-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳନ

01-Apr-2025



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ନୀଉଁ ରିଜର୍ଭ ପୋଲିସ ପଡ଼ିଆ ଠାରେ ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳନ  କରାଯାଇଛି l ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରସାଦ ସାହୁ ଯୋଗ ଦେଇ ପୋଲିସ ଅଭିବାଦନ ଗ୍ରହଣ କରିଥିଲେ l ଓ ଓଡ଼ିଶା ର ମହା ମାନ୍ୟ ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ବାର୍ତ୍ତା ପଠନ କରିଥିଲେ l ପରେ ପରେ  ଜିଲ୍ଲା ର ସର୍ବ ଶ୍ରେଷ୍ଠ ଇନ୍ସପେକ୍ଟର ଭାବେ ମେଣ୍ଡl ର ରବୀନ୍ଦ୍ର ସାହୁ ଙ୍କୁ, ସର୍ବ ଶ୍ରେଷ୍ଠ ଏ ଏସ ଆଇ ଭାବେ ବିନିକା ପି ଏସ ର ରଂଜୟ କୁମାର୍ ନାୟକ , ସର୍ବ ଶ୍ରେଷ୍ଠ ହାବିଲଦାର ଭାବେ ସୋନପୁର ରିଜର୍ଭ ର ଚମରା ପଧାନ, ସର୍ବ ଶ୍ରେଷ୍ଠ ଓ ଆର୍ ହାବିଲଦାର ଭାବେ ଜିଲ୍ଲା ପୋଲିସ ଅଫିସ  ର ସୁଭାଷିନୀ ପ୍ରଧାନ, ସର୍ବ ଶ୍ରେଷ୍ଠ ଏ ପି ଆର୍ କନଷ୍ଟେବଲ୍ ଭାବେ ସୋନପୁର ରିଜର୍ଭ ର ଲିକୁନ କୁମାର୍ ପ୍ରଧାନ, ଟ୍ରାଫିକ କନେଷ୍ଟବଳ ଭାବେ ଭାରତୀ ବେହେରା ଙ୍କୁ ଆଜି ର ଦିବସ ର ମୁଖ୍ୟ ଅତିଥି ଏସପି ଶ୍ରୀ ସାହୁ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇଛି l ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଏସପି ବିରେନ୍ଦ୍ର କୁମାର ନାୟକ, ସୋନପୁର ଏସ ଡି ପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ଡି ଏସ ପି ପ୍ରତାପ ରଣା, ବୈକୁଣ୍ଠ ସେଠ ପ୍ରମୁଖ ଯୋଗ ଦେଇ ଥିଲେ l ଆର୍ ଆଇ କାହୁଁ ଚରଣ ମାରାଣ୍ଡି ପ୍ୟାରେଡ ପରିଚାଳନା କରିଥିବା ବେଳେ ପୋଲିସ କନେଷ୍ଟବଳ ସଂଘ ସଭାପତି ଦିନେଶ ରଞ୍ଜନ ମିଶ୍ର, ସଂପାଦକ ରଞ୍ଜିତ ପ୍ରଧାନ, କୁମୁଦ ରଞ୍ଜନ ସାହୁ, ମନୋଜ୍ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like