-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଦେଶ ବିଦେଶ

ହୃଦଘାତରେ ହୋଇଛି ମହିପାଲଙ୍କ ମୃତ୍ୟୁ, କରୋନା ଟିକା ପାଇଁ ନୁହେଁ : ପୋଷ୍ଟମଟର୍ମ ରିପୋର୍ଟରେ ସାମ୍ନାକୁ ଆସିଲା ସତ!!

18-Jan-2021



(ପ୍ରେରଣା ଖବର ବ୍ୟୁରୋ) :ଉତ୍ତର ପ୍ରଦେଶର ମୁରାଦାବାଦରେ କରୋନା ଟିକା ନେବା ପରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା । ଟିକା ନେବାରୁ ସେ ପ୍ରାଣ ହରାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ । ପ୍ରାଣ ହରାଇଥିବା ବ୍ୟକ୍ତି ହେଲେ ଜଣେ ଓ୍ୱାର୍ଡବୟ ମହିପାଲ । ତେବେ ତାଙ୍କର ମୃତ୍ୟୁ ହୃଦଘାତ ପାଇଁ ହୋଇଛି । ଡାକ୍ତରଙ୍କ ୩ ଜଣିଆ କମିଟି ମୃତଦେହ ପୋଷ୍ଟମଟର୍ମ କରିବା ପରେ ଏହା ସାମ୍ନାକୁ ଆସିଛି!! ଜିଲ୍ଲା ହସ୍ପିଟାଲର ଓ୍ୱାର୍ଡବୟ ମହିପାଲଙ୍କୁ ଜାନୁଆରୀ ୧୬ ତାରିଖରେ କୋଭିସିଲ୍ଡ ଟିକା ଦିଆଯାଇଥିଲା । କିନ୍ତୁ ସେ ୧୭ ତାରିଖରେ ହଠାତ ପ୍ରାଣତ୍ୟାଗ କରିଥିଲେ । ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ, ଟିକା ନେବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେ ମୃତ୍ୟୁବରଣ କରିଥିଲେ!!ମହିପାଲଙ୍କ ପୁଅ କହିଛନ୍ତି ଯେ, ଯାହା ବି ହୋଇଛି ଭାକସିନ୍ ପାଇଁ । ଯେଉଁମାନେ ଟିକା ଲଗାଇଛନ୍ତି ସେମାନେ ଏଥିପାଇଁ ଦାୟୀ । ତାଙ୍କର ଆଉ ଜଣେ ସମ୍ପର୍କୀୟ ମଧ୍ୟ ସମାନ କଥା ଦୋହରାଇଛନ୍ତି । ସେ କହିଛନ୍ତି ଯେ, ମହିପାଲଙ୍କ ଅବସ୍ଥା ପୂର୍ବରୁ ଏପରି ନଥିଲା । ଭାକସିନ୍ ଲଗାଇବା ପୂର୍ବରୁ କୌଣସି ମେଡିକାଲ ପରୀକ୍ଷା କରାଯାଇ ନଥିଲା!!
    ସୂଚନାଯୋଗ୍ୟ, ମୁରାଦାବାଦର ଜନପଦରେ ୬ଟି ଟିକାକରଣ କେନ୍ଦ୍ର କରାଯାଇଚି । କରୋନା ଟିକାକରଣ ଆରମ୍ଭ ଦିନ ଏଠାରେ ୧୦୦ ଜଣ ଲେଖାଏଁ ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା ଟିକା ଲଗାଯାଇଥିଲା । ଭାକସିନ୍ ନେଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଏପରି ଥିଲେ ଯେଉଁମାନେ ପୂର୍ବରୁ କୋଭିଡ୍ ସଂକ୍ରମିତ ହୋଇଥିଲେ!!


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like