-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ଆୱାସି ମାଧ୍ୟମରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

31-Mar-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଆସନ୍ତା ୧ତାରିଖରୁ ଆସନ୍ତା ୧୪ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ l ସରକାରଙ୍କ ନିର୍ଦେଶ ଅନୁଯାୟୀ ୧ତାରିଖରୁ ୧୪ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ l ଆଜି ଅତରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ନୟାକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଆୱାସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା l ଏପ୍ରିଲ ପହିଲାରେ ଓଡିଶା ଦିବସକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆୟୋଜନ କରିବ l ଦୁଇତାରିଖରେ ଖଡ଼ିଛୁଆଁ ଦିବସ ଭାବରେ ସ୍କୁଲ ଓ ଗଣ ଶିକ୍ଷା ଓ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା କରାଯିବ, ତିନି ତରଖରେ ପରମ୍ପାରିଖ ପୋଷାକ ପରିଧାନ, ଚରିତାରିଖରେ ନାମ ଫଳକ ଅଭିଯାନ, ପାଞ୍ଚ ତାରିଖରେ ଗଣ ଦୌଡ଼, ଛଅ ତାରିକରେ ଦେବାଳୟ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ସାତ ତାରିଖରେ ସଂସ୍କୃତି ବିଭାଗ ତରଫରୁ ବର୍ଣ୍ଣ ବୋଧ ବଣ୍ଟନ କରାଯିବ l ଆଠ ତାରିଖରେ ସ୍ଵାସ୍ତ୍ୟ ବିଭାଗ ତରଫରୁ ରକ୍ତ ଦାନ କାର୍ଯ୍ୟକ୍ରମ ଆୟୋଜନ କରାଯିବ l ନଅ ତାରିଖ ଦିନ ଆସ ବହି କିଣିବା ଦିବସ ପାଳନ କରାଯିବ l ଦଶ ତାରିଖରେ ଦିନ ଲୋକକଳାକାର ଦିବସ ପାଳନ କରାଯିବ ଓ ବରିଷ୍ଠ କଳାକାର ମାନଙ୍କୁ ସମ୍ମlନିତ କରାଯିବ l ସେହିପରି ଏଗାର ତାରିଖରେ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ୟୁବ ଲେଖକ ଦିବସ ଭାବରେ ପାଳନ କରାଯିବ l ବାର୍ତାରିଖରେ ବରପୁତ୍ର ମାନଙ୍କ ବିଷୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ l ତେରେ ତାରିଖରେ ପାରମ୍ପରିକ ଖାଦ୍ୟ ଦିବସ ଭାବରେ ସହରାଞ୍ଚଳ ଓ ପାନୀୟଜଳ ବିଭାଗ ତରଫରୁ କରାଯିବ l ଚଉଦ ତାରିଖରେ ଅର୍ଥାତ ପଣା ସଂକ୍ରାନ୍ତ ଦିନ ଓଡ଼ିଆ ନବ ବର୍ଷ ଭାବରେ ପାଳନ କରାଯିବ  ବୋଲି ଅତିରକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ପ୍ରକାଶ କରିଛନ୍ତି ଓ ସେହି ଅନୁସାରେ ବିଭାଗୀୟ ଅଧିକାରୀ ମନେ ଆୟୋଜନ କରିବାକୁ ଅନୁରୋଧ କରିଥିଲେ l ଏହି ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷ କୁମାର ଖେମୁଣ୍ଡୁ, ଜିଲ୍ଲାସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ଥରୀୟ ଅଧିକାରୀ ମlନେ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like