-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଥାନା ଅଧୀନ ଉମରାହାଣ୍ଡି ଏବଂ କନ୍ୟାଶ୍ରମ ଗ୍ରାମରେ ଜୋରସୋରରେ ଚାଲିଛି କୁକୁଡା ଲଢେଇ ଓ ଦେଶୀମଦ ବେପାର

31-Mar-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଧୀନ କନ୍ୟାଆଶ୍ରମ ଏବଂ ଉମରାହାଣ୍ଡି ଗ୍ରାମରେ ଚାଲିଛି କୁକୁଡା ଲଢେଇ  ଓ ଦେଶୀମଦ ବେପାର। ଏହି କୁକୁଡ଼ା ଲଢେ଼ଇରେ ନବରଙ୍ଗପୁର ଜିଲ୍ଲାର ଭିନ୍ନ ଭିନ୍ନ  ଅଞ୍ଚଳରୁ ବହୁ ଲୋକ କୁକୁଡ଼ା ଲଢେ଼ଇ ଖେଳ ଖେଳିବାକୁ ଆସିଥାନ୍ତି।କୁକୁଡ଼ା ଲଢେ଼ଇ ମାଧ୍ୟମରେ ବଡ଼ ଧରଣର ଜୁଆଖେଳ ଚଲାଉଛନ୍ତି ମାଫିଆମାନେ। ଏହି ଖେଳ ଯଦିଓ ଛୋଟ ଦେଖାଯାଏ କିନ୍ତୁ ପ୍ରତୀ ଖେଳରେ ଲକ୍ଷାଧିକ ଟଙ୍କାର  ଜୁଆଖେଳ ହୁଅ। ଏହା ଗ୍ରାମ ର କିଛି ମୁଷ୍ଟିମେୟ ବ୍ୟକ୍ତି  ଦଲାଲ ଙ୍କ ସହ ମିଶି ଖେଳ କରାଇଥାନ୍ତି। ଏହି କୁକୁଡ଼ା ଲଢେ଼ଇ କନ୍ୟାଆଶ୍ରମ ଓ ଉମରାହାଣ୍ଡି ଗ୍ରାମରେ ପ୍ରାୟ ପ୍ରତିଦିନ ଅପରାହ୍ନ ୩ ଘଣ୍ଟ ଠାରୁ ସନ୍ଧ୍ୟା ପର୍ୟ୍ଯନ୍ତ ହୋଇଥାଏ  । ସବୁଠୁ ଆଶ୍ଚର୍ଯ୍ୟର କଥା ଡାବୁଗାଁରୁ ମାତ୍ର ୧ କିଲୋମିଟର ଦୂରରେ କନ୍ୟାଶ୍ରମ ଏବଂ ୨ କିଲୋମିଟର ଦୂରରେ  ଉମରହଣ୍ଡି ଗ୍ରାମ। କିନ୍ତୁ ପୋଲିସ ସୂଚନାପାଇ କୁକୁଡ଼ା ଲଢେ଼ଇ ଚାଲିଥିବା ସ୍ଥାନରେ ପହଞ୍ଚି ବା ସମୟରେ ସମସ୍ତେ ସେହି ସ୍ଥାନରୁ ପଳାଉଛନ୍ତି । ମାଫିଆ ମାନେ ଖସି ପଳାଇବାର କାରଣ ପୋଲିସ ଯିବାର ପୂର୍ବ ସୂଚନା ସେମାନଙ୍କୁ ମିଳିଯାଉଛି.. କିଏ ସେମାନ ଙ୍କୁ ପୂର୍ବ ସୂଚନା ଦେଉଛି ତାହା ସନ୍ଦେହ ଘେରରେ ରହିଯାଇଛି।। କୁକୁଡ଼ା ଲଢେଇ ଖେଳ ସହ ଜୁଆ ଓ ମଦ କାରବାର ଭଳି ନିନ୍ଦନୀୟ ପ୍ରଥାକୁ ପରୋକ୍ଷରେ ଅବକାରୀ ବିଭାଗ ଏବଂ ପ୍ରତ୍ୟେକ୍ଷ ଭାବରେ ଅସାମାଜିକ ଲୋକଙ୍କ 
ମାନଙ୍କପାଇଁ  ଥମିବା ବଦଳରେ ବଢିବାକୁ ଲାଗିଛି।

ଅଞ୍ଚଳରେ  କୁକୁଡ଼ା ଲଢେଇ , ଜୁଆ,ମଦ ଭଳି ନିନ୍ଦନୀୟ କାର୍ଯ୍ୟରେ ଲିପ୍ତ ରହି ଆଦିବାସୀ ଭାଇମାନେ ନିଜର ସଞ୍ଚିତ ଅର୍ଥ ବ୍ୟୟ କରି ଦେଉଛନ୍ତି ।ଫଳରେ ଆର୍ଥିକ ଏବଂ ସାମାଜିକ ଅବସ୍ଥା ବିଗଡିବାରେ ଲାଗିଛି ,ସାଧାରଣତ ଗାଁ ଗହଳିର ଛୋଟଛୋଟ ଛୁଆମାନେ ମଧ୍ୟ ଆକର୍ଷିତ ହୋଇ ଏଠାକୁ ଚାଲି ଆସନ୍ତି  ଏବଂ ଜୁଆରେ ହାରିବା ପରେ ଦେଶୀମଦ ପିଇ ନିଶାସକ୍ତ ଅବସ୍ଥା ରେ ଘରକୁ ଫେରୁଥିବା ଦେଖିବାକୁ ମିଳୁଛି । ଯାହା ଫଳରେ ଏହି ଅଞ୍ଚଳରେ  ବିକାସ ପାଇଁ ଯେଉଁ ସବୁ ଯୋଜନା କରୁଛନ୍ତି ସରକାର ତାହା ସଫଳ ରୂପାୟନ ହେଇପାରୁନି । ବହୁ ଅସାମାଜିକ କାର୍ଯ୍ୟ ବୃଦ୍ଧିପାଉଛି ଏବଂ ପାରିବାରିକ ହିଂସା ମଧ୍ୟ ବଢ଼ିବାର ରେ ଲାଗିଛି ।ଏଭଳି କାମକୁ ନୂତନ ଭାବରେ ଡାବୁଗାଁ ଥାନାକୁ ଆସିଥିବା ଥାନା ଅଧିକାରୀ ଏବଂ ଜିଲ୍ଲା ପ୍ରଶାସନ ବିଶେଷ ଦୁଷ୍ଟି ଦେଇ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସାଧାରଣରେ ଦାବି ହେଉଛି। ଖାଲି କୁକୁଡା ଲଢେଇ ନୁହଁ   ଅଞ୍ଚଳ ରେ ହେଉଥିବା ଜାନି ଯାତ୍ରା ଯେପରିକି ମଣ୍ଡେଇ,କଲସିଯାତ୍ରା ରେ ମଧ୍ୟ୍ୟ ଏହି ଜୁଆ ମାଫିଆ ମାନେ ନିଜର ପସରା ମେଲେଲ  ଥାନ୍ତି ବସନ୍ତୀଯାତ୍ରା ଦେଖିବାକୁ ଆସୁଥିବା ନିରୀହ ଜନସାଧାରଣ ଖୁଡ଼ଖୁଡି ଖେଳର ଶିକାର ହୁଅନ୍ତି ।  ନିରୀହ ଆଦିବାସୀ ମାନଙ୍କ  ବିକାଶରେ ବାଧକ ସାଜିଛି ଏହି କୁକୁଡ଼ା ଲଢେଇ ଓ ଦେଶୀ ମଦ ।ଏଥି ପ୍ରତି ନୂତନ ସରକାର ଧ୍ୟାନ ଦେବା ପାଇଁ ଜନ ସାଧାରଣ ରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like