-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଆମ ସଂସ୍କୃତି ଓ ଆମ ଖେଳନା ରେ ବାର୍ଷିକ ଉତ୍ସବ ପାଳନ ଓ ଏକଲବ୍ୟ ରେ ସଫଳତା ଛାତ୍ରୀଙ୍କୁ ସମ୍ବର୍ଦ୍ଧନା

01-Apr-2025



( ମିହିର ଶଙ୍କର ପାତ୍ର,)                            ପାପଡା ହାଣ୍ଡି ବ୍ଳକ ର ସେମଳା  ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଭଇରା ପୂଜାରୀ ଗୁଡ଼ା  ;ସରକାରୀ  ପ୍ରାଥମିକ ବିଦ୍ୟାଳୟ ,  ଆମ ସଂସ୍କୃତି ଓ ଆମ ପରମ୍ପରା କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ସରପଞ୍ଚ ଟଙ୍କଧର ମାଝୀ   , ସମ୍ମାନୀୟ ଅତିଥି ଦୈତାରୀ  ପୂଜାରୀ , ମୁଖ୍ୟ ବକ୍ତା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ,   ସଭାପତି ଆସନ ପ୍ରଧାନ ଶିକ୍ଷକ ସୋମନାଥ ମାଝୀ  ସହ ବିଦ୍ୟାଳୟ ପରିଚ଼ାଳନା କମିଟି ସଭ୍ୟ ବୃନ୍ଦ ଓ ପିଲାମାନଙ୍କ ପିତାମାତା ଯୋଗଦାନ କରିଥିଲେ ।ଆଜିର କାଯ୍ୟକ୍ରମ ବିଶେଷ ଅତିଥି ଭାବେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ବୁଦୁରାମ ମାଝୀ ,ପୂର୍ବତନ ସରପଞ୍ଚ ଡମ୍ବରୁ ମାଝୀ ଯୋଗଦାନ କରି ପିଲା ଓ ଶିକ୍ଷକ ଙ୍କୁ  ରେ   ଟି.ଏଲ. ଏମ ୱାର୍କ କାର୍ଯ୍ୟ,ବାର୍ଷିକ ଉତ୍ସବରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ରୁ ୩ ଟି ଲେଖାଏଁ ପିଲାଙ୍କୁ ଚ଼ୟନ କରାଯାଇ ଥିଵା ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ  ।ଆମ ସଂସ୍କୃତିର ଖେଳନା ସମୁହ ପ୍ରଦର୍ଶନ ହୋଇଥିଲା।ପିଲା ମାନଙ୍କର ଆନନ୍ଦ ପାଇଁ ବିଭିନ୍ନ ପ୍ରକାର ମୁଖା ପିନ୍ଧି ଥିଲେ ସେ ପିଲା ମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ ଲହରୀ  ଦେଖାଯାଇଥିଲା ।ମୁଖ୍ୟବକ୍ତା ସି.ଆର. ସି.ସି. ବାବୁଲାଲ  ବାର୍ଷିକ ଉତ୍ସବ ରେ ରାଷ୍ଟ୍ରପତି ଜୀବନର ଶିର୍ଷକ କାହାଣୀରେ ସଫଳତା କୁ ନେଇ ପିଲାମାନଙ୍କ ମଧ୍ୟରେ ଉତ୍ସାହ ଦେଇ ନିଆରା ପିଲାଟିଏ ହେବାକୁ ପ୍ରେରଣା ବାର୍ତ୍ତା ଦେଇଥିଲେ।ବାର ମାସରେ ତେର ପର୍ବ ଆମ ସଂସ୍କୃତି ପାଇଁ ଓ ଜୀବନ ପାଇଁ ନିରୋଗ ରହିବା ଓ ଧାର୍ମିକ ଜୀବନ ଯାପନ ଶୈଳୀ ବାବଦରେ ଆଲୋକ ପାତରେ ମାର୍ଗଶୀର ମାସରେ   ଲକ୍ଷ୍ମୀପୂଜା,ଝିଅ ମାନଂକ ଜହ୍ନିଉଷା, ଦଶହରା ରେ ଦୁର୍ଗା ପୂଜା, କାର୍ତ୍ତିକ ମାସରେ ତୁଳସୀ ବୃକ୍ଷ ପୂଜନ ଓ ଡଙ୍ଗା ଭସାଣ କାର୍ଯ୍ୟ ବାବଦରେ ଆଲୋକ ପାତ କରିଥିଲେ ।ସି.ଆର .ସି.ସି .ବାବୁଲାଲ ଆମ ସଂସ୍କୃତି ଓ ଆମ ପରମ୍ପରା ବାବଦରେ ଆଲୋକପାତ କରିଵା ସହ ବାର୍ଷିକ ଉତ୍ସବ ରେ ପିଲା ମାନଙ୍କୁ ଭଲ ମଣିଷ କରି ଗଢ଼ିବା ପାଇଁ ଛାତ୍ରଛାତ୍ରୀ,ପିତାମାତା ଓ ଅଭିଭାବକ ର  ସହଯୋଗ ପାଇଁ ମତ ଦେଇଥିଲେ ।ପ୍ରଧାନ ଶିକ୍ଷକ ସୋମନାଥ  ମାଝୀ  ପିଲା ମାନଙ୍କର ସାମଗ୍ରିକ ବିକାଶମୁଖୀ ପାଇଁ ଏ ବର୍ଷ ଜଣେ ପିଲା ଏକଲବ୍ୟ ପରୀକ୍ଷାରେ ହଂସିକା ରାଣୀ ପୂଜାରୀ ଝିଅ  ଅବସର ପ୍ତାପ୍ତ ଶିକ୍ଷକ କମଳ ଲୋଚ଼ନ ପୂଜାରୀଙ୍କ ନାତୁଣୀ ର ସଫଳତା  ଶିକ୍ଷାଦାନ ରେ ଶିକ୍ଷକର କାର୍ଯ୍ୟକୁ ଗ୍ରାମବାସୀ ଭୂରୟସୀ   ପ୍ରଶଂସା କରିଥିଲେ। ଶିକ୍ଷକ ସୋମନାଥ ମାଝୀ  ମଞ୍ଜ ପରିଚାଳନା କରିଥିଲେ।ପିତାମାତା ,ଅଭିଭାବକ,ବିଦ୍ୟାଳୟ ପରିଚାଳନା କମିଟି , ୱାର୍ଡ ମେମ୍ବର ଯୋଗଦାନ କରିଥିଲେ।  ଶେଷ ରେ ପିଲା ମାନଙ୍କ ତରଫରୁ ନୃତ୍ୟ ଓ ଗୀତ ପରିବେଷଣ ହୋଇଥିଲା । ସହକାରୀ ଶିକ୍ଷକ ଧନମଣି ରନ୍ଧାରୀ   ସହଯୋଗ କରିଥିଲେ। ପାଇକ କତରା ପ୍ରାଥମିକ ବିଦ୍ୟାଳୟର ସମ୍ମାନିତ  ଅତିଥି  ଦୈତାରୀ ପୂଜାରୀ   ସମସ୍ତକୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା 
କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like