-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବଡ଼ି ବିଲ୍ଡର୍ସ ବୈରଗୀଙ୍କ ଶ୍ରୀକ୍ଷେତ୍ର ପୁରୀ ଗସ୍ତ(ରାଜ୍ୟ ସ୍ତରୀୟ ରତିଯୋଗିତାରେ ଭାଗ ନେଲେ)

31-Mar-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବଲାଙ୍ଗିର ଠାରେ ସଦ୍ୟ ସମାପ୍ତ ପଶ୍ଚିମ ଓଡ଼ିଶା ସ୍ତରୀୟ ବଡି ବିଲ୍ଡର୍ସ ଅର୍ଥାତ ସୁନ୍ଦର ପ୍ରତିଯୋଗିତାରେ ଭାଗ ନେଇ ଦ୍ଵିତୀୟ ସ୍ଥାନ ଅଧିକାର କରି ବିନିକା ପାଇଁ ଗୌରବ ଆଣିଥିବା ଯୁବ ପ୍ରତିଭା ବୈରାଗୀ ପ୍ରଧାନ ଶ୍ରୀକ୍ଷେତ୍ର ପୁରୀ ଗସ୍ତ କରିଛନ୍ତି ।ସୂଚନା ଯୋଗ୍ୟ ଯେ ମାର୍ଚ୍ଚ ୩୧ ଓ ଏପ୍ରିଲ ୧ତାରିଖ ଦୁଇଦିନ ଧରି ଶ୍ରୀକ୍ଷେତ୍ର ପୁରୀ ଟାଉନହଲ ଠାରେ ତୃତୀୟ ବୀର କଳିଙ୍ଗ ପୁତ୍ର ରାଜ୍ୟ ସ୍ତରୀୟ ବଡି ବିଲ୍ଡର୍ସ ଚାମ୍ପିଅନସିପ ଅନୁଷ୍ଠିତ ହେବ ।ଏଥିପାଇଁ ବୈରାଗୀ ଗତ ଦୁଇଦିନ ହେଲା ନିଜର ବଡ଼ି ଫିଟନେସ ଅର୍ଥାତ ତାଲିମକୁ ଜୋରଦାର କରିଛନ୍ତି ।ସେ ପ୍ରାକଟିକସ କରୁଥିବା ସମୟରେ ସକାଳ ପ୍ରତିନିଧିଙ୍କ ସହିତ ଏକ ସାକ୍ଷାତ ରେ କହିଛନ୍ତି ଦଶନ୍ଧି ଦଶନ୍ଧି ଧରି ବଡି ବିଲ୍ଡର୍ସ ଚାମ୍ପିଅନସିପ ପ୍ରତିଯୋଗିତାରେ ଏହି ଅଞ୍ଚଳରୁ କେହି ଭାଗ ନେଉନାହାନ୍ତି ।ଯେହେତୁ ମୁଁ ଜଣେ ଜିମ ପ୍ରଶିକ୍ଷକ ଏବଂ ନୀତି ପ୍ରତିଦିନ ଯୁବକ ଯୁବତୀଙ୍କୁ ପ୍ରଶିକ୍ଷଣ ଦେଉଛି ।ନିଜ ଫିଟନେସ ମଧ୍ୟ ମଜଭୁତ ରହିବା କଥା ସେ ଭାବନା ନେଇ ଦୀର୍ଘ ୩ମାସ ଧରି ଶରୀରର ସ୍ବାସ୍ଥ୍ୟ କୁ ଜଗି ଶିକ୍ଷାଲାଭ କଲି ଏବଂ ବଲାଙ୍ଗିର ଠାରେ ଆୟୋଜିତ ପଶ୍ଚିମ ଓଡ଼ିଶା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଲି ।ହେଲେ ପୁରସ୍କାର ପାଇବା ନେଇ କଳ୍ପନା କରି ନଥିଲି କି ମନରେ ବି ଆଶା ନଥିଲା   ଲକ୍ଷ୍ୟ କିନ୍ତୁ ସଫଳ ହେଲା ଦ୍ଵିତୀୟ ପୁରସ୍କାର ମିଳିଲା ଘରକୁ ଫେରିବା ପରେ ବିନିକା ପାଇଁ ଗୌରବ ଆଣିଥିବାରୁ ସଚେତନ ନାଗରିକ ମହଲ ତରଫରୁ ସମ୍ବର୍ଦ୍ଧିତ ହେଲି । ଏହି ସଫଳତା ପରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗନେବା ପାଇଁ ସୁଯୋଗ ମିଳିଥିବାରୁ ଆଗାମୀ ଦିନରେ ମୋର ପ୍ରେରଣାରେ ଅଞ୍ଚଳର ବହୁ ଯୁବ ପ୍ରତିଭା ଉକ୍ତ ପ୍ରତିଯୋଗିତାରେ ଭାଗନେବେ ବୋଲି ଆଶା ପ୍ରକଟ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like