-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

୪ଦିନ ବିତିଲା,ନାବାଲିକାକୁ ଉଦ୍ଧାର କରିବାରେ ବିନିକା ପୋଲିସ ବିଫଳ

01-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ): ନିଜ ଅଞ୍ଚଳରେ କାମ ଧନ୍ଦା ନମିଳିବାରୁ ପରିବାର ପରିପୋଷନ ପାଇଁ ନିଜ ଭିଟାମାଟି ଛାଡ଼ି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅଞ୍ଚଳକୁ କାମ କରି ଆସିଥିଲେ ବାପ ଓ ଝିଅ ।ହେଲେ କାମ କରିବାର କିଛିଦିନ ପରେ ନାବାଳିକା ଝିଅକୁ ଜଣେ ଯୁବକ କୁଆଡେ ନେଇ ଫେରାର ହେବାର ବିନିକା ଥାନାରେ ଲିଖିତ ଅଭିଯୋଗ ହୋଇଥିଲେ ମଧ୍ୟ ଘଟଣାର ୪ଦିନ ପରେ ବି ପୋଲିସ ନାବାଲିକାକୁ ଉଦ୍ଧାର କରିବାରେ ବିଫଳ ହୋଇଛି ।ଖବର ଅନୁଯାୟୀ ବରପାଲି ଥାନା ଅନ୍ତର୍ଗତ       ପଧାନପାଲି ଗ୍ରାମର ନାଭି ଦାସ(୪୪)ପରିବାର ପରିପୋଷଣ ପାଇଁ ନିଜ ୧୪ବର୍ଷିଆ ଝିଅକୁ ସାଥିରେ ଆଣି ବିନିକା ବ୍ଲକ ଭଣ୍ଡାର ପଞ୍ଚାୟତ ପାପୀ ଗ୍ରାମର ଗୋଟିଏ ଇଟାଭାଟିରେ ଇଟା ଗଢ଼ିବା ପାଇଁ ଆସିଥିଲେ । ବାପା କାମ କରୁଥିବା ସୁଯୋଗ ନେଇ ଗତ ୨୮ ତାରିଖ ରାତିରେ ନିକଟ ଜାମପାଳି ଗ୍ରାମର ଜଣେ ଯୁବକ ବିନୋଦ ଝରା ନାବାଳିକା ଝିଅକୁ ବିଭିନ୍ନ ପ୍ରକାରର ପ୍ରଲୋଭନ ଦେଖାଇ ଓ ଲୋଭନୀୟ କଥା କହି ସେହି ରାତ୍ରିରେ କୁଆଡେ ନେଇ ପଳାଇ ଯାଇଥିବା ବାପ ନାଭି ବିନିକା ଥାନାକୁ ଆସି ୨୯ତାରିଖରେ ଲିଖିତ  ଅଭିଯୋଗ କରିଥିଲେ ।ଥାନା କେଶ ନଂ ୫୮ ରେ ପୋଲିସ ଉକ୍ତ ଘଟଣାକୁ ନେଇ ଏକ ମାମଲା ରୁଜୁ କରିଛି ।ହେଲେ ଦୀର୍ଘ ୪ ଦିନ ବିତିଯାଇ ଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ବିଫଳ ହୋଇଥିବାରୁ ପୋଲିସର କାର୍ଯ୍ୟକଳାପକୁ ନେଇ ସାଧାରଣରେ ସଂଧେହ ସୃଷ୍ଟି କରୁଛି ।ତେବେ ଝିଅର କୌଣସି ପତ୍ତା ଅଦ୍ୟାବଧି ମିଳି ନଥିବାରୁ ବାପା ଦୁଃଖରେ ଭାଙ୍ଗି ପଡିବା ସହିତ ତୁରନ୍ତ ଝିଅକୁ ଉଦ୍ଧାର କରିବାକୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like