-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଅନ୍ତୋର୍ଦୟ ଗୃହ ଯୋଜନା ର ଶୁଭାରମ୍ଭ

31-Mar-2025



ଆଗଲପୁର, (ବିନୋଦ ଦୀପ) ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଙ୍କ କର କମଳ ରେ ଅନ୍ତ ଦୋୟ ଗୃହ ଯୋଜନା ର ଶୁଭାରମ୍ଭ କଳାହାଣ୍ଡି ଜିଲ୍ଲାର ଭବାନୀ ପାଟଣା ର ରିଶିଦା ଠାରେ ହୋଇ ଯାଇଛି। ଏହି ଶୁଭାରମ୍ଭ କାର୍ଯକ୍ରମ କୁ ଲୋକଙ୍କ ପାଖକୁ ପହଞ୍ଚାଇବା ପାଇଁ ଆଗଲପୁର ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ଉକ୍ତ କାର୍ଯକ୍ରମ ର ଭିଡିଓ ବାର୍ତ୍ତା ର ସିଧା ପ୍ରସାରଣ ପାଇଁ ସମସ୍ତ ବ୍ୟବସ୍ଥା କରା ଯାଇଛି।। ଆଜିର ଏହି କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରତ୍ୟେକ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସରକାର ଙ୍କ ଏହା ଏକ ଦୃଢ଼ ତଥା ସଫଳ ପ୍ରୟାସ ବୋଲି କୁହା ଯିବ। ଆଜିର ବ୍ଲକ୍ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ତତ୍ତ୍ଵାବଧାନରେ ହଜାର ହଜାର ସଂଖ୍ୟାରେସୁଭଦ୍ରା ମା ମାନେ ଉପସ୍ଥିତ ହୋଇଥିବା ଦେଖିବାକୁ ମିଳିଥିଲା।

ମିଶନ୍ ଶକ୍ତି ର ସମସ୍ତ କାର୍ଯ କର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ। ତା ସହିତ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ଉପାଧାକ୍ୟା ଶ୍ରୀମତୀ ନିରୁପମା ପଧାନ୍, ଜିଲ୍ଲା ପରିଷଦ ଜୋନ ଦୁଇ ର ସଦସ୍ୟା ଶ୍ରୀମତୀ ବୀଣାପାଣି ଦାସ ଓ ମାନ୍ୟବର ସ୍ବାସ୍ଥ୍ୟ ମନ୍ତ୍ରୀ ଙ୍କ ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା ମଧ୍ୟ କରୁଆକ୍ରମ ରେ ଉପସ୍ଥିତ ଥିଲେ। ତା ସହିତ ବ୍ଲକ୍ ର ସମସ୍ତ ବିଭାଗର ଅଧିକାରୀ ମଧ୍ୟ ସକ୍ରିୟ ଭାବରେ ଉପସ୍ଥିତ ରହି ସମସ୍ତ କାର୍ଯକ୍ରମ ରେ ସହଯୋଗ କରିଥିଲେ। ସମସ୍ତ ପଞ୍ଚାୟତ ର ସରପଞ୍ଚ ସଭ୍ୟ, ସଭ୍ୟା ମଧ୍ୟ କାର୍ଯକ୍ରମ ରେ ଯୋଗ ଦେଇଥିଲେ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ମଧ୍ୟ ହଜାର ହଜାର ସଂଖ୍ୟାରେ ମହିଳା ମାନେ ଉପସ୍ଥିତ ରହି କାର୍ଯକ୍ରମ ରେ ଯୋଗ ଦେଇ ଖୁସି ବ୍ୟକ୍ତ କରିଥିଲେ। ଓଡ଼ିଶା ସରକାର ଙ୍କ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ପଞ୍ଚାୟତ ସମିତି ଆଗଲପୁର ବ୍ଲକ୍ ରେ ମଧ୍ୟ ଏହି କାର୍ଯକ୍ରମ କୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।  ପ୍ରଥମ ପର୍ଯ୍ୟାୟରେ ବ୍ଲକ୍ ର 300 ଜଣ ହିତାଧିକାରୀ ଙ୍କୁ ଚିହ୍ନଟ କରି ଆଜି ସେମାନଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରା ଯାଇଛି। ସମସ୍ତ ଅତିଥି ମାନେ  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like