-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ସାମ୍ୱାଦିକ ସମ୍ମିଳନୀ*

31-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଆସନ୍ତା ଏପ୍ରିଲ ୭  ତାରିଖ ରେ ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ହେବାକୁ ଥିବା ୧୫ ବର୍ଷ ରୁ କମ୍ ଚିଫ ମିନିଷ୍ଟର ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚାମ୍ପିଅନସିପ ୨୦୨୫ ପାଇଁ ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ  ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଟିତ  ହୋଇଛି l  ଜିଲ୍ଲା ସୋନପୁର , ଉଲୁଣ୍ଡା, ବୀର ମହାରାଜ ପୁର ବ୍ଲକ ୬ ଟି ଦଳ ସମେତ ସୋନପୁର ମୁନିସିପାଲିଟି ର  ୪ ଗୋଟି  ଦଳ ସମୁଦାୟ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ  ଏଥିରୁ ପ୍ରଥମ ପର୍ଯ୍ୟାୟ ରେ ୪୦ ଜଣ ଓ ଦ୍ୱିତୀୟ ପର୍ଯ୍ୟାୟ ରେ ସେଥିରୁ ୨୪ ଜଣ ଖେଳାଳୀ ଙ୍କୁ ରାଜ୍ୟ ସ୍ତରୀୟ ଫୁଟବଲ୍ ପାଇଁ ମନୋନୀତ କରାଯିବ ବୋଲି ଜିଲ୍ଲା କ୍ରିଡ଼ା ସଂଘ 
ସଂପାଦକ ପୀୟୂଷ ପଣ୍ଡା ସମ୍ମିଳନୀରେ ପ୍ରକାଶ କରିଛନ୍ତି l ଓଡ଼ିଶା ସରକାର ଙ୍କ ସ୍ପୋର୍ଟସ ହଷ୍ଟେଲ, ଓଡ଼ିଶା ଫୁଟବଲ୍ ଆସୋସିଏସନ୍, ଓ ଜିଲ୍ଲା କ୍ରୀଡ଼ା ସଂଘ ର ମିଳିତ ସହଯୋଗ ରେ ଅନୁଷ୍ଟିତ ହେବାକୁ ଥିବା ଏହି ଅଣ୍ଡର 15th ଫୁଟବଲ୍ ଚାମ୍ପିଅନସିପ  ୨୦୨୫ ରେ କ୍ରୀଡ଼ା ପ୍ରତିଭା ର ବିକାଶ ହେବ ବୋଲି କର୍ମକର୍ତା ମାନେ ପ୍ରକାଶ କରିଛନ୍ତି l ଓଡ଼ିଶା ଫୁଟବଲ୍ ଆସୋସିଏସନ୍ ର ଟେକ୍ନିକାଲ କମିଟି ହେଡ୍ ସୁନିଲ ମିତ୍ର ଗାନ୍ଧୀ ଷ୍ଟାଡିୟମ୍ ଓ ଏହାର ଭିତ୍ତି ଭୂମି ପରିଦର୍ଶନ କରି ଜିଲ୍ଲା କ୍ରିଡ଼ା ସଂଘ କର୍ମକର୍ତା ଙ୍କ ସହିତ ଏ ନେଇ ପୁଙ୍ଖାନୁପୁଙ୍ଖ  ଆଲୋଚନା କରିଥିବା ଜଣା ଯାଇଛି l ସ୍ପୋର୍ଟସ ହଷ୍ଟେଲ ଏକାଡେମି ଓଡ଼ିଶା ସରକାର ଏହାର ତଦାରଖ ଓ ସବୁ ଖର୍ଚ୍ଚ ବହନ କରିବ ବୋଲି କ୍ରିଡ଼ା ସଂଘ ଉପ ସଭାପତି ଶ୍ରୀ ଚିତ୍ତ ରଞ୍ଜନ ତରାସିଆ  ସୁଚନା ଦେଇଛନ୍ତି l ଜିଲ୍ଲା କ୍ରୀଡ଼ା ସଂଘ ର କାର୍ଯ୍ଯ କାରୀ ସଦସ୍ୟ କଇରୁ ସ୍ବାଇଁ,ପୁରୋଷୋତ୍ତମ ପାଣିଗ୍ରାହି, କୃଷ୍ଣ ଚନ୍ଦ୍ର ବାଘ, ଦିଲ୍ଲୀପ ଗୁରୁ, ଗୌରୀ ଶ୍ୟାମ ପଣ୍ଡା, ଭୁକୁଲୁ ବକ୍ସି, ଆଦିତ୍ୟ କିଶୋର ଦାନୀ , ସୁଦର୍ଶନ ପଣ୍ଡା, କାଉନଶିଲର ଗଙ୍ଗା ତରିଆ, ସୁକାନ୍ତ ସାହୁ ପ୍ରମୁଖ ଏହି ସମ୍ମିଳନୀରେ ଯୋଗ ଦେଇ ସୁବର୍ଣ୍ଣପୁରରେ ଫୁଟବଲ୍ ପ୍ରତିଭା ର ବିକାଶ ହେବା ସାଙ୍ଗେ ସାଙ୍ଗେ ଏ ଅୟୋଜନ ଦ୍ଵାରା ଫୁଟବଲ୍ ଖେଳ କୁ ଓ ଏହାର ଭିତ୍ତି ଭୂମି  କୁ ମଜଭୁତ କରି ପାରିବ ବୋଲି ମତ ପ୍ରକାଶ କରିଛନ୍ତି l ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଏଠାରେ ଭାଗ ନେଇ ଥିବା  ଫୁଟବଲ୍ ଦଳ ର ଖେଳାଳି ମାନେ ଗ୍ରାମାଞ୍ଚଳ ରେ ଖେଳ ଅଭ୍ୟାସ ଜାରି ରଖିବା  ପ୍ରୋତ୍ସାହିତ କରିବାକୁ ମଧ୍ୟ କର୍ମକର୍ତା ପରାମର୍ଶ କରିଥିଲେ l ବିକାଶ ପଣ୍ଡା ସଭା କୁ ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like