-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ନବପ୍ରଭାତ ବିଦ୍ୟାୟତନର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

31-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ ନବପ୍ରଭାତ ବିଦ୍ୟାୟତନ ନୂଆପାଲି ଠାରେ ବିଦ୍ୟୟତନର ସପ୍ତମ ବାର୍ଷିକ ଉତ୍ସବ ଅତ୍ୟନ୍ତ ଭବ୍ୟତାର ସହ ଅନୁଷ୍ଠିତ ହୋଇ ଯାଇଛି। ନବପ୍ରଭାତ ବିଦ୍ୟାୟତନ ୨୦୧୮ ମସିହାରେ ହିନ୍ଦୁ ନବବର୍ଷ ଦିନ ସ୍ଥାପିତ ହୋଇଥିଲା ତେଣୁ ସେହି ଉଦ୍ଦେଶ୍ୟରେ ପ୍ରତ୍ୟେକ ବର୍ଷ ଏହି ଦିନରେ ହିଁ ବାର୍ଷିକ ଉତ୍ସବ ପାଳନ କରାଯାଏ l ସନ୍ଧ୍ୟା ପାଞ୍ଚଟା ରୁ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବୈଦିକ ଯଜ୍ଞ ପୂର୍ବକ ବାର୍ଷିକ ଉତ୍ସବକୁ ଆରମ୍ଭ କରାଯାଇଥିଲା। ପରେ ଉତ୍ସବ ସ୍ଥଳକୁ ଅତିଥି ମାନଙ୍କୁ ଶଙ୍ଖ, ଘଣ୍ଟ ଓ ମନ୍ତ୍ର ଧ୍ୱନି ତଥା ପୁଷ୍ପାର୍ପଣ ସହିତ ସ୍ୱାଗତ କରି ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ଉକ୍ତ ସଭାରେ ମୁଖ୍ୟଅତିଥି ଭାବରେ ଟେକଚାନ୍ଦ ଦୁଆନ ଅବସର ପ୍ରାପ୍ତ ଅଧ୍ୟକ୍ଷ ସୋହେଲା ଡ଼ିଗ୍ରୀ ମହାବିଦ୍ୟାଳୟ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଅଜିତ ଶତପଥି ବରିଷ୍ଠ ଆଇନ ଜିବୀ,ସମ୍ମାନୀତ ଅତିଥି  ଶ୍ରୀଯୁକ୍ତ ତେଜରାଜ ସାହୁ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ,ନବପ୍ରଭାତ ଚାରିଟେବଲ ଟ୍ରଷ୍ଟ ର ଅଧ୍ୟକ୍ଷ ଆଚାର୍ଯ୍ୟ ଭଗବାନ ଦେବ, ନବପ୍ରଭାତ ବୈଦିକ ବିଦ୍ୟାପୀଠର ପ୍ରଧାନ ଆଚାର୍ଯ୍ୟ ବୃହସ୍ପତି ଶାସ୍ତ୍ରୀ,ଶ୍ରୀଯୁକ୍ତ ପ୍ରେମପ୍ରକାଶ ଶାସ୍ତ୍ରୀ, ଶ୍ରୀଯୁକ୍ତ ପୁରନ୍ଦର ଶାସ୍ତ୍ରୀ, ଭାରତୀ ନନ୍ଦନ ବନ୍ଧୁ ଏବଂ ମହୀପାଳ ସ୍ୱାଇଁ ଯୋଗ ଦେଇଥିଲେ l

ଏହି ଅବସରରେ ୨୦୨୪-୨୦୨୫ ଶିକ୍ଷା ବର୍ଷରେ ପ୍ରତ୍ୟକ ଶ୍ରେଣୀରେ ସର୍ବୋତ୍ତମ ସ୍ଥାନ ଅଧିକୃତ କରିଥିବା କୃତି ଛାତ୍ରଛାତ୍ରୀ ତଥା  ସର୍ବାଧିକ ଉପସ୍ଥାନ ଥିବା ଛାତ୍ରଛାତ୍ରୀ ଏବଂ ଶିକ୍ଷକ ମାନଙ୍କୁ  ପୁରସ୍କୃତ କରାଯାଇଥିଲା।ପୁରସ୍କାର ବିତରଣ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ଛାତ୍ରଛାତ୍ରୀ ମାନେ ତାଙ୍କର ଭବ୍ୟ କଳା ପ୍ରଦର୍ଶନ କରିଥିଲେ ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ନିରଞ୍ଜନ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ବିଦ୍ୟାଳୟର ଶିକ୍ଷୟିତ୍ରୀ କୁମାରୀ ସ୍ମୃତିଶିଖା ପ୍ରଧାନ ଏବଂ ଶ୍ରୀମତୀ ସୁଧାରାଣୀ ଦୋରା ମଞ୍ଚ ପରିଚାଳନା କରିଥିଲେ । ଶ୍ରୀ ଦୀପକ କୁମାର ଭୋଇଙ୍କ ରଚିତ ଏବଂ ଶ୍ରୀଯୁକ୍ତ ମାଧବସିଂ ବରିହାଙ୍କ ନିର୍ଦ୍ଧେଶିତ ନାଟିକା 'ଅନ୍ଧୀ ଜନତା ନିଷ୍ଠୁର ନେତା ' ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ତଥା ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ହେମନ୍ତ ସାହୁ , ଶ୍ରୀଯୁକ୍ତ ପ୍ରବୀଣ କୁମାର ଦେବତା, ଶ୍ରୀଯୁକ୍ତ ଦୁଷ୍ମନ୍ତ ପଧାନ, ନେତ୍ରାନନ୍ଦ ମହାପାତ୍ର, ପ୍ରବୀଣା ବରାଲ, ରଶ୍ମିତା ପଣ୍ଡା, ସୋନାଲି ମେହେର, ସୁନିତା ସାହୁ, ବର୍ଷା ଭୋଇ, ବିଜୟିନୀ ବିଶ୍ୱାଳ ,ଲଷ୍ମୀକାନ୍ତି ଭୋଇ, ରଶ୍ମିରେଖା ଥାପା, ସେବତୀ ସାହୁ, ଜାଜ୍ଞସେନି ସାହୁ, ରତ୍ନା ନାୟକ, ସଜ୍ଞା ବେହେରା, ଶ୍ରେୟା ପୂଜାରୀ,ଏବଂ ଇଲାବତୀ ସାହୁ କାର୍ଯ୍ୟକ୍ରମ ରେ ସହଯୋଗ ପ୍ରଦାନ କରିଥିଲେ। ଶ୍ରୀ ଦେବାଶିଷ ନାୟକ କାର୍ଯ୍ୟକ୍ରମ ସଂଚାଳନ ର ଦାୟିତ୍ୱ ବହନ କରିଥିବା ବେଳେ ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ତଥା ଅବିଭାବକ ଗଣ ମଧ୍ୟ ସହଯୋଗ ପ୍ରଦାନ କରିଥିଲେ। ପରିଶେଷରେ ବିଦ୍ୟାଳୟର ପରିଚାଳକ ନିର୍ଦ୍ଦେଶକ ଶ୍ରୀଯୁକ୍ତ ରବି ଶଙ୍କର ପଧାନ ଧନ୍ୟବାଦ ଅର୍ପଣ ପୂର୍ବକ ସଭା ସାଙ୍ଗ କରିଥିଲେ।।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like