-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରରେ ଉତ୍କଳ ଦିବସ ଓ ପ୍ରଥମ ଦିନେ।ତ୍ସବ ପାଳିତ

01-Apr-2025



ପଦ୍ମପୁର (ପ୍ରେରଣା ଖବର )
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରରେ ଉତ୍କଳ ଦିବସ ଓ ପ୍ରଥମ ଦିନେ।ତ୍ସବ ପାଳିତ  ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ  ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶ୍ରୀଯୁକ୍ତ ଧନଞୟ ତାଣ୍ଡି ଗୁରୁଜୀ ଉତ୍କଳ ଦିବସ  ବିଷୟରେ ବକ୍ତବ୍ୟ ପ୍ରଧାନ କରିଥିଲେ । ଶ୍ରୀଯୁକ୍ତ ଶୋଭାଚନ୍ଦ୍ର ସ୍ଵାଇଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି ପ୍ରଥମ ଦିନୋତ୍ସବରେ ଯଜ୍ଞକର୍ତ୍ତା ଭାବରେ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ସାହୁ ଓ ଧର୍ମପତ୍ନୀ ଶ୍ରୀମତୀ ନିଲାନ୍ଦ୍ରୀ ସା, ଶ୍ରୀଯୁକ୍ତ ପ୍ରଶାନ୍ତ ପ୍ରଧାନ ଓ ଧର୍ମପତ୍ନୀ  ଶ୍ରୀମତୀ ସଙ୍ଗୀତା ପ୍ରଧାନ, ଶ୍ରୀଯୁକ୍ତ ଗୋପାଳ କୃଷ୍ଣ ମିଶ୍ର ଓ ଧର୍ମପତ୍ନୀ ଶ୍ରୀମତୀ ଗୀତୁ ମିଶ୍ର,ଶ୍ରୀଯୁକ୍ତ ଘନଶ୍ୟାମ ବିଶି ଓ ଧର୍ମପତ୍ନୀ ଶ୍ରୀମତୀ ସଙ୍ଗୀତା ବିଶି ଉପସ୍ଥିତ ରହି ଯଜ୍ଞ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ନବପ୍ରଭାତ ଆଶ୍ରମ,ନୂଆଁପ।ଲିର ବ୍ରହ୍ମଚାରୀ ସମ୍ବିତ ଆର୍ଯ୍ୟ ଓ ଦିଲୁ ଆର୍ଯ୍ୟ ଭାଇ ଯଜ୍ଞ କାର୍ଯ୍ୟକ୍ରମକୁ ସମ୍ପାଦନ କରିଥିଲେ । ଠିକ୍ ସେହିପରି ଶିଶୁ ମନ୍ଦିର ପରିସର ରେ ଉତ୍କଳ ଦିବସ ଓ ପ୍ରଥମ ଦିନୋତ୍ସବ ପାଳନ କରାଯାଇଛି । ଏଥିରେ ଅଭିଭାବକ ସୁଶାନ୍ତ କୁମାର ସାହୁ ଦୀପ ପ୍ରଜ୍ବଳନ କରିଥିଲେ। ଶ୍ରୀଯୁକ୍ତ ମୁଦିରଥ ପଣ୍ଡା ମଞ୍ଚାସୀନ ଥିବା ବେଳେ ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଜୀ ଉତ୍କଳ ଦିବସ ବିଷୟରେ ପ୍ରାଞ୍ଜଳ ଭାବେ ଆଲୋକପାତ କରିଥିଲେ।

ରଞ୍ଜିତା ଭୋଇ ଗୁରମା କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ମୋହିନୀ ଡାଲୁଆ ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ।ଯଜ୍ଞ କର୍ତ୍ତା ଭାବରେ ଅନନ୍ତ ମେହେର ସପତ୍ନିକ ବିଜୁଳି ମେହେର, ଦେବାନନ୍ଦ ମଲ୍ଲିକ ସପତ୍ନିକ ହରିପ୍ରିୟା ମଲ୍ଲିକ,ହରି ସାହୁ ସପତ୍ନିକ ମୀନା ସାହୁ ପ୍ରମୁଖ ଯଜ୍ଞ କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ଦାଶ ଯଜ୍ଞ କାର୍ଯ୍ୟ ସମ୍ପାଦନ କରିଥିଲେ । ସୁଜାତା ତ୍ରିପାଠୀ ଗୁରୁମା ସୂଚନା ପ୍ରଦାନ କରିଥିବା ବେଳେ ଦୁର୍ବାଦଳ ସାହୁ ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ ।ସମସ୍ତ ଗୁରୁଜୀ ଗୁରୁମା, ସେବକ ସେବିକାମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like