକଳନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ଉତ୍ସବର ପରବର୍ତ୍ତୀ ପର୍ଯ୍ୟାୟରେ ଏ ବର୍ଷର ମାନଭଞ୍ଜନ ସ୍ମାରକୀ ବକ୍ତୃତା ପ୍ରଦାନ କରିଥିଲେ କବି ଡ଼.  ପ୍ରଦୀପ ପଣ୍ଡା। 'ଲୋକ ସଂସ୍କୃତି: ଆଦିମତମ  ଆଧୁନିକତା' ଶୀର୍ଷକ ଏ ବକ୍ତବ୍ୟ ଶ୍ରୋତୃମହଲରେ ପ୍ରବଳ ଆଲୋଡ଼ନ ସୃଷ୍ଟି କରିଥିଲା । ଏଇ ଅବସରରେ ସର୍ବଶ୍ରୀ-ଅରୁଣ ମହାନ୍ତି, ପତିତପାବନ ସାହୁ, ସୋମନାଥ ସାହୁ, ମନୋରଞ୍ଜନ ସିଂ ବରିହା, ଲଳିତ ପଣ୍ଡା, ଚନ୍ଦ୍ରଶେଖର ପୁରୋହିତ, ଜୟନାରାୟଣ ତ୍ରିପାଠୀ, ରାଜେନ୍ଦ୍ର ମହାନ୍ତି,ନିରୋଜ ଦୋରା, ମିନକେତନ ସାହୁ ମହେଶ୍ୱର ସାହୁ ପ୍ରମୁଖ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ପରିଶେଷରେ ଶ୍ରୀ ପ୍ରୀତି ରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like