-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||     

HOME   ଜିଲ୍ଲା

ଦୁଲୁକିଲା କର୍ଲାଖମାର ପ୍ରାଥମିକ ବିଦ୍ୟାଳୟରେ" ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା"

31-Mar-2025



ସିନାପାଲି (ଚିନ୍ତାମଣି  ନେତାମ )
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସରକାରୀ  ପ୍ରାଥମିକ ବିଦ୍ୟାଳୟ କର୍ଲାଖମାର ୨୦୨୪/୨୫ର ଶିକ୍ଷାବର୍ଷ ପାଇଁ "ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା" ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବୈଦ୍ୟନାଥ  ବିଶି ସଭାପତିତ୍ୱ କରିଥିଲେ  ଏବଂ  
 ମୁଖ୍ୟ ଅତିଥି ଭାବରେ  ସି ଆର ସି ସି  ପତିଆଳପଡା କ୍ଲଷ୍ଟର ଶ୍ରୀଯୁକ୍ତ  ଦେବାନନ୍ଦ ବାଗ,  ମୁଖ୍ୟବକ୍ତା ଭାବରେ   ସି ଆର ସି ସି  ନୀଳଜି କ୍ଲଷ୍ଟର ଶ୍ରୀଯୁକ୍ତ  ରାକେଶ କୁମାର ମିଶ୍ର ,ସମ୍ମାନିତ ଅତିଥିଭାବରେ ସି ଆର ସି ସି  ଘାଟମାଲ  ଶ୍ରୀଯୁକ୍ତ ଶେଖର ବାଗ, ସିନାପାଲି ବ୍ଲକ ସାମ୍ବାଦିକ ପ୍ରତିନିଧି  ଶ୍ରୀଯୁକ୍ତ ଚିନ୍ତାମଣି ନେତାମ,ପୂର୍ବତନ  ନାଏବ ସରପଞ୍ଚ  ଶ୍ରୀଯୁକ୍ତ ଲଛମନ ବଞ୍ଜରା, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଜଗବନ୍ଧୁ ଭୋଇ ମଞ୍ଚାସିନ ଥିଲେ  l  ପ୍ରାରମ୍ଭରେ ସହ ଶିକ୍ଷୟିତ୍ରୀ ଶ୍ରୀମତୀ  ଝରଣା  ସାଗର  ଦୁରିଆ  ସମସ୍ତଙ୍କୁ  ସ୍ୱାଗତ କରିବାସହ  ପରିଚୟ ପ୍ରଦାନ କରିଥିଲେ  l  ଛାତ୍ରଛାତ୍ରୀ ଓ ସହକାରୀ ଶିକ୍ଷୟିତ୍ରୀଗଣ  ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପଢୌକନ  ଦେଇ  ସମ୍ମର୍ଦ୍ଧିତ  କରିଥିଲେ  l ପରେ ଅତିଥିଗଣଙ୍କ ଦ୍ୱାରା  ଦେବ ପୂଜନ କାର୍ଯ୍ୟକ୍ରମ କରାଯାଇଥିଲା  l ଏହାପରେ  ଛାତ୍ରଛାତ୍ରୀ  ମାନଙ୍କ ଦ୍ୱାରା  ସୁ ଲଳିତ କଣ୍ଠରେ  ସ୍ୱାଗତ ସଂଗୀତ ଗାନ  କରାଯାଇଥିଲା  l ଅତିଥିଗଣ  ଉଭୟ "ବାର୍ଷିକ ଉତ୍ସବ ଓ  ମୋ ସଂସ୍କୃତି  ମୋ ଖେଳଣା"ଉତ୍ସବ ଛାତ୍ରଛାତ୍ରୀଙ୍କୁ  ପାଠ୍ୟ  ସହପାଠ୍ୟ ତଥା ଅନ୍ତର୍ନିହିତ କଳା ସାହିତ୍ୟ ପରିପ୍ରକାଶ ସାଙ୍ଗକୁ ଛାତ୍ରଛାତ୍ରୀଙ୍କ  ସର୍ବାଙ୍ଗୀନ ବିକାଶର  ମୂଲ୍ୟାଙ୍କନରେ ସହାୟକ ହେବା ସହିତ ଛାତ୍ରଛାତ୍ରୀଙ୍କ  ଭିତରେ ପ୍ରତିଯୋଗିତା  ମନୋଭାବ  ବୃଦ୍ଧି କରିବ ବୋଲି   ମତ ପ୍ରକାଶ  କରିଥିଲେ  l ଉତ୍ସବରେ ବିଦ୍ୟାଳୟର  ଅଭିଭାବକ /ଅଭିଭାବିକା  ଉପସ୍ଥିତ ରହି  ଉକ୍ତ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ  l
 ସହ ଶିକ୍ଷୟିତ୍ରୀ ଶ୍ରୀମତୀ ଝରଣା ସାଗର  ଦୁରିଆ   ବାର୍ଷିକ ବିବରଣୀ ପଠନ ଓ  ମଞ୍ଚ ପରିଚାଳନା କରିଥିଲେ, l  
ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ ନୃତ୍ୟ ପରିବେଷଣ କରି  ମଞ୍ଚକୁ  ଦୁଲୁକେଇ ଦେଇଥିଲେ  l ପରେ ପୁରସ୍କାର ବିତରଣ ଉତ୍ସବରେ କୃତି ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l   ସ୍କୁଲ ପରିଚାଳନା କମିଟିର ପ୍ରମୁଖ ସଦସ୍ୟ ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଳନାର ସହ ଶିକ୍ଷୟିତ୍ରୀ  ଶ୍ରୀମତୀ ବେଳମତୀ ଧରୁଆ ସହଯୋଗ କରିଥିଲେ l ଶେଷରେ  ଶିକ୍ଷକ  ଲୋକେଶ୍ୱର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026

You Might Also Like