-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତରଜାତିକ କିନ୍ନର ଦିବସ ପାଳିତ

31-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ପୂର୍ବାହ୍ନ ୧୦. ୩୦. ମି. ସମୟରେ, ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ପରିସର ମଧ୍ୟରେ ଆନ୍ତରଯାତିକ କିନ୍ନର ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି । ବଲାଙ୍ଗୀର ସେବା ଅନୁଷ୍ଠାନ ପକ୍ଷରୁ ହୋଇଥିବା କାର୍ଯ୍ୟକ୍ରମରେ, ସଂଗଠନ ର ସମ୍ପାଦକ ଶ୍ରୀ ଡିଙ୍ଗର ତାଣ୍ଡି ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଦୃଷ୍ଟିହୀନ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଅଭୟ କୁମାର ପଧାନ, ବରଗଡ କିନ୍ନର ସଂଘ ର ସଭାପତି ମେହେନ୍ଦି ଦିଦି,ସମ୍ପାଦକ ଚୁମକି ଦିଦି,ସମ୍ମାନିତ ଅତିଥି ଭାବରେ ବରଗଡ ବି. ଏସ. ଏସ. ଓ. ଶ୍ରୀ ଆମ୍ବୁଜlକ୍ଷର ପଧାନ, ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ମାନସିକ ଦିବ୍ୟାଙ୍ଗ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ମେଘନାଦ ସାହୁ, ବଧିର ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ କିଶୋର ଚନ୍ଦ୍ର ସାହୁ ମଂଚାସୀନ ଥିଲେ। ଉକ୍ତ ସଭାରେ ଜିଲ୍ଲାର ବହୁତ କିନ୍ନର ଦିଦି ଭାଗ ନେଇ ଥିଲେ । ସମସ୍ତ କିନ୍ନର ଦିଦି ମାନଙ୍କୁ ମୋମେଂଟୋ ଦେଇ ସମ୍ମାନିତ କରାଯାଇ ଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ଉପରେ ଅତିଥିମାନେ ଆଲୋଚନା କରିଥିଲେ ।ପରିସେସ ରେ ଶ୍ରୀ ତାଣ୍ଡି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like