-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ହରେ ରାମ ହରେ ରାମ, ହରେ ହରେକୃଷ୍ଣ ହରେ ହରେକୃଷ୍ଣ ରେ ପ୍ରକମ୍ପିତ ମାଝିପାଲି ଗ୍ରାମ

01-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ମାଝିପାଲି ଗ୍ରାମ ଠାରେ ଦିର୍ଘ ତିନିଦିନ ବ୍ୟାପୀ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହେଉଛି। ଏହି ଅବସରରେ ତା ୨୪.୦୩.୨୦୨୫ରିଖ ସୋମବାର ଦିନ ଶୁଭ ସ୍ତମ୍ଭ ସ୍ଥାପନ ପରେ ତା ୩୧.୦୩.୨୦୨୫ ସୋମବାର ଦିନ ଗ୍ରାମର ମାଁ ମାଉସୀ ମାନଙ୍କ ଦ୍ୱାରା ଏକ ଭବ୍ୟ କଳସ ଯାତ୍ରା ବାହାରି କମିଆଁ ମୁଡେନ୍ ବଡବନ୍ଦ ରୁ ପୂର୍ଣ୍ଣ ଜଳ କଳସ ଆଣି ନାମଯଜ୍ଞ ମଣ୍ଡପରେ ସ୍ଥାପନ କରାଯାଇଥିଲା। ଗ୍ରାମବାସୀ ଶ୍ରୀଯୁକ୍ତ ଅଜିତ ସାହୁ ଏବଂ ତାଙ୍କ ସହଧର୍ମିଣୀ ଶ୍ରୀମତୀ ସୁବାସିତ ସାହୁ କର୍ତ୍ତା ଦାୟିତ୍ଵ ତୁଲାଉଥିବା ବେଳେ,ପୂଜକ ଭାବେ ପଣ୍ଡିତ ମଣ୍ଟୁ ସାବତ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପାଦିତ କରୁଛନ୍ତି ।ସହଯୋଗୀ ଭାବରେ ଜୟକୃଷ୍ଣ ପଶାୟତ ଦାୟିତ୍ଵ ନିର୍ବାହ କରୁଛନ୍ତି। ଆସନ୍ତାକାଲି ତା ୨.୦୪.୨୦୨୫ ରିଖ ବୁଧବାର ପୂର୍ଣ୍ଣାହୂତି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ଅବସରରେ ବହୁ ସଂଖ୍ୟକ ଭିଡ଼ ପରିଲକ୍ଷିତ କୁ ଦୃଷ୍ଟିରେ ରଖି ଗ୍ରାମବାସୀ ବୃନ୍ଦ ଅନ୍ନ ଛତ୍ର ସହ ବ୍ୟାପକ ଭାବେ ଜଳର ବ୍ୟବସ୍ଥାରେ ଲାଗିଥିବା ଜଣାଯାଏ। ଏପରି କି ଅନୁଷ୍ଠିତ ନାମଯଜ୍ଞ କମିଟି ପକ୍ଷରୁ ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟାଙ୍କୁ ନିମନ୍ତ୍ରଣ କରାଯାଇଛି। ମାନ୍ୟବର ବିଧାୟକ ଶ୍ରୀମାନ ଗଡତୀୟା ଶେଷ ଦିବସରେ ଯଜ୍ଞ ସ୍ଥଳକୁ ଆସି ଆଶିଷ ନେବାର କାର୍ଯ୍ୟକ୍ରମ ରହିଛି ବୋଲି ଗ୍ରାମବାସୀ ମାନଙ୍କ ଠାରୁ ପ୍ରକାଶ।ଦିର୍ଘ ତିନିଦିନ ବ୍ୟାପୀ ଅନୁଷ୍ଠିତ ନାମଯଜ୍ଞ ଦେଖିବାପାଇଁ ଭିଡ଼ ଲାଗି ରହୁଛି। ଏହାକୁ ଆଖି ଆଗରେ ରଖି ଭକ୍ତମାନଙ୍କ ମାଗଣା ଭୋଜନ ବ୍ୟବସ୍ଥା ପାଇଁ ରନ୍ଧା ଶାଳରେ ରୋଷେଇୟା ଶେଷଦେବ ଦାଶ ଏବଂ ଜଗନ୍ନାଥ (ମିଲୁ) ସାହୁ ଦାୟିତ୍ଵ ନିର୍ବାହ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like