-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

01-Apr-2025



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗିର ଜିଲ୍ଲାର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ଲୋଇସିଂହା ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତି ପାଳନ ପାଇଁ ପୁରାତନ ଛାତ୍ର ମାନଙ୍କୁ ନେଇ ଏକ ଜରୁରୀକାଳିନ ବୈଠକ ସ୍ଥାନୀୟ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଥିଲା l ବରିଷ୍ଠ ପୁରାତନ ଛାତ୍ର ଅଶୋକ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ନଭେମ୍ବର ମାସରେ ବିଦ୍ୟାଳୟର ହୀରକ ଜୟନ୍ତି ପାଳନ ପାଇଁ ଆଲୋଚନା କରାଯାଇଥିଲା । ପ୍ରାଥମିକ ପର୍ଯ୍ୟାୟରେ ଏହି  ଜୟନ୍ତୀ ପାଳନ ପାଇଁ ଆୟୋଜକ କମିଟି ଗଠନ କରାଯାଇଥିଲା । ସର୍ବସମ୍ମତିକ୍ରମରେ ସଭାପତି ଭାବେ ଆଇନଜୀବି ଦୀଲିପ କୁମାର ବେହେରା, ଉପସଭାପତି ଭାବେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ସତ୍ୟନାରାୟଣ ଭୋଇ, ସମ୍ପାଦକ ଭାବେ ଅବସରପ୍ରାପ୍ତ ସେନା ଅଧିକାରୀ ଶେଖ ନଜରୁଲ୍ଲା ଖାନ, ସହ ସମ୍ପାଦକ ଭାବେ ସୋମନାଥ ବିଶ୍ୱାଲ ଓ କୋଷାଧ୍ୟକ୍ଷ ଭାବେ ରାଜ ନାରାୟଣ ଅଗ୍ରୱାଲଙ୍କୁ ମନୋନୀତ କରାଯାଇଥିଲା । ସେହିପରି ଅର୍ଥ କମିଟିରେ ସୋମନାଥ ବିଶ୍ୱାଲ, ପ୍ରଦୀପ କୁମାର ସାହୁ, ଅଭିଳାଷ ହୋତା ଓ ରାଜେନ୍ଦ୍ର ଷଡଙ୍ଗୀଙ୍କୁ ମନୋନୀତ କରାଯାଇଥିବା ବେଳେ ପ୍ରଚାର ପ୍ରସାର କମିଟି ଅଧ୍ୟକ୍ଷ ଭାବେ ଅଭିଳାଷ ହୋତା, ସ୍ମରଣିକା କମିଟି ଅଧ୍ୟକ୍ଷ ଭାବେ ଜ୍ୟୋତିପ୍ରକାଶ ସାହୁ ଓ ସାଂସ୍କୃତିକ କମିଟି ଅଧ୍ୟକ୍ଷ ଭାବେ ସରୋଜ କୁମାର ବିଶ୍ୱାଲଙ୍କୁ ମନୋନୀତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା କମିଟିରେ ଗଜାନନ ଅଗ୍ରୱାଲ, ପର୍ଶୁରାମ ସାହୁ, ବିଶ୍ୱନାଥ ଭୂୟାଁ ଓ ଗୁରୁ ଚରଣ ଧିରଙ୍କୁ ମନୋନୀତ କରାଯାଇଥିବା ବେଳେ କାର୍ଯ୍ୟକାରୀ କମିଟି ରେ ହିମାଁଶୁ ସାହୁ, ପ୍ରକାଶ ମହାରଣା, ପ୍ରଦୀପ କୁମାର ସାହୁ, ଶିବ ଅଗ୍ରୱାଲ, ଅଶୋକ କୁମାର ସାହୁ, ସରୋଜ ବିଶ୍ୱାଲ, ରାମଚନ୍ଦ୍ର ସାହୁଙ୍କୁ ମନୋନୀତ କରାଯାଇଥିଲା । ଏହି ଉସôବକୁ ବହୁ ଆଡମ୍ବର ସହ ଆୟୋଜନ କରିବାକୁ ନିଷ୍ପତ୍ତି  ଗ୍ରହଣ କରାଯାଇଥିଲା । ଏହି ବୈଠକରେ ଉଚ୍ଚ ବିଦ୍ୟାଳୟରେ ପାଠ ପଢିଥିବା ବହୁ ପୁରାତନ ଛାତ୍ର ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like