-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଦେବାଙ୍ଗ ସଂପ୍ରଦାୟ ପକ୍ଷରୁ ତେଲଗୁ ନବ ବର୍ଷ"ଉଗାଦି"ପାଳିତ

31-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଭାରତୀୟ ସଂସ୍କୃତି ଓ ସଭ୍ୟତା ତଥା ଜାତୀୟତାକୁ ରୁଦ୍ଧିମନ୍ତ କରି ରଖିଥିବା  ତେଲଗୁ ସମ୍ପ୍ରଦାୟ ପକ୍ଷରୁ ତେଲଗୁ ନବବର୍ଷ ଉଗାଦି ସୁବର୍ଣ୍ଣପୁର ଜିଲ୍ଲାରେ ମହା ସମାରୋହରେ ପାଳିତ ହୋଇଯାଇଛି । ସ୍ଥାନୀୟ ଢେରାପଡା ଠାରେ ରହିଥିବା ତେଲୁଗୁ ଦେବାଙ୍ଗ (ଢେରା) ସଂପ୍ରଦାୟ ର ଆବାଳବୃଦ୍ଧ ବନିତା ଙ୍କ  ଦ୍ୱାରା ଏହାକୁ ପାଳନ କରାଯାଇ ଦେଶ ତଥା ମାନବ ଜାତିର ମଙ୍ଗଳ ପାଇଁ ସଂକଳ୍ପ ନିଆଯାଇଥିଲା । ଏହି ଅବସରରେ  ପୂର୍ବରୁ ବିଭିନ୍ନ ପର୍ଯ୍ୟାୟରେ ଡ଼୍ରଇଂ, ରଙ୍ଗୋଲି, ମ୍ୟୁଜିକ୍ ଚେୟାର ଓ ନୃତ୍ୟ ପ୍ରତିଯୋଗିତା ତଥା ବୌଦ୍ଧିକ ଆଲୋଚନାଚକ୍ର ସହ  ବିଚାର ବିମର୍ଷ କରାଯାଇଥିଲା । ଏହି ସମାବେଶରେ ବୁଢ଼ିମା ଯୁବକ ସଂଘ  ସଭାପତି ଦିଲ୍ଲୀପ ପାତ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା  ସଭାକାର୍ଯ୍ୟ ରେ ମୁଖ୍ୟ ଅତିଥି ଭାବରେ ସୋନପୁର ଉପଜିଲ୍ଲାପାଳ ଡ.ସୋମ୍ୟରୂପା ରଥ ଯୋଗଦେଇ ଆଜିକାର ଏହି ପବିତ୍ର ଦିନରେ ତେଲୁଗୁ ନବବର୍ଷ ଉଗାଦି ପାଳନ  ଏକ ସମୃଦ୍ଧ ସଂସ୍କୃତି ଓ ପରମ୍ପରା କୁ tସୂଚାଇଥାଏ ବୋଲି କହିଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଡ. ଆର୍ତ୍ତତ୍ରାଣ ବାବୁ ଓ ବରିଷ୍ଠ ଆଇନଜୀବି ପ୍ରଦୀପ ପୁରୋହିତ ଯୋଗଦେଇ ସୁବର୍ଣ୍ଣପୁର ର ଢ଼େରାପଡାରେ ଦେବାଙ୍ଗ ସମ୍ପ୍ରଦାୟ ପକ୍ଷରୁ ଉଗାଦୀ  ପର୍ବ ପାଳନ ପାଇଁ ଯେଉଁ  ଉତ୍ସାହ ର ସହ  ମହିଳା ଓ ପୁରୁଷ ଙ୍କ ସଂପୃକ୍ତି ରହିଛି ତାହା  ସମସ୍ତ ଙ୍କ ପାଇଁ ଅନୂକରଣୀୟ ବୋଲି ଉଲ୍ଲେଖ କରିଥିଲେ।  ପ୍ରଭୂ ଶ୍ରୀ ରାମ ଚନ୍ଦ୍ର ଙ୍କୁ ମର୍ଯ୍ୟାଦା ପୁରୁଷ ଭାବେ ଗଢି ତୋଲିବାରେ ଓ ଅଭିମନ୍ୟୁ ଙ୍କୁ ପ୍ରତିଷ୍ଠା ଲାଭ କରିବାରେ ଉଭୟ ଙ୍କ ମାତା ଙ୍କ ଉଲ୍ଲେଖନୀୟ ଭୂମିକା ର ଉଦାହରଣ ଦେଇ ପୁଅ ଝିଅ ଙ୍କ ଭବିଷ୍ୟତ ଓ ପ୍ରତିଭା ବିକାଶ ଲାଗି ପରିବାର ଓ ସମାଜ ରେ ପ୍ରତ୍ୟେକ ମାଆ ମାନଙ୍କ ଗରୁ ଦାୟିତ୍ବ ରହି ଆସିଛି ବୋଲି ମାଆ ମାନଙ୍କୁ ଶ୍ରୀ ପୁରୋହିତ କୋତି ପ୍ରଣାମ କରିଥିଲେ l  ଏ ଅବସରରେ ଅନୁଷ୍ଠିତ ହୋଇଥିବା  ନୃତ୍ୟ ପ୍ରତିଯୋଗିତା ଜୁନିଅର ରେ କେ . ଆରାଧ୍ୟା  ଅଂଶିକା, ବି.ସଞ୍ଜନା, ବି.ଦିକ୍ଷିତା ଯଥାକ୍ରମେ ପ୍ରଥମ ଦ୍ବିତୀୟ ତୃତୀୟ ହୋଇଥିବା ବେଳେ ସିନିଅର ବିଭାଗ ରେ କେ. ସାଇସରଣ୍ୟା,ଅନିମେଶ,ଅନିକେତ,ସ୍ଵେତା ତନୁଜା  ମ୍ୟୁଜିକ ଚେୟାର ବାଳକ ଟି.ସାଇ ରାଓ, ଆଦିତ୍ୟ ପାତ୍ର,ଏସ୍ ଆୟୁଷ୍ମାନ ବାଳିକା ବିଭାଗ ରେ ପୂଜା ପାତ୍ର,ସ୍ଵେତା ପାତ୍ର,ବି .ପୂର୍ବା ଓ  ଡ୍ରଇଂ ରେ ଅଦିତି ପାତ୍ର,ଆଦିତ୍ୟ ଓ ବିନାୟକ ସେହିପରି ରଙ୍ଗୋଲି ରେ ସ୍ଵାତି ପାତ୍ର, ବି.ଐଶ୍ଵର୍ୟା ପ୍ରିୟଦର୍ଶିନୀ,ବି.ସଞ୍ଜନା ଯଥାକ୍ରମେ ପ୍ରଥମ ଦ୍ବିତୀୟ ଓ ତୃତୀୟ ହୋଇ ଅତିଥି ଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ। ଏ ସମସ୍ତ କାର୍ଯ୍ୟକ୍ରମ କୁ  ଜନ୍ମେଜୟ ପାତ୍ର, ବି. ସତ୍ୟ ନାରାୟଣ ରାଓ,ଶ୍ୟାମ ସୁନ୍ଦର ପାତ୍ର ଓ ଅରକ୍ଷିତ ପାତ୍ର ପ୍ରମୁଖ ପରିଚାଳନା କରିଥିବା ବେଳେ ଆନନ୍ଦ ପାତ୍ର, ଅକ୍ଷୟ ପାତ୍ର ପ୍ରମୁଖ ବୁଢୀମା କ୍ଳବ୍ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026

You Might Also Like