-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||     

HOME   ଜିଲ୍ଲା

ବଇରାସରରେ ଧାନ କିଣାକୁ ନେଇ ଚାଷୀ ଅସନ୍ତୋଷ

18-Jan-2021



ବଲାଙ୍ଗୀର, (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାରେ ଧାନ କ୍ରୟ ଚାଲିଛି । ଚାଷୀ ମାନେ ଟୋକନ୍ ପାଇଥିଲେ ମଧ୍ୟ ଟାର୍ଗେଟ ଯୋଗୁ ଶହ ଶହ ବସ୍ତା ଧାନ ଚାଷୀ ଘରେ ରହିଯାଉଛି । ଧାନ କ୍ରୟ ପ୍ରାୟ ଶେଷ ହେବାକୁ ବସିଲାଣି । ଏଣୁ ଚାଷୀ ଅଭାବୀ ଧାନ ବିକ୍ରି ର ସମ୍ମୁଖୀନ ହୋଇପାରନ୍ତି । ଟୋକନ୍ ପାଇଥିବା ଚାଷୀ ମାନେ ସମବାୟ ସମିତି କୁ ଆସି ଧାନ ଦେଉଛନ୍ତି ।ଗତ ତା.୬,୮, ଏବଂ ୯ ତାରିଖ ରେ ପ୍ରାୟ ୧୦ ଜଣ ଚାଷୀ ଙ୍କ ଠାରୁ ବୈରାସର୍ ସମବାୟ ସମିତି ଧାନ କ୍ରୟ କରିଥିଲେ ।କୌଣସି ଅସୁବିଧା କାରଣରୁ ତାଙ୍କ ଭେଣ୍ଡର କମ୍ପୁଟର ରୁ କଟିଯାଇଛି । ବୈରାସର ସେକ୍ରେଟାରୀ ଏ ଆର୍ ସି ଏସ, ଡି ଆର୍ ସି ଏସ ଙ୍କୁ ମୋବାଇଲ୍ ଯୋଗେ ଜଣାଇଥିଲେ ମଧ୍ୟ ଫୋନ ଉଠାଇ ନ ଥିଲେ ।ଚାଷୀ ମାନେ ସେକ୍ରେଟାରୀ ଙ୍କୁ ହଟହଟା କରୁଥିବା ସେକ୍ରେଟାରୀ କୃଷ୍ଣ ଚନ୍ଦ୍ର ଦଣ୍ଡସେନା କହିଛନ୍ତି ।ସେକ୍ରେଟାରୀ ଫୋନ କରିବାର କିଛି ସମୟ ପରେ ଏ ଆର୍ ସି ଏସ ସେକ୍ରେଟାରୀ ଙ୍କୁ ଫୋନ କରି ସମସ୍ୟା ସମାଧାନ କରିବା ପାଇଁ କହିଥିଲେ । ଅଧିକ ଧାନ କ୍ରୟ ର ଟାର୍ଗେଟ ପାଇଁ ଜିଲ୍ଲାପାଳଙ୍କୁ କହିଥିବା ପ୍ରକାଶ କରିଛନ୍ତି । ପ୍ରକାଶ ଥାଉ କି ଧାନ କ୍ରୟ ଟାର୍ଗେଟ ଆସି ନ ଥିବାରୁ ଟୋକନ୍ ପାଇଥିବା ଚାଷୀ ମାନଙ୍କ ଧାନ କ୍ରୟ ହୋଇ ଗୋଦାମ ଭିତରେ ତଥା ବାହାରେ ହଜାର ହଜାର ବସ୍ତା ଧାନ ପଡ଼ି ରହିଛି । ଜିଲ୍ଲାପାଳ ଏଥିପ୍ରତି ଦୃଷ୍ଟି ଦେଇ ଚାଷୀ ମାନଙ୍କ ସମସ୍ୟା ସମାଧାନ କରିବେ ବୋଲି ଚାଷୀ ମହଲରେ ଦାବି ହୁଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026

You Might Also Like