-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଦ୍ବିତୀୟ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ

31-Mar-2025



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀ ଙ୍କ ସଭାପତିତ୍ବରେ ଦ୍ବିତୀୟ ଅଭିଭାବକ ଶିକ୍ଷକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ପ୍ରସାଦ‌ ଖମାରୀ, ମୁଖ୍ୟ ବକ୍ତା  ମଙ୍ଗଳ ସଂପ୍ରସାରଣ ଅଧିକାରୀ ବୋଡ଼େନ କ୍ଷଣପ୍ରଭା ପାଣିଗ୍ରାହୀ, ସମ୍ମାନୀତ ଅତିଥି ନାଏବ ସରପଞ୍ଚ ଯୁଗେଶ୍ବର ପାଣ୍ଡେ, ସିଆରସିସି ମଧୁସୂଦନ ମାଝୀ, ନିଖିଳ ଓଡିଶା ଶିକ୍ଷକ ସଂଘ ମହିଲା ସଭାନେତ୍ରୀ ଝରାମଣୀ ପାନ, ପୂର୍ବତନ ଆଦିବାସୀ ସଂଘ ସଭାପତି ପ୍ରସନ୍ନ ମାଝୀ ଉପସ୍ଥିତ ଥିଲେ । ସର୍ବପ୍ରଥମେ ଦେବପୂଜନ ପରେ  ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିଲା  । ଅନୁସୂଚୀତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କ ଶିକ୍ଷା, ସ୍ବାସ୍ଥ୍ୟ ତଥା ବିଦ୍ୟାଳୟର ବିକାଶ ପାଇଁ ଅଭିଭାବକଙ୍କ ଭୂମିକା ସଂପର୍କରେ ଶିକ୍ଷକ, ଅଭିଭାବକ ଓ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ମୁକ୍ତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ବକ୍ତା ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଯଥା-ଛାତ୍ରବୃତ୍ତି, ସହିଦ୍ ମୋଧୋରୋ ସିଂ ହାତ ଖର୍ଚ୍ଚା, ମୁଖ୍ୟମନ୍ତ୍ରୀ ଛାତ୍ର ପ୍ରୋତ୍ସାହାନ ଯୋଜନା, ପ୍ରାକ୍ ମେଟ୍ରିକ୍ ଛାତ୍ର ବୃତ୍ତି , ପରବର୍ତ୍ତୀ ମାଟ୍ରିକ ଛାତ୍ର ବୃତ୍ତି  ସଂପର୍କରେ ଅଭିଭାବକ ମାନଙ୍କୁ ସଚେତନ କରାଇଥିଲେ । ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଡିସମ୍ବର ମେହେର ପରିଚାଳନା କରୁଥିବା ବେଳେ ଶିକ୍ଷୟତ୍ରୀ ମୋନାଲିସା ପତୀ ଧନ୍ୟବାଦ ଅର୍ପଣ କରିବା ସହ ଶିକ୍ଷୟତ୍ରୀ ଜ୍ୟୋସ୍ନାମୟୀ ଜଗତ ସହଯୋଗ ପ୍ରଦାନ‌ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like